Biblia Todo Logo
Bib sou entènèt

- Piblisite -




ବିଚାରକର୍ତ୍ତା 1:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ଏଥିରେ କାଲେବଙ୍କର କନିଷ୍ଠ ଭ୍ରାତା କନସର ପୁତ୍ର ଅତ୍ନୀୟେଲ ତାହା ହସ୍ତଗତ କରନ୍ତେ, ସେ ତାହା ସହିତ ଆପଣା କନ୍ୟା ଅକ୍‍ଷାର ବିବାହ ଦେଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ଏଥିରେ କାଲେବ୍ଙ୍କର କନିଷ୍ଠ ଭ୍ରାତା କନସର ପୁତ୍ର ଅନିୀୟେଲ ତାହା ହସ୍ତଗତ କରନ୍ତେ, ସେ ତାହା ସହିତ ଆପଣା କନ୍ୟାର ବିବାହ ଦେଲେ।

Gade chapit la Kopi

ଓଡିଆ ବାଇବେଲ

13 ଏଥିରେ କାଲେବଙ୍କର କନିଷ୍ଠ ଭ୍ରାତା କନସର ପୁତ୍ର ଅତ୍ନୀୟେଲ ତାହା ହସ୍ତଗତ କରନ୍ତେ, ସେ ତାହା ସହିତ ଆପଣା କନ୍ୟା ଅକ୍‍ଷାର ବିବାହ ଦେଲେ।

Gade chapit la Kopi

ପବିତ୍ର ବାଇବଲ

13 କାଲେ‌ବ୍‌ର ଜଣେ କନିଷ୍ଠ ଭାଇ ଥିଲେ ଯାହାର ନାମ ଥିଲା କ‌ନ୍‌ସର। କ‌ନ୍‌ସରର ପୁତ୍ର ଅତ୍ନୀୟେଲ। ଅତ୍ନୀୟେଲ କରିୟଥ-ସେଫରର ସହର ଅଧିକାର କରିଥିଲେ ଏବଂ କାଲେବ୍ ତାଙ୍କୁ ଅ‌କ୍‌ଷାରକୁ ବିବାହ ଦେଲେ।

Gade chapit la Kopi




ବିଚାରକର୍ତ୍ତା 1:13
4 Referans Kwoze  

ଏଥିଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ସଦାପ୍ରଭୁଙ୍କ ନିକଟରେ କ୍ରନ୍ଦନ କରନ୍ତେ, ସଦାପ୍ରଭୁ ଇସ୍ରାଏଲ-ସନ୍ତାନଗଣ ପାଇଁ କାଲେବଙ୍କର କନିଷ୍ଠ ଭ୍ରାତା କନସର ପୁତ୍ର ଅତ୍ନୀୟେଲଙ୍କୁ ଉଦ୍ଧାରକର୍ତ୍ତା ରୂପେ ଉତ୍ଥାପନ କଲେ ଓ ସେ ସେମାନଙ୍କୁ ଉଦ୍ଧାର କଲେ।


ସେହି ସମୟରେ କାଲେବ କହିଲେ, “ଯେଉଁ ଜନ କିରୀୟଥ୍‍-ସେଫର ଆକ୍ରମଣ କରି ହସ୍ତଗତ କରିବ, ତାହା ସହିତ ମୁଁ ଆପଣା କନ୍ୟା ଅକ୍‍ଷାର ବିବାହ ଦେବି।”


ତହିଁରେ କାଲେବର ଭ୍ରାତା କନସର ପୁତ୍ର ଅତ୍ନୀୟେଲ ତାହା ହସ୍ତଗତ କରନ୍ତେ, ସେ ତାହା ସହିତ ଆପଣା କନ୍ୟା ଅକ୍‍ଷାର ବିବାହ ଦେଲେ।


ପୁଣି କାଲେବ କହିଲେ, “ଯେକେହି କିରୀୟଥ୍‍-ସେଫରକୁ ଆଘାତ କରି ହସ୍ତଗତ କରିବ, ମୁଁ ତାହା ସହିତ ମୋʼ କନ୍ୟା ଅକ୍‍ଷାର ବିବାହ ଦେବି।”


Swiv nou:

Piblisite


Piblisite