Biblia Todo Logo
Bib sou entènèt

- Piblisite -




ଯାକୁବଙ୍କ ପତ୍ର 5:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ସେ ପୁନର୍ବାର ପ୍ରାର୍ଥନା କରନ୍ତେ ଆକାଶରୁ ବୃଷ୍ଟି ହେଲା, ଆଉ ଭୂମି ଆପଣା ଫଳ ଉତ୍ପନ୍ନ କଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

18 ସେ ପୁନର୍ବାର ପ୍ରାର୍ଥନା କରନ୍ତେ ଆକାଶରୁ ବୃଷ୍ଟି ହେଲା, ଆଉ ଭୂମି ଆପଣା ଫଳ ଉତ୍ପନ୍ନ କଲା।

Gade chapit la Kopi

ଓଡିଆ ବାଇବେଲ

18 ସେ ପୁନର୍ବାର ପ୍ରାର୍ଥନା କରନ୍ତେ ଆକାଶରୁ ବୃଷ୍ଟି ହେଲା, ଆଉ ଭୂମି ଆପଣା ଫଳ ଉତ୍ପନ୍ନ କଲା ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

18 ସେ ପୁନର୍ବାର ପ୍ରାର୍ଥନା କଲେ ଏବଂ ଧାରା ବୃଷ୍ଟି ହେଲା ଓ ପୃିଥବୀ ପୁନର୍ବାର ଶସ୍ୟ ଉତ୍ପନ୍ନ କଲା।

Gade chapit la Kopi

ପବିତ୍ର ବାଇବଲ

18 ତା'ପରେ ଏଲୀୟ ବର୍ଷା ହେବା ପାଇଁ ପ୍ରାର୍ଥନା କଲେ। ଆକାଶରୁ ବର୍ଷା ହେଲା ଓ ପୃଥିବୀରେ ପୁନଃ ଶସ୍ୟ ଉତ୍ପନ୍ନ ହେଲା।

Gade chapit la Kopi




ଯାକୁବଙ୍କ ପତ୍ର 5:18
4 Referans Kwoze  

ଅନ୍ୟଦେଶୀୟମାନଙ୍କର ଅସାର ଦେବତାଗଣ ମଧ୍ୟରେ ଯେ ବୃଷ୍ଟି କରାଇପାରେ, ଏପରି କି କେହି ଅଛି? ଅଥବା ଆକାଶମଣ୍ଡଳ କି ବୃଷ୍ଟିଦାନ କରିପାରେ? ହେ ସଦାପ୍ରଭୁ, ଆମ୍ଭମାନଙ୍କ ପରମେଶ୍ୱର, ତୁମ୍ଭେ ହିଁ କି ସେହି ବୃଷ୍ଟିଦାତା ନୁହଁ? ଏନିମନ୍ତେ ଆମ୍ଭେମାନେ ତୁମ୍ଭ ଅପେକ୍ଷାରେ ରହିବା; କାରଣ ତୁମ୍ଭେ ଏହିସବୁର ଉତ୍ପାଦନ କରିଅଛ।


ତହୁଁ ସେ ଉତ୍ତର କଲେ, “ମୁଁ ଇସ୍ରାଏଲକୁ ଦୁଃଖ ଦେଇ ନାହିଁ, ମାତ୍ର ତୁମ୍ଭେ ଓ ତୁମ୍ଭ ପିତୃବଂଶ ଦେଇଅଛ, କାରଣ ତୁମ୍ଭେମାନେ ସଦାପ୍ରଭୁଙ୍କ ଆଜ୍ଞାସକଳ ତ୍ୟାଗ କରିଅଛ ଓ ତୁମ୍ଭେ ବାଲ୍‍ ଦେବଗଣର ଅନୁଗାମୀ ହୋଇଅଛ।


ତଥାପି ସେ ଆପଣାକୁ ସାକ୍ଷ୍ୟ ବିହୀନ କରି ରଖି ନାହାନ୍ତି, କାରଣ ସେ ମଙ୍ଗଳ କରିଅଛନ୍ତି, ଆଉ ଆକାଶରୁ ବୃଷ୍ଟି ଓ ଫଳଦାୟକ ଋତୁ ଗୁଡ଼ିକ ଦେଇ ଭକ୍ଷ ଓ ଆନନ୍ଦରେ ଆପଣମାନଙ୍କ ହୃଦୟ ପରିତୃପ୍ତ କରିଅଛନ୍ତି।


Swiv nou:

Piblisite


Piblisite