Biblia Todo Logo
Bib sou entènèt

- Piblisite -




ବିଚାରକର୍ତ୍ତା 1:26 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

26 ଏଥିଉତ୍ତାରେ ସେ ଲୋକ ହିତ୍ତୀୟମାନଙ୍କ ଦେଶକୁ ଯାଇ ଏକ ନଗର ସ୍ଥାପନ କରି ତହିଁର ନାମ ଲୂସ୍‍ ରଖିଲା; ତହିଁର ସେହି ନାମ ଆଜି ପର୍ଯ୍ୟନ୍ତ ଅଛି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

26 ଏଉତ୍ତାରେ ସେ ଲୋକ ହିତ୍ତୀୟମାନଙ୍କ ଦେଶକୁ ଯାଇ ଏକ ନଗର ସ୍ଥାପନ କରି ତହିଁର ନାମ ଲୁସ୍ ରଖିଲା; ତହିଁର ସେହି ନାମ ଆଜିଯାଏ ଅଛି।

Gade chapit la Kopi

ଓଡିଆ ବାଇବେଲ

26 ଏଥିଉତ୍ତାରେ ସେ ଲୋକ ହିତ୍ତୀୟମାନଙ୍କ ଦେଶକୁ ଯାଇ ଏକ ନଗର ସ୍ଥାପନ କରି ତହିଁର ନାମ ଲୂସ୍‍ ରଖିଲା; ତହିଁର ସେହି ନାମ ଆଜି ପର୍ଯ୍ୟନ୍ତ ଅଛି।

Gade chapit la Kopi

ପବିତ୍ର ବାଇବଲ

26 ସେହି ଲୋକ, ହିତ୍ତୀୟମାନେ ବାସ କରୁଥିବା ସ୍ଥାନକୁ ଗଲେ ଏବଂ ଏମିତିକି ଆଜି ସେହି ସହର ଲୂସ୍ ନାମରେ ପରିଚିତ।

Gade chapit la Kopi




ବିଚାରକର୍ତ୍ତା 1:26
4 Referans Kwoze  

ଆଉ ମିସରରୁ କ୍ରୀତ ଓ ଆନୀତ ଏକ ଏକ ରଥର ମୂଲ୍ୟ ଛଅ ଶହ ଶେକଲ ରୌପ୍ୟ ମୁଦ୍ରା ଓ ଏକ ଏକ ଅଶ୍ୱର ମୂଲ୍ୟ ଏକ ଶହ ପଚାଶ ଶେକଲ ରୌପ୍ୟ ମୁଦ୍ରା ଥିଲା; ଏହିରୂପେ ସେମାନଙ୍କ ଦ୍ୱାରା ହିତ୍ତୀୟ ଓ ଅରାମୀୟ ସମସ୍ତ ରାଜାଙ୍କ ନିମନ୍ତେ ହିଁ ସେହି ସବୁ ଅଣାଯିବାର ରୀତି ଥିଲା।


କାରଣ ସଦାପ୍ରଭୁ ଅରାମୀୟମାନଙ୍କ ସୈନ୍ୟଗଣକୁ ରଥ ଶବ୍ଦ ଓ ଅଶ୍ୱ ଶବ୍ଦ, ଅର୍ଥାତ୍‍, ମହାସୈନ୍ୟ ଶବ୍ଦ ଶୁଣାଇଥିଲେ; ତହିଁରେ ସେମାନେ ପରସ୍ପର କହିଲେ, “ଦେଖ, ଇସ୍ରାଏଲର ରାଜା ଆମ୍ଭମାନଙ୍କୁ ଆକ୍ରମଣ କରିବା ପାଇଁ ହିତ୍ତୀୟମାନଙ୍କ ରାଜାଗଣକୁ ଓ ମିସରୀୟମାନଙ୍କ ରାଜାଗଣକୁ ଆମ୍ଭମାନଙ୍କ ପ୍ରତିକୂଳରେ ବେତନ ଦେଇ ନିଯୁକ୍ତ କରିଅଛି।”


ତହୁଁ ସେ ସେମାନଙ୍କୁ ନଗରରେ ପ୍ରବେଶ କରିବା ପଥ ଦେଖାନ୍ତେ, ସେମାନେ ଖଡ୍ଗଧାରରେ ସେହି ନଗରକୁ ଆଘାତ କଲେ, ମାତ୍ର ସେହି ଲୋକକୁ ଓ ତାହାର ସବୁ ବଂଶକୁ ଛାଡ଼ିଦେଲେ।


ଆଉ ମନଃଶି, ବେଥ୍-ଶାନ ଓ ତହିଁର ଉପନଗର, ତାନକ୍‍ ଓ ତହିଁର ଉପନଗର-ନିବାସୀମାନଙ୍କୁ, ଦୋର ଓ ତହିଁର ଉପନଗର-ନିବାସୀମାନଙ୍କୁ, ଯିବ୍ଲିୟିମ ଓ ତହିଁର ଉପନଗର-ନିବାସୀମାନଙ୍କୁ, ମଗିଦ୍ଦୋ ଓ ତହିଁର ଉପନଗର-ନିବାସୀମାନଙ୍କୁ ତଡ଼ିଦେଲା ନାହିଁ, ତେଣୁ କିଣାନୀୟମାନେ ସେହି ଦେଶରେ ବାସ କରିବାକୁ ମନସ୍ଥ କଲେ।


Swiv nou:

Piblisite


Piblisite