Biblia Todo Logo
Bib sou entènèt

- Piblisite -




ବିଚାରକର୍ତ୍ତା 10:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ତହିଁରେ ସଦାପ୍ରଭୁ ଇସ୍ରାଏଲ-ସନ୍ତାନଗଣକୁ କହିଲେ, “ଆମ୍ଭେ କି ମିସରୀୟମାନଙ୍କଠାରୁ ଓ ଇମୋରୀୟମାନଙ୍କଠାରୁ, ଅମ୍ମୋନ-ସନ୍ତାନମାନଙ୍କଠାରୁ ଓ ପଲେଷ୍ଟୀୟମାନଙ୍କଠାରୁ ତୁମ୍ଭମାନଙ୍କୁ ଉଦ୍ଧାର କରି ନାହୁଁ?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ତହିଁରେ ସଦାପ୍ରଭୁ ଇସ୍ରାଏଲ-ସନ୍ତାନଗଣକୁ କହିଲେ, ଆମ୍ଭେ କି ମିସ୍ରୀୟମାନଙ୍କଠାରୁ ଓ ଇମୋରୀୟମାନଙ୍କଠାରୁ, ଅମ୍ମୋନ-ସନ୍ତାନମାନଙ୍କଠାରୁ ଓ ପଲେଷ୍ଟୀୟମାନଙ୍କଠାରୁ ତୁମ୍ଭମାନଙ୍କୁ ଉଦ୍ଧାର କରି ନାହୁଁ?

Gade chapit la Kopi

ଓଡିଆ ବାଇବେଲ

11 ତହିଁରେ ସଦାପ୍ରଭୁ ଇସ୍ରାଏଲ ସନ୍ତାନଗଣକୁ କହିଲେ, ଆମ୍ଭେ କି ମିସ୍ରୀୟମାନଙ୍କଠାରୁ ଓ ଇମୋରୀୟମାନଙ୍କଠାରୁ, ଅମ୍ମୋନ-ସନ୍ତାନମାନଙ୍କଠାରୁ ଓ ପଲେଷ୍ଟୀୟମାନଙ୍କଠାରୁ ତୁମ୍ଭମାନଙ୍କୁ ଉଦ୍ଧାର କରି ନାହୁଁ ?

Gade chapit la Kopi

ପବିତ୍ର ବାଇବଲ

11 ସଦାପ୍ରଭୁ ସେମାନଙ୍କୁ ଉତ୍ତର ଦେଇ କହିଲେ, “ମୁଁ ତୁମ୍ଭମାନଙ୍କୁ ମିସ୍ରୀୟ ଓ ଇମୋରୀୟ, ଅମ୍ମୋନ ସନ୍ତାନଗଣ ଓ ପଲେଷ୍ଟୀୟମାନଙ୍କଠାରୁ ଉଦ୍ଧାର କଲି।

Gade chapit la Kopi




ବିଚାରକର୍ତ୍ତା 10:11
14 Referans Kwoze  

ଆଉ ଏହୂଦଙ୍କ ପରେ ଅନାତର ପୁତ୍ର ଶମ୍‍ଗର (ବିଚାରକର୍ତ୍ତା) ହେଲେ, ସେ ପଲେଷ୍ଟୀୟ ଛଅ ଶହ ଲୋକଙ୍କୁ ଗୋକଣ୍ଟକ ପାଞ୍ଚଣ ଦ୍ୱାରା ବଧ କଲେ; ସେ ମଧ୍ୟ ଇସ୍ରାଏଲର ଏକ ଉଦ୍ଧାରକର୍ତ୍ତା ଥିଲେ।


ଏହି ପ୍ରକାରେ ସେହି ଦିନ ସଦାପ୍ରଭୁ ମିସରୀୟମାନଙ୍କ ହସ୍ତରୁ ଇସ୍ରାଏଲଙ୍କୁ ରକ୍ଷା କଲେ ଓ ଇସ୍ରାଏଲ ମିସରୀୟମାନଙ୍କୁ ସମୁଦ୍ର ତୀରରେ ମୃତ ଦେଖିଲେ।


