ଯାକୁବଙ୍କ ପତ୍ର 4:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ଈଶ୍ବରଙ୍କର ନିକଟବର୍ତ୍ତୀ ହୁଅ, ସେଥିରେ ସେ ତୁମ୍ଭମାନଙ୍କର ନିକଟବର୍ତ୍ତୀ ହେବେ। ହେ ପାପୀମାନେ, ତୁମ୍ଭମାନଙ୍କ ହସ୍ତ ଶୁଚି କର, ପୁଣି, ହେ ଦ୍ୱିମନାମାନେ, ତୁମ୍ଭମାନଙ୍କ ହୃଦୟ ଶୁଦ୍ଧ କର। Gade chapit laପବିତ୍ର ବାଇବଲ (Re-edited) - (BSI)8 ଈଶ୍ଵରଙ୍କର ନିକଟବର୍ତ୍ତୀ ହୁଅ, ସେଥିରେ ସେ ତୁମ୍ଭମାନଙ୍କର ନିକଟବର୍ତ୍ତୀ ହେବେ। ହେ ପାପୀମାନେ, ତୁମ୍ଭମାନଙ୍କ ହସ୍ତ ଶୁଚି କର, ପୁଣି ହେ ଦ୍ଵିମନାମାନେ, ତୁମ୍ଭମାନଙ୍କ ହୃଦୟ ଶୁଦ୍ଧ କର। Gade chapit laଓଡିଆ ବାଇବେଲ8 ଈଶ୍ୱରଙ୍କର ନିକଟବର୍ତ୍ତୀ ହୁଅ, ସେଥିରେ ସେ ତୁମ୍ଭମାନଙ୍କର ନିକଟବର୍ତ୍ତୀ ହେବେ । ହେ ପାପୀମାନେ, ତୁମ୍ଭମାନଙ୍କ ହସ୍ତ ଶୁଚି କର, ପୁଣି, ହେ ଦ୍ୱିମନାମାନେ, ତୁମ୍ଭମାନଙ୍କ ହୃଦୟ ଶୁଦ୍ଧ କର । Gade chapit laପବିତ୍ର ବାଇବଲ (CL) NT (BSI)8 ଈଶ୍ୱରଙ୍କ ନିକଟବର୍ତ୍ତୀ ହୁଅ ଓ ସେ ତୁମର ନିକଟବର୍ତ୍ତୀ ହେବେ। ହେ ପାପିଷ୍ଠ, ତୁମ ହସ୍ତ ଶୁଚି କର। ହେ ଦ୍ୱିମନା, ହୃଦୟ ନିର୍ମଳ କର, ଅନୁତପ୍ତ ହୁଅ, କଦ୍ରନ ଓ ବିଳାପ କର; Gade chapit laପବିତ୍ର ବାଇବଲ8 ପରମେଶ୍ୱରଙ୍କ ନିକଟକୁ ଆସ, ତେବେ ସେ ମଧ୍ୟ ତୁମ୍ଭମାନଙ୍କ ନିକଟକୁ ଆସିବେ। ତୁମ୍ଭେମାନେ ପାପୀ ଅଟ। ଅତଏବ ତୁମ୍ଭମାନଙ୍କ ଜୀବନରୁ ପାପକୁ ପରିଷ୍କାର କର। ତୁମ୍ଭେ ଏକା ସମୟରେ ପରମେଶ୍ୱର ଓ ସଂସାର, ଉଭୟର ଅନୁସରଣ କରିବାକୁ ଚେଷ୍ଟା କରୁଛ। ତୁମ୍ଭର ଚିନ୍ତାଧାରାକୁ ପବିତ୍ର କର। Gade chapit la |
ତହୁଁ ସେ ଆସାଙ୍କ ସହିତ ସାକ୍ଷାତ କରିବାକୁ ଯାଇ ତାଙ୍କୁ କହିଲା, “ହେ ଆସା ଓ ସମଗ୍ର ଯିହୁଦା ଓ ବିନ୍ୟାମୀନ୍, ତୁମ୍ଭେମାନେ ମୋʼ କଥା ଶୁଣ; ତୁମ୍ଭେମାନେ ସଦାପ୍ରଭୁଙ୍କ ସଙ୍ଗେ ଥିବାଯାଏ ସେ ତୁମ୍ଭମାନଙ୍କ ସଙ୍ଗେ ଅଛନ୍ତି; ଯଦି ତୁମ୍ଭେମାନେ ତାହାଙ୍କ ଅନ୍ୱେଷଣ କରିବ, ତେବେ ତୁମ୍ଭେମାନେ ତାହାଙ୍କର ଉଦ୍ଦେଶ୍ୟ ପାଇବ; ମାତ୍ର ଯଦି ତୁମ୍ଭେମାନେ ତାହାଙ୍କୁ ପରିତ୍ୟାଗ କରିବ, ତେବେ ସେ ତୁମ୍ଭମାନଙ୍କୁ ପରିତ୍ୟାଗ କରିବେ।
ଆଉ, ହେ ମୋହର ପୁତ୍ର ଶଲୋମନ, ତୁମ୍ଭେ ଆପଣା ପିତାର ପରମେଶ୍ୱରଙ୍କୁ ଜ୍ଞାତ ହୁଅ ଓ ସିଦ୍ଧ ଅନ୍ତଃକରଣରେ ଓ ଇଚ୍ଛୁକ ମନରେ ତାହାଙ୍କର ସେବା କର; କାରଣ ସଦାପ୍ରଭୁ ସମସ୍ତ ଅନ୍ତଃକରଣ ଅନୁସନ୍ଧାନ କରନ୍ତି ଓ ଚିନ୍ତାର ସକଳ କଳ୍ପନା ବୁଝନ୍ତି; ଯଦି ତୁମ୍ଭେ ତାହାଙ୍କର ଅନ୍ୱେଷଣ କରିବ, ତେବେ ତୁମ୍ଭେ ତାହାଙ୍କର ଉଦ୍ଦେଶ୍ୟ ପାଇବ; ମାତ୍ର ଯଦି ତୁମ୍ଭେ ତାହାଙ୍କୁ ତ୍ୟାଗ କରିବ, ତେବେ ସେ ତୁମ୍ଭକୁ ଚିରକାଳ ଦୂର କରିବେ।