ବିଚାରକର୍ତ୍ତା 1:21 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ବିନ୍ୟାମୀନ୍-ସନ୍ତାନମାନେ ଯିରୂଶାଲମ ନିବାସୀ ଯିବୂଷୀୟମାନଙ୍କୁ ତଡ଼ିଦେଲେ ନାହିଁ; ମାତ୍ର ଯିବୂଷୀୟମାନେ ଆଜି ପର୍ଯ୍ୟନ୍ତ ବିନ୍ୟାମୀନ୍-ସନ୍ତାନଗଣ ସହିତ ବାସ କରୁଅଛନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)21 ବିନ୍ୟାମୀନ-ସନ୍ତାନମାନେ ଯିରୂଶାଲମ ନିବାସୀ ଯିବୂଷୀୟମାନଙ୍କୁ ତଡ଼ିଦେଲେ ନାହିଁ; ମାତ୍ର ଯିବୂଷୀୟମାନେ ଆଜିଯାଏ ବିନ୍ୟାମୀନ-ସନ୍ତାନଗଣ ସହିତ ବାସ କରୁଅଛନ୍ତି। Gade chapit laଓଡିଆ ବାଇବେଲ21 ବିନ୍ୟାମୀନ୍-ସନ୍ତାନମାନେ ଯିରୂଶାଲମ ନିବାସୀ ଯିବୂଷୀୟମାନଙ୍କୁ ତଡ଼ି ଦେଲେ ନାହିଁ; ମାତ୍ର ଯିବୂଷୀୟମାନେ ଆଜି ପର୍ଯ୍ୟନ୍ତ ବିନ୍ୟାମୀନ୍-ସନ୍ତାନଗଣ ସହିତ ବାସ କରୁଅଛନ୍ତି। Gade chapit laପବିତ୍ର ବାଇବଲ21 ବିନ୍ୟାମୀନର ପରିବାରବର୍ଗମାନେ ଯିରୁଶାଲମ ନିବାସୀ ଯିବୂଷୀୟମାନଙ୍କୁ ତଡ଼ି ଦେଲେ ନାହିଁ। ତେଣୁ ଆଜିଯାଏ ମଧ୍ୟ ବିନ୍ୟାମୀନ ସନ୍ତାନଗଣ ସହିତ ବାସ କରୁଛନ୍ତି। Gade chapit la |