ଯାକୁବଙ୍କ ପତ୍ର 5:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ଦେଖ, ତୁମ୍ଭମାନଙ୍କ କ୍ଷେତ୍ରର ଶସ୍ୟଛେଦନକାରୀମାନଙ୍କୁ ପ୍ରବଞ୍ଚନା କରି ତୁମ୍ଭେମାନେ ଯେଉଁ ମୂଲ ଦେଇ ନାହଁ, ତାହା ଚିତ୍କାର କରୁଅଛି, ପୁଣି, ଶସ୍ୟଛେଦନକାରୀମାନଙ୍କର ଆର୍ତ୍ତନାଦ ବାହିନୀମାନଙ୍କ ପ୍ରଭୁଙ୍କ କର୍ଣ୍ଣରେ ପ୍ରବେଶ କରିଅଛି। Gade chapit laପବିତ୍ର ବାଇବଲ (Re-edited) - (BSI)4 ଦେଖ, ତୁମ୍ଭମାନଙ୍କ କ୍ଷେତ୍ରର ଶସ୍ୟଛେଦନକାରୀମାନଙ୍କୁ ପ୍ରବଞ୍ଚନା କରି ତୁମ୍ଭେମାନେ ଯେଉଁ ମୂଲ ଦେଇ ନାହଁ, ତାହା ଚିତ୍କାର କରୁଅଛି, ପୁଣି ଶସ୍ୟଛେଦନକାରୀମାନଙ୍କର ଆର୍ତ୍ତନାଦ ବାହିନୀମାନଙ୍କ ପ୍ରଭୁଙ୍କ କର୍ଣ୍ଣରେ ପ୍ରବେଶ କରିଅଛି। Gade chapit laଓଡିଆ ବାଇବେଲ4 ଦେଖ, ତୁମ୍ଭମାନଙ୍କ କ୍ଷେତ୍ରର ଶସ୍ୟଛେଦନକାରୀମାନଙ୍କୁ ପ୍ରବଞ୍ଚନା କରି ତୁମ୍ଭେମାନେ ଯେଉଁ ମୂଲ ଦେଇ ନାହଁ, ତାହା ଚିତ୍କାର କରୁଅଛି, ପୁଣି, ଶସ୍ୟ ଛେଦନକାରୀମାନଙ୍କର ଆର୍ତ୍ତନାଦ ବାହିନୀମାନଙ୍କ ପ୍ରଭୁଙ୍କ କର୍ଣ୍ଣରେ ପ୍ରବେଶ କରିଅଛି । Gade chapit laପବିତ୍ର ବାଇବଲ (CL) NT (BSI)4 ତୁମ କ୍ଷେତରେ କାମ କରୁଥିବା ମଊଲିଆମାନଙ୍କୁ ମଜୁରି ଦେ ନାହିଁ। ସେମାନଙ୍କ ଅଭିଯୋଗ ଶୁଣ। ଶସ୍ୟ କଟାଳିମାନଙ୍କର ଆର୍ତ୍ତନାଦ ସର୍ମଶକ୍ତିମାନ ପ୍ରଭୁ ଈଶ୍ୱର ଶୁଣିଛନ୍ତି। Gade chapit laପବିତ୍ର ବାଇବଲ4 ଲୋକେ ତୁମ୍ଭ କ୍ଷେତମାନଙ୍କରେ କାମ କଲେ, କିନ୍ତୁ ତୁମ୍ଭେ ତାହାଙ୍କୁ ସେମାନଙ୍କର ମଜୁରୀ ଦେଲ ନାହିଁ। ସେମାନେ ତୁମ୍ଭ ବିରୁଦ୍ଧରେ କ୍ରନ୍ଦନ କରୁଛନ୍ତି। ସେମାନେ ତୁମ୍ଭ ପାଇଁ ଶସ୍ୟ ଆମଦାନୀ କଲେ। ଏବେ ସ୍ୱର୍ଗୀୟ ସେନାବାହିନୀର ପ୍ରଭୁ ସେମାନଙ୍କ ଚିତ୍କାର ଶୁଣିଛନ୍ତି। Gade chapit la |
“ପୁଣି, ଆମ୍ଭେ ବିଚାର କରିବା ପାଇଁ ତୁମ୍ଭମାନଙ୍କ ନିକଟକୁ ଆସିବା ଆଉ, ତାନ୍ତ୍ରିକ ଓ ବ୍ୟଭିଚାରୀ ଓ ମିଥ୍ୟା ଶପଥକାରୀମାନଙ୍କ ବିରୁଦ୍ଧରେ ଓ ଯେଉଁମାନେ ବେତନଜୀବୀର ବେତନ ବିଷୟରେ, ବିଧବା ଓ ପିତୃହୀନ ପ୍ରତି ଅତ୍ୟାଚାର କରନ୍ତି, ଆଉ ବିଦେଶୀର ପ୍ରତି ଅନ୍ୟାୟ କରନ୍ତି ଓ ଆମ୍ଭଙ୍କୁ ଭୟ ନ କରନ୍ତି, ସେମାନଙ୍କ ବିରୁଦ୍ଧରେ ଆମ୍ଭେ ଶୀଘ୍ର ସାକ୍ଷୀ ହେବା,” ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।