ଯାକୁବଙ୍କ ପତ୍ର 3:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 କାରଣ ସମସ୍ତ ପ୍ରକାର ପଶୁ, ପକ୍ଷୀ, ସରୀସୃପ ଓ ଜଳଚର ପ୍ରାଣୀମାନଙ୍କୁ ମାନବ ଦ୍ୱାରା ବଶରେ ରଖାଯାଇପାରେ, ପୁଣି, ବଶରେ ରଖାଯାଇଅଛି; Gade chapit laପବିତ୍ର ବାଇବଲ (Re-edited) - (BSI)7 କାରଣ ସମସ୍ତ ପ୍ରକାର ପଶୁ, ପକ୍ଷୀ, ସରୀସୃପ ଓ ଜଳଚର ପ୍ରାଣୀମାନଙ୍କୁ ମାନବ ଦ୍ଵାରା ବଶରେ ରଖାଯାଇ ପାରେ, ପୁଣି ବଶରେ ରଖାଯାଇଅଛି; Gade chapit laଓଡିଆ ବାଇବେଲ7 କାରଣ ସମସ୍ତ ପ୍ରକାର ପଶୁ, ପକ୍ଷୀ, ସରୀସୃପ ଓ ଜଳଚର ପ୍ରାଣୀମାନଙ୍କୁ ମାନବ ଦ୍ୱାରା ବଶରେ ରଖାଯାଇ ପାରେ, ପୁଣି, ବଶରେ ରଖାଯାଇଅଛି; Gade chapit laପବିତ୍ର ବାଇବଲ (CL) NT (BSI)7 ମନୁଷ୍ୟ ସମସ୍ତ ବନ୍ୟଜନ୍ତୁ, ପକ୍ଷୀ, ସରୀସୃପ ଓ ଜଳଚର ପ୍ରାଣୀକୁ ବଶ କରି ପାରିଛି। Gade chapit laପବିତ୍ର ବାଇବଲ7 ମଣିଷ ପ୍ରତ୍ୟେକ ପ୍ରକାର ହିଂସ୍ର ପଶୁ, ପକ୍ଷୀ, ସରୀସୃପ ଓ ମାଛକୁ ବଶବର୍ତ୍ତୀ କରିପାରେ ଓ କରିଛି ମଧ୍ୟ। Gade chapit la |