ଯାକୁବଙ୍କ ପତ୍ର 3:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ସେହିପରି ଜିହ୍ୱା ମଧ୍ୟ ଗୋଟିଏ କ୍ଷୁଦ୍ର ଅଙ୍ଗ, କିନ୍ତୁ ମହାଗର୍ବର କଥା କହେ। ଦେଖ, କେଡ଼େ କ୍ଷୁଦ୍ର ଅଗ୍ନିକଣିକା ଦ୍ୱାରା କେଡ଼େ ବଡ଼ ଅରଣ୍ୟରେ ନିଆଁ ଲାଗିଯାଏ। Gade chapit laପବିତ୍ର ବାଇବଲ (Re-edited) - (BSI)5 ସେହିପରି ଜିହ୍ଵା ମଧ୍ୟ ଗୋଟିଏ କ୍ଷୁଦ୍ର ଅଙ୍ଗ, କିନ୍ତୁ ମହା ଗର୍ବର କଥା କହେ। ଦେଖ, କେଡ଼େ କ୍ଷୁଦ୍ର ଅଗ୍ନିକଣିକା ଦ୍ଵାରା କେଡ଼େ ବଡ଼ ଅରଣ୍ୟରେ ନିଆଁ ଲାଗିଯାଏ। Gade chapit laଓଡିଆ ବାଇବେଲ5 ସେହିପରି ଜିହ୍ୱା ମଧ୍ୟ ଗୋଟିଏ କ୍ଷୁଦ୍ର ଅଙ୍ଗ, କିନ୍ତୁ ମହା ଗର୍ବର କଥା କହେ । ଦେଖ, କେଡ଼େ କ୍ଷୁଦ୍ର ଅଗ୍ନିକଣିକା ଦ୍ୱାରା କେଡ଼େ ବଡ଼ ଅରଣ୍ୟରେ ନିଆଁ ଲାଗିଯାଏ । Gade chapit laପବିତ୍ର ବାଇବଲ (CL) NT (BSI)5 ଏହି ଉଦାହରଣ ଜିହ୍ୱା ପ୍ରତି ପ୍ରଯୁଜ୍ୟ। ତାହା କ୍ଷୁଦ୍ର ହେଲେ ସୁଦ୍ଧା ବଡ଼ ବଡ଼ କଥା କହି ଦର୍ପ କରିପାରେ। ଭାବି ଦେଖ, କିପରି ଅ୍ନିକଣିକା କ୍ଷୁଦ୍ର ହେଲେ ମଧ୍ୟ ବିଶାଳ ଅରଣ୍ୟକୁ ଜାଳି ଦିଏ। Gade chapit laପବିତ୍ର ବାଇବଲ5 ଆମ୍ଭ ଜିହ୍ୱା ନିମନ୍ତେ ମଧ୍ୟ ଏହି ବିଷୟ ସମାନ ଅଟେ। ଜିହ୍ୱାଟି ଶରୀରର ଏକ ଅତି କ୍ଷୁଦ୍ର ଅଙ୍ଗ, କିନ୍ତୁ ଏହା ଅତ୍ୟଧିକ ମାତ୍ରାରେ ଗର୍ବ କରିଥାଏ। ଯେଉଁ ଛୋଟ ଅଗ୍ନିଶିଖାଟି ଗୋଟିଏ ବଡ଼ ଜଙ୍ଗଲରେ ନିଆଁ ଲଗେଇ ଦେଇ ପାରିବ। Gade chapit la |
ଏବେ ଶୃଙ୍ଗ, ବଂଶୀ, ବୀଣା, ଚତୁସ୍ତନ୍ତ୍ରୀ, ନେବଲ, ମୃଦଙ୍ଗ ଓ ସର୍ବପ୍ରକାର ବାଦ୍ୟ ଶୁଣିଲେ, ତୁମ୍ଭେମାନେ ଯଦି ମୋʼ ନିର୍ମିତ ପ୍ରତିମାକୁ ମୁହଁ ମାଡ଼ି ପ୍ରଣାମ କରିବାକୁ ପ୍ରସ୍ତୁତ ହୁଅ, ତେବେ ଭଲ; ମାତ୍ର ଯଦି ତୁମ୍ଭେମାନେ ପ୍ରଣାମ ନ କର, ତେବେ ସେହି ଦଣ୍ଡରେ ତୁମ୍ଭେମାନେ ପ୍ରଜ୍ୱଳିତ ଅଗ୍ନିକୁଣ୍ଡରେ ନିକ୍ଷିପ୍ତ ହେବ; ଆଉ, ଏପରି କେଉଁ ଦେବତା ଅଛି ଯେ ତୁମ୍ଭମାନଙ୍କୁ ମୋʼ ହସ୍ତରୁ ଉଦ୍ଧାର କରିବ?”