ବିଚାରକର୍ତ୍ତା 1:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ଆଉ ସେ ସେଠାରୁ ଦବୀର ନିବାସୀମାନଙ୍କ ବିରୁଦ୍ଧରେ ଗଲା। ପୂର୍ବେ ଏହି ଦବୀରର ନାମ କିରୀୟଥ୍-ସେଫର ଥିଲା। Gade chapit laପବିତ୍ର ବାଇବଲ (Re-edited) - (BSI)11 ଆଉ ସେ ସେଠାରୁ ଦବୀର-ନିବାସୀମାନଙ୍କ ପ୍ରତିକୂଳରେ ଗଲା। ପୂର୍ବେ ଏହି ଦବୀରର ନାମ କିରୀୟଥ୍-ସେଫର ଥିଲା। Gade chapit laଓଡିଆ ବାଇବେଲ11 ଆଉ ସେ ସେଠାରୁ ଦବୀର-ନିବାସୀମାନଙ୍କ ବିରୁଦ୍ଧରେ ଗଲା। ପୂର୍ବେ ଏହି ଦବୀରର ନାମ କିରୀୟଥ୍-ସେଫର ଥିଲା। Gade chapit laପବିତ୍ର ବାଇବଲ11 ଯିହୁଦାର ଲୋକମାନେ ସେ ସ୍ଥାନକୁ ପରିତ୍ୟାଗ କଲେ। ସେମାନେ ଦବୀର ସହର ଅଭିମୁଖେ ସେମାନଙ୍କର ଲୋକମାନଙ୍କ ବିରୁଦ୍ଧରେ ଯୁଦ୍ଧ କରିବାକୁ ଗଲେ। ଅତୀତ କାଳରେ ଦବୀର ନାମ ଥିଲା କିରିୟଥ ସେଫର। Gade chapit la |