ଯାକୁବଙ୍କ ପତ୍ର 4:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ଅତଏବ, ତୁମ୍ଭେମାନେ ଈଶ୍ବରଙ୍କର ବଶୀଭୂତ ହୁଅ; ଶୟତାନକୁ ପ୍ରତିବାଦ କର, ତାହାହେଲେ ସେ ତୁମ୍ଭମାନଙ୍କ ନିକଟରୁ ପଳାଇଯିବ। Gade chapit laପବିତ୍ର ବାଇବଲ (Re-edited) - (BSI)7 ଅତଏବ, ତୁମ୍ଭେମାନେ ଈଶ୍ଵରଙ୍କର ବଶୀଭୂତ ହୁଅ; ଶୟତାନକୁ ପ୍ରତିବାଧା କର, ତାହାହେଲେ ସେ ତୁମ୍ଭମାନଙ୍କ ନିକଟରୁ ପଳାଇଯିବ। Gade chapit laଓଡିଆ ବାଇବେଲ7 ଅତଏବ, ତୁମ୍ଭେମାନେ ଈଶ୍ୱରଙ୍କର ବଶୀଭୂତ ହୁଅ; ଶୟତାନକୁ ପ୍ରତିବାଦ କର, ତାହାହେଲେ ସେ ତୁମ୍ଭମାନଙ୍କ ନିକଟରୁ ପଳାଇଯିବ । Gade chapit laପବିତ୍ର ବାଇବଲ (CL) NT (BSI)7 ଅତଏବ, ଈଶ୍ୱରଙ୍କ ନିକଟରେ ନିଜକୁ ସମର୍ପଣ କର। ଶୟତାକୁ ପ୍ରତିରୋଧ କର। ତାହାହେଲେ, ସେ ତୁମ୍ଭମାନଙ୍କ ନିକଟକୁ ପଳାୟନ କରିବ। Gade chapit laପବିତ୍ର ବାଇବଲ7 ଅତଏବ ନିଜକୁ ପରମେଶ୍ୱରଙ୍କଠାରେ ସମର୍ପିତ କର। ଶୟତାନକୁ ବାଧା ଦିଅ, ତା'ହେଲେ ସେ ତୁମ୍ଭଠାରୁ ଦୂରେଇ ଯିବ। Gade chapit la |
ଆପଣ ମନୁଷ୍ୟମାନଙ୍କ ମଧ୍ୟରୁ ଦୂରୀକୃତ ହେବେ ଓ କ୍ଷେତ୍ରସ୍ଥ ପଶୁମାନଙ୍କ ସଙ୍ଗରେ ଆପଣଙ୍କର ବସତି ହେବ, ବଳଦର ନ୍ୟାୟ ଆପଣଙ୍କୁ ତୃଣଭୋଜୀ କରାଯିବ, ଆଉ ଆପଣ ଆକାଶର କାକରରେ ତିନ୍ତିବ, ଏହିରୂପେ ଆପଣଙ୍କ ଉପରେ ସାତ କାଳ ବହିଯିବ; ଶେଷରେ ଯେ ସର୍ବୋପରିସ୍ଥ, ସେ ଯେ ମନୁଷ୍ୟମାନଙ୍କ ରାଜ୍ୟରେ କର୍ତ୍ତୃତ୍ୱ କରନ୍ତି ଓ ଯାହାକୁ ତାହା ଦେବାକୁ ଇଚ୍ଛା କରିବେ, ତାହାକୁ ସେ ତାହା ଦିଅନ୍ତି, ଏହା ଆପଣ ଜାଣିବେ।