Biblia Todo Logo
Bib sou entènèt

- Piblisite -




ଯାକୁବଙ୍କ ପତ୍ର 5:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ତୁମ୍ଭମାନଙ୍କର ସମ୍ପତ୍ତି କ୍ଷୟ ପାଇଲାଣି, ତୁମ୍ଭମାନଙ୍କର ବସ୍ତ୍ର ପୋକ ଖାଇଲାଣି,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ତୁମ୍ଭମାନଙ୍କର ସମ୍ପତ୍ତି କ୍ଷୟ ପାଇଲାଣି, ତୁମ୍ଭମାନଙ୍କର ବସ୍ତ୍ର ପୋକ ଖାଇଲାଣି,

Gade chapit la Kopi

ଓଡିଆ ବାଇବେଲ

2 ତୁମ୍ଭମାନଙ୍କର ସମ୍ପତ୍ତି କ୍ଷୟ ପାଇଲାଣି, ତୁମ୍ଭମାନଙ୍କର ବସ୍ତ୍ର ପୋକ ଖାଇଲାଣି,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

2 ତମ ଧନ ସମ୍ପଦ କ୍ଷୟ ପାଇଲାଣି ଏବଂ ପୋଷାକ ପରିଚ୍ଛଦ କୀଟଦ୍ରଂଷ୍ଟ ହେଲାଣି।

Gade chapit la Kopi

ପବିତ୍ର ବାଇବଲ

2 ତୁମ୍ଭର ଧନସବୁ ନଷ୍ଟ ହୋଇଯାଇଛି ଓ ମୂଲ୍ୟହୀନ ହୋଇ ପଡ଼ିଛି। ତୁମ୍ଭର ପୋଷାକ ପୋକ ଖାଇ ଯାଇଛନ୍ତି।

Gade chapit la Kopi




ଯାକୁବଙ୍କ ପତ୍ର 5:2
10 Referans Kwoze  

ତଥାପି ମୁଁ କ୍ଷୟ ପାଉଥିବା ଜୀର୍ଣ୍ଣ-ପଦାର୍ଥ ତୁଲ୍ୟ ଓ କୀଟ-ଭକ୍ଷିତ ବସ୍ତ୍ର ତୁଲ୍ୟ ଅଟେ।


ତୁମ୍ଭମାନଙ୍କର ଯାହା ଅଛି; ତାହା ବିକ୍ରୟ କରି ଦାନ କର; ଯାହା କ୍ଷୟ ପାଏ ନାହିଁ, ଏପରି ଝୋଲି ଆପଣା ଆପଣା ନିମନ୍ତେ ପ୍ରସ୍ତୁତ କର; ଯେଉଁଠାରେ ଚୋର ନିକଟକୁ ଆସେ ନାହିଁ କିମ୍ବା କୀଟ ନଷ୍ଟ କରେ ନାହିଁ, ଏପରି ସ୍ୱର୍ଗରେ ଅକ୍ଷୟ ଧନ ସଞ୍ଚୟ କର,


ଦେଖ, ପ୍ରଭୁ, ସଦାପ୍ରଭୁ ମୋହର ସାହାଯ୍ୟ କରିବେ; ମୋତେ ଦୋଷୀ କରିବ କିଏ? ଦେଖ, ସେମାନେ ସମସ୍ତେ ବସ୍ତ୍ର ପରି ପୁରୁଣା ହେବେ; କୀଟ ସେମାନଙ୍କୁ ଗ୍ରାସ କରିବ।


କାରଣ କୀଟ ସେମାନଙ୍କୁ ବସ୍ତ୍ର ପରି ଖାଇ ପକାଇବ ଓ ପୋକ ସେମାନଙ୍କୁ ଲୋମ ପରି ଖାଇ ପକାଇବ; ମାତ୍ର ଆମ୍ଭର ଧର୍ମ ଅନନ୍ତକାଳସ୍ଥାୟୀ ହେବ ଓ ଆମ୍ଭର ପରିତ୍ରାଣ ବଂଶାନୁକ୍ରମେ ରହିବ।”


ଅର୍ଥାତ୍‍ ଯେଉଁ ଅକ୍ଷୟ, ଅକଳଙ୍କିତ, ଅଜର ଅଧିକାର ତୁମ୍ଭମାନଙ୍କ ନିମନ୍ତେ ସ୍ୱର୍ଗରେ ସଞ୍ଚିତ ହୋଇଅଛି, ତାହା ପାଇବା ନିମନ୍ତେ ଆପଣାର ମହାଦୟାରେ ଆମ୍ଭମାନଙ୍କୁ ନୂତନ ଜନ୍ମ ଦେଇଅଛନ୍ତି।


ଯେଉଁ ତିତ୍ତିର ପକ୍ଷୀ ଆପଣାର ଅପ୍ରସୂତ ଛୁଆମାନଙ୍କୁ ସଂଗ୍ରହ କରେ, ଅନ୍ୟାୟରେ ଧନ ସଞ୍ଚୟକାରୀ ଲୋକ ତାହାରି ତୁଲ୍ୟ; ତାହାର ପରମାୟୁ ମଧ୍ୟରେ ସେ ଧନ ତାହାକୁ ଛାଡ଼ିଯିବ ଓ ଆପଣାର ଅନ୍ତିମ କାଳରେ ସେ ମୂଢ଼ ହେବ।


ତୁମ୍ଭେ ମନୁଷ୍ୟକୁ ଅପରାଧ ସକାଶୁ ଅନୁଯୋଗ ଦ୍ୱାରା ଶାସ୍ତି ଦେଲା ବେଳେ କୀଟ ପରି ତାହାର ସୌନ୍ଦର୍ଯ୍ୟ ବିନାଶ କରିଥାଅ; ନିଶ୍ଚୟ ପ୍ରତ୍ୟେକ ମନୁଷ୍ୟ ଅସାର। [ସେଲା]


ଏଥିସକାଶୁ ଆମ୍ଭେ ଇଫ୍ରୟିମ ପକ୍ଷରେ କୀଟ ସ୍ୱରୂପ ଓ ଯିହୁଦା ବଂଶ ପକ୍ଷରେ କ୍ଷୟ ସ୍ୱରୂପ ହୋଇଅଛୁ।


କାରଣ ଯଦି ସୁବର୍ଣ୍ଣ ମୁଦ୍ରିକା ଓ ଚାକଚକ୍ୟ ବସ୍ତ୍ର ପରିଧାନ କରି କୌଣସି ଲୋକ ତୁମ୍ଭମାନଙ୍କ ସଭାକୁ ଆସେ, ପୁଣି, ଜଣେ ଦରିଦ୍ର ଲୋକ ମଳିନ ବସ୍ତ୍ର ପରିଧାନ କରି ଆସେ,


Swiv nou:

Piblisite


Piblisite