Biblia Todo Logo
Bib sou entènèt

- Piblisite -




ବିଚାରକର୍ତ୍ତା 1:24 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

24 ତହିଁରେ ସେହି ନିରୀକ୍ଷକମାନେ ସେ ନଗରରୁ ଜଣକୁ ବାହାରେ ଆସିବାର ଦେଖି କହିଲେ, “ବିନୟ କରୁଅଛୁ, ସେହି ନଗରରେ ପ୍ରବେଶ କରିବା ପଥ ଆମ୍ଭମାନଙ୍କୁ ଦେଖାଅ; ତାହା କଲେ ଆମ୍ଭେମାନେ ତୁମ୍ଭ ପ୍ରତି ଦୟା ବ୍ୟବହାର କରିବା।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

24 ତହିଁରେ ସେହି ନିରୀକ୍ଷକମାନେ ସେ ନଗରରୁ ଜଣକୁ ବାହାରେ ଆସିବାର ଦେଖି କହିଲେ, ବିନୟ କରୁଅଛୁ, ସେହି ନଗରରେ ପ୍ରବେଶିବାର ପଥ ଆମ୍ଭମାନଙ୍କୁ ଦେଖାଅ; ତାହା କଲେ ଆମ୍ଭେମାନେ ତୁମ୍ଭ ପ୍ରତି ସଦୟ ବ୍ୟବହାର କରିବା।

Gade chapit la Kopi

ଓଡିଆ ବାଇବେଲ

24 ତହିଁରେ ସେହି ନିରୀକ୍ଷକମାନେ ସେ ନଗରରୁ ଜଣକୁ ବାହାରେ ଆସିବାର ଦେଖି କହିଲେ, ବିନୟ କରୁଅଛୁ, ସେହି ନଗରରେ ପ୍ରବେଶ କରିବା ପଥ ଆମ୍ଭମାନଙ୍କୁ ଦେଖାଅ; ତାହା କଲେ ଆମ୍ଭେମାନେ ତୁମ୍ଭ ପ୍ରତି ଦୟା ବ୍ୟବହାର କରିବା।

Gade chapit la Kopi

ପବିତ୍ର ବାଇବଲ

24 ଯେତେବେଳେ ଅନୁଚରମାନେ ଦେଖିଲେ କେହି ଜଣେ ନଗରରୁ ବାହାରକୁ ଆସୁଛି ସେହି ଅନୁଚରମାନେ ସେହି ଲୋକକୁ କହିଲେ, “ଆମ୍ଭମାନଙ୍କୁ ଗୁପ୍ତ ପଥ ଦେଖାନ୍ତୁ ଯେଉଁ ବାଟ ଦେଇ ଆମ୍ଭେ ସହରକୁ ଆକ୍ରମଣ କରିବୁ। ଯଦି ତୁମ୍ଭେ ଆମ୍ଭକୁ ସାହାଯ୍ୟ କର, ତେବେ ଆମ୍ଭେମାନେ ତୁମ୍ଭକୁ ମାରିବୁ ନାହିଁ।”

Gade chapit la Kopi




ବିଚାରକର୍ତ୍ତା 1:24
4 Referans Kwoze  

ତହିଁରେ ଦାଉଦ ତାହାକୁ କହିଲେ, “ତୁମ୍ଭେ କʼଣ ଆମ୍ଭକୁ ସେହି ସୈନ୍ୟଦଳ ନିକଟକୁ ନେଇଯିବ?” ତହୁଁ ସେ କହିଲା, “ତୁମ୍ଭେ ଯେ ମୋତେ ବଧ କରିବ ନାହିଁ, ଅବା ମୋହର ମୁନିବ ହସ୍ତରେ ମୋତେ ସମର୍ପଣ କରିବ ନାହିଁ, ଏହା ପରମେଶ୍ୱରଙ୍କ ନାମରେ ଶପଥ କର, ତେବେ ମୁଁ ସେହି ସୈନ୍ୟଦଳ ନିକଟକୁ ତୁମ୍ଭକୁ ନେଇଯିବି।”


ତହୁଁ ସେ ସେମାନଙ୍କୁ ନଗରରେ ପ୍ରବେଶ କରିବା ପଥ ଦେଖାନ୍ତେ, ସେମାନେ ଖଡ୍ଗଧାରରେ ସେହି ନଗରକୁ ଆଘାତ କଲେ, ମାତ୍ର ସେହି ଲୋକକୁ ଓ ତାହାର ସବୁ ବଂଶକୁ ଛାଡ଼ିଦେଲେ।


କିଏ ମୋତେ ଦୃଢ଼ ନଗରକୁ ଆଣିବ? କିଏ ମୋତେ ଇଦୋମ ଦେଶ ପର୍ଯ୍ୟନ୍ତ କଢ଼ାଇ ନେବ?


Swiv nou:

Piblisite


Piblisite