ବିଶ୍ୱାସ ଦ୍ୱାରା ସେମାନେ ଶୁଷ୍କ ଭୂମି ପାର ହେଲା ପରି ସୂଫ ସାଗରର ଭିତର ଦେଇ ପାର ହେଲେ, କିନ୍ତୁ ମିସରୀୟମାନେ ପାର ହେବାକୁ ଚେଷ୍ଟା କରିବାକୁ ଯାଇ ବୁଡ଼ି ମଲେ।


ଯାକୁବ ମିସରକୁ ଆସିଲା ଉତ୍ତାରେ ଯେତେବେଳେ ତୁମ୍ଭମାନଙ୍କର ପୂର୍ବପୁରୁଷମାନେ ସଦାପ୍ରଭୁଙ୍କ ନିକଟରେ କ୍ରନ୍ଦନ କଲେ, ସେତେବେଳେ ସଦାପ୍ରଭୁ ମୋଶାଙ୍କୁ ଓ ହାରୋଣଙ୍କୁ ପଠାଇଲେ; ତହିଁରେ ସେମାନେ ମିସରରୁ ତୁମ୍ଭମାନଙ୍କ ପୂର୍ବପୁରୁଷଗଣକୁ ବାହାର କରି ଆଣିଲେ ଓ ଏହି ସ୍ଥାନରେ ସେମାନଙ୍କୁ ବାସ କରାଇଲେ।


ଏଣୁ ତାହାର କେହି ଅବଶିଷ୍ଟ ନ ରହିବା ପର୍ଯ୍ୟନ୍ତ ସେମାନେ ତାହାକୁ ଓ ତାହାର ପୁତ୍ରଗଣକୁ ଓ ତାହାର ସମସ୍ତ ଲୋକଙ୍କୁ ଆଘାତ କଲେ, ପୁଣି, ସେମାନେ ତାହାର ଦେଶ ଅଧିକାର କଲେ।


ପୁଣି ଯେ ସେମାନଙ୍କୁ ମିସର ଦେଶରୁ ବାହାର କରି ଆଣିଥିଲେ, ସେହି ସଦାପ୍ରଭୁ ଆପଣାମାନଙ୍କ ପୈତୃକ ପରମେଶ୍ୱରଙ୍କୁ ତ୍ୟାଗ କଲେ ଓ ଅନ୍ୟ ଦେବତାଗଣର, ଅର୍ଥାତ୍‍, ସେମାନଙ୍କ ଚତୁର୍ଦ୍ଦିଗସ୍ଥିତ ଲୋକମାନଙ୍କ ଦେବତାଗଣର ଅନୁଗାମୀ ହୋଇ ସେମାନଙ୍କୁ ପ୍ରଣାମ କଲେ; ଏରୂପେ ସେମାନେ ସଦାପ୍ରଭୁଙ୍କୁ ବିରକ୍ତ କଲେ।


ପୁଣି ସେ ସେମାନଙ୍କୁ କହିଲେ, “ମୋʼ ପଛେ ପଛେ ଆସ; କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ଶତ୍ରୁ ମୋୟାବୀୟମାନଙ୍କୁ ତୁମ୍ଭମାନଙ୍କ ହସ୍ତରେ ସମର୍ପଣ କରିଅଛନ୍ତି।” ତହୁଁ ସେମାନେ ତାଙ୍କ ପଛେ ପଛେ ଚାଲି ମୋୟାବୀୟମାନଙ୍କ ବିରୁଦ୍ଧରେ ଯର୍ଦ୍ଦନ ଘାଟମାନ ହସ୍ତଗତ କରି କୌଣସି ଲୋକକୁ ପାର ହେବାକୁ ଦେଲେ ନାହିଁ।


Swiv nou:

Piblisite


Piblisite