ଯାକୁବଙ୍କ ପତ୍ର 5:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ତୁମ୍ଭମାନଙ୍କ ମଧ୍ୟରେ କଅଣ କେହି ଦୁଃଖଭୋଗ କରୁଅଛି? ସେ ପ୍ରାର୍ଥନା କରୁ। କେହି କଅଣ ଆନନ୍ଦିତ ଅଟେ? ସେ ସ୍ତବଗାନ କରୁ। Gade chapit laପବିତ୍ର ବାଇବଲ (Re-edited) - (BSI)13 ତୁମ୍ଭମାନଙ୍କ ମଧ୍ୟରେ କଅଣ କେହି ଦୁଃଖଭୋଗ କରୁଅଛି? ସେ ପ୍ରାର୍ଥନା କରୁ। କେହି କଅଣ ଆନନ୍ଦିତ ଅଟେ? ସେ ଗୀତ ଗାନ କରୁ। Gade chapit laଓଡିଆ ବାଇବେଲ13 ତୁମ୍ଭମାନଙ୍କ ମଧ୍ୟରେ କ'ଣ କେହି ଦୁଃଖଭୋଗ କରୁଅଛି ? ସେ ପ୍ରାର୍ଥନା କରୁ । କେହି କ'ଣ ଆନନ୍ଦିତ ଅଟେ ? ସେ ଗୀତ ଗାନ କରୁ । Gade chapit laପବିତ୍ର ବାଇବଲ (CL) NT (BSI)13 ତୁମ୍ଭମାନଙ୍କ ମଧ୍ୟରୁ କେହି କ’ଣ ଦୁର୍ଦ୍ଦଶାଗ୍ରସ୍ତ? ସେ ପ୍ରାର୍ଥନା କରୁ। କେହି କ’ଣ ଉଲ୍ଲସିତ? ସେ ସ୍ତୁତିପ୍ରଶଂସା ଗାନ କରୁ। Gade chapit laପବିତ୍ର ବାଇବଲ13 ଯଦି କେହି ସଙ୍କଟରେ ପଡ଼ିଛି, ତା'ହେଲେ ସେ ପ୍ରାର୍ଥନା କରୁ। ଯଦି କେହି ଖୁସୀ ଅଛି, ତା'ହେଲେ ସେ ଗୀତ ଗାଉ। Gade chapit la |