Biblia Todo Logo
Bib sou entènèt

- Piblisite -




ବିଚାରକର୍ତ୍ତା 1:30 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

30 ସବୂଲୂନ କିଟ୍ରୋଣ ଓ ନହଲୋଲ୍‍ ନିବାସୀମାନଙ୍କୁ ତଡ଼ିଦେଲା ନାହିଁ; ତହିଁରେ କିଣାନୀୟମାନେ ସେମାନଙ୍କ ମଧ୍ୟରେ ବାସ କରି ବେଠିକର୍ମ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

30 ସବୂଲୂନ୍ କିଟ୍ରୋଣ ଓ ନହଲୋଲ ନିବାସୀମାନଙ୍କୁ ତଡ଼ିଦେଲା ନାହିଁ; ତହିଁରେ କିଣାନୀୟମାନେ ସେମାନଙ୍କ ମଧ୍ୟରେ ବାସ କରି ବେଠି କର୍ମ କଲେ।

Gade chapit la Kopi

ଓଡିଆ ବାଇବେଲ

30 ସବୂଲୂନ କିଟ୍ରୋଣ ଓ ନହଲୋଲ୍‍ ନିବାସୀମାନଙ୍କୁ ତଡ଼ିଦେଲା ନାହିଁ; ତହିଁରେ କିଣାନୀୟମାନେ ସେମାନଙ୍କ ମଧ୍ୟରେ ବାସ କରି ବେଠି କର୍ମ କଲେ।

Gade chapit la Kopi

ପବିତ୍ର ବାଇବଲ

30 ଠିକ୍ ସେହିପରି ଘଟିଥିଲା ସବୁଲୂନ୍ ବଂଶଧରଙ୍କ ପ୍ରତି କେତେକ କିଣାନୀୟ ନିବାସୀ ବାସ କରୁଥିଲେ, କି‌ଟ୍‌ରୋଣ ଓ ନହଲୋ‌‌ଲ୍‌‌ରେ କିନ୍ତୁ ସବୁଲୂନ ପରିବାରବର୍ଗମାନେ ସେମାନଙ୍କୁ ତଡ଼ି ଦେଇ ନ ଥିଲେ। ସେହି କିଣାନୀୟ ଲୋକମାନେ ସବୁଲୂନ୍ ଲୋକମାନଙ୍କ ସହିତ ବାସ କରୁଥିଲେ। କିନ୍ତୁ ସବୁଲୂନ୍ ଲୋକମାନେ ସେମାନଙ୍କୁ କ୍ରୀତଦାସ ଭାବରେ ଖଟାଇଲେ।

Gade chapit la Kopi




ବିଚାରକର୍ତ୍ତା 1:30
4 Referans Kwoze  

ପୁଣି କଟତ୍‍ ଓ ନହଲୋଲ୍‍ ଓ ଶିମ୍ରୋଣ ଓ ଯିଦାଲା ଓ ବେଥଲିହିମ; ଗ୍ରାମ ସମେତ ଏହି ବାର ନଗର।


ସେ ବିଶ୍ରାମ-ସ୍ଥାନକୁ ଉତ୍ତମ ଓ ଦେଶକୁ ସୁରମ୍ୟ ଦେଖିଲା; ଏଣୁ ସେ ଭାର ବହିବା ପାଇଁ ସ୍କନ୍ଧ ନତ କଲା, ବେଠିକର୍ମ କରିବାକୁ ଦାସ ହେଲା।


ଆଉ ଇଫ୍ରୟିମ ଗେଷର ନିବାସୀ କିଣାନୀୟମାନଙ୍କୁ ତଡ଼ିଦେଲେ ନାହିଁ; ତହିଁରେ କିଣାନୀୟମାନେ ଗେଷରରେ ବାସ କଲେ।


ଆଶେର ଅକ୍କୋ-ନିବାସୀମାନଙ୍କୁ କିଅବା ସୀଦୋନ କି ଅହଲବ୍‍ ଓ ଅକଷୀବ୍ କି ହିଲବା କି ଅଫିକ୍‍ କି ରହୋବନି ବାସୀମାନଙ୍କୁ ତଡ଼ିଦେଲା ନାହିଁ।


Swiv nou:

Piblisite


Piblisite