ଯାକୁବଙ୍କ ପତ୍ର 4:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 କିନ୍ତୁ କାଲି କଅଣ ଘଟିବ, ତାହା ତ ତୁମ୍ଭେମାନେ ଜାଣ ନାହିଁ। ତୁମ୍ଭମାନଙ୍କର ଜୀବନ କଅଣ? କ୍ଷଣକେ ଦୃଶ୍ୟ ହୋଇ ଅଦୃଶ୍ୟ ହୁଏ ଯେଉଁ ବାଷ୍ପ, ତୁମ୍ଭେମାନେ ତ ତାହା ସଦୃଶ। Gade chapit laପବିତ୍ର ବାଇବଲ (Re-edited) - (BSI)14 କିନ୍ତୁ କାଲି କଅଣ ଘଟିବ, ତାହା ତ ତୁମ୍ଭେମାନେ ଜାଣ ନାହିଁ। ତୁମ୍ଭମାନଙ୍କର ଜୀବନ କଅଣ? କ୍ଷଣକେ ଦୃଶ୍ୟ ହୋଇ ଅଦୃଶ୍ୟ ହୁଏ ଯେଉଁ ବାଷ୍ପ, ତୁମ୍ଭେମାନେ ତ ତାହା ସଦୃଶ। Gade chapit laଓଡିଆ ବାଇବେଲ14 କିନ୍ତୁ କାଲି କ'ଣ ଘଟିବ, ତାହା ତ ତୁମ୍ଭେମାନେ ଜାଣ ନାହିଁ । ତୁମ୍ଭମାନଙ୍କର ଜୀବନ କ'ଣ ? କ୍ଷଣକେ ଦୃଶ୍ୟ ହୋଇ ଅଦୃଶ୍ୟ ହୁଏ ଯେଉଁ ବାଷ୍ପ, ତୁମ୍ଭେମାନେ ତ ତାହା ସଦୃଶ । Gade chapit laପବିତ୍ର ବାଇବଲ (CL) NT (BSI)14 କିନ୍ତୁ ଆସନ୍ତା କାଲି ତୁମ ଗୀବନରେ କ’ଣ ଘଟିବ, ତାହା ତ ତୁମେ ଜାଣ ନାହିଁ! ତୁମ ଜୀବନ କୁହୁଡ଼ି ପରି, କ୍ଷଣକେ ଦେଖାଯାଇ ପର ମୁହୂର୍ତ୍ତରେ ଅଦୃଶ୍ୟ ହୁଏ। Gade chapit laପବିତ୍ର ବାଇବଲ14 ତୁମ୍ଭେ ଜାଣି ନାହଁ, ଆସନ୍ତା କାଲି କ’ଣ ଘଟିବ! ତୁମ୍ଭ ଜୀବନଟି ଗୋଟିଏ କୁହୁଡ଼ି ତୁଲ୍ୟ। ତୁମ୍ଭେ ତାହାକୁ ଅଳ୍ପ ସମୟ ଧରି ଦେଖି ପାରିବ, ତା'ପରେ ସେ ଗ୍ଭଲିଯାଏ। Gade chapit la |