ଯାକୁବଙ୍କ ପତ୍ର 5:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଏବେ ଦେଖ, ହେ ଧନୀମାନେ, ତୁମ୍ଭମାନଙ୍କର ଆସନ୍ନ ଦୁର୍ଦ୍ଦଶା ନିମନ୍ତେ କ୍ରନ୍ଦନ ଓ ହାହାକାର କର। Gade chapit laପବିତ୍ର ବାଇବଲ (Re-edited) - (BSI)1 ଏବେ ଦେଖ, ହେ ଧନୀମାନେ, ତୁମ୍ଭମାନଙ୍କର ଆସନ୍ନ ଦୁର୍ଦ୍ଦଶା ନିମନ୍ତେ କ୍ରନ୍ଦନ ଓ ହାହାକାର କର। Gade chapit laଓଡିଆ ବାଇବେଲ1 ଏବେ ଦେଖ, ହେ ଧନୀମାନେ, ତୁମ୍ଭମାନଙ୍କର ଆସନ୍ନ ଦୁର୍ଦ୍ଦଶା ନିମନ୍ତେ କ୍ରନ୍ଦନ ଓ ହାହାକାର କର । Gade chapit laପବିତ୍ର ବାଇବଲ (CL) NT (BSI)1 ହେ ଧନୀ ଲୋକେ, ମୋ’ କଥା ଶୁଣ। ତୁମର ଯେଉଁ ଦୁର୍ଦ୍ଦଶା ହେବାକୁ ଯାଉଛି, ସେଥିପାଇଁ କ୍ରନ୍ଦନ ଓ ବିଳାପ କର। Gade chapit laପବିତ୍ର ବାଇବଲ1 ଧନୀ ଲୋକେ! ଶୁଣ! କ୍ରନ୍ଦନ କର ଓ ଅତି ଦୁଃଖିତ ହୁଅ। କାରଣ ଅତ୍ୟଧିକ କ୍ଳେଶ ତୁମ୍ଭ ଉପରେ ମାଡ଼ି ଆସୁଛି। Gade chapit la |