ବିଚାରକର୍ତ୍ତା 1:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ପୁଣି ଯିହୁଦା ଆପଣା ଭ୍ରାତା ଶିମୀୟୋନ ସହିତ ଗମନ କଲା ଓ ସେମାନେ ସଫାତ୍ବାସୀ କିଣାନୀୟମାନଙ୍କୁ ଆକ୍ରମଣ କରି ସେହି ନଗରକୁ ସମ୍ପୂର୍ଣ୍ଣ ରୂପେ ବିନାଶ କଲେ ଓ ସେହି ନଗରର ନାମ ହର୍ମା ହେଲା। Gade chapit laପବିତ୍ର ବାଇବଲ (Re-edited) - (BSI)17 ପୁଣି ଯିହୁଦା ଆପଣା ଭ୍ରାତା ଶିମୀୟୋନ ସହିତ ଗମନ କଲା ଓ ସେମାନେ ସଫାତ୍ବାସୀ କିଣାନୀୟମାନଙ୍କୁ ଆଘାତ କରି; ସେହି ନଗରକୁ ବର୍ଜିତ ରୂପେ ବିନାଶ କଲେ ଓ ସେହି ନଗରର ନାମ ହର୍ମା ହେଲା। Gade chapit laଓଡିଆ ବାଇବେଲ17 ପୁଣି ଯିହୁଦା ଆପଣା ଭ୍ରାତା ଶିମୀୟୋନ ସହିତ ଗମନ କଲା ଓ ସେମାନେ ସଫାତ୍ବାସୀ କିଣାନୀୟମାନଙ୍କୁ ଆକ୍ରମଣ କରି ସେହି ନଗରକୁ ସମ୍ପୂର୍ଣ୍ଣ ରୂପେ ବିନାଶ କଲେ ଓ ସେହି ନଗରର ନାମ ହର୍ମା ହେଲା। Gade chapit laପବିତ୍ର ବାଇବଲ17 ଯିହୁଦା ଓ ତାଙ୍କର ଭାଇମାନେ ମିଶି ଶିମିୟୋନ ପରିବାରବର୍ଗ ସହିତ ଗଲେ, ସେମାନେ ସଫାତ୍ ବାସୀ କିଣାନୀୟମାନଙ୍କୁ ଆଘାତ କରି ସେହି ନଗରକୁ ବର୍ଜିତ ରୂପେ ବିନାଶ କଲେ ଏବଂ ସେହି ନଗରର ନାମ ହେଲା ହର୍ମା। Gade chapit la |