Biblia Todo Logo
Bib sou entènèt

- Piblisite -




ବିଚାରକର୍ତ୍ତା 10:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ଆହୁରି ସୀଦୋନୀୟମାନେ ଓ ଅମାଲେକୀୟମାନେ ଓ ମାୟୋନୀୟମାନେ ତୁମ୍ଭମାନଙ୍କ ପ୍ରତି ଉପଦ୍ରବ କଲେ; ତହିଁରେ ତୁମ୍ଭେମାନେ ଆମ୍ଭ ନିକଟରେ କ୍ରନ୍ଦନ କରନ୍ତେ, ଆମ୍ଭେ ସେମାନଙ୍କ ହସ୍ତରୁ ତୁମ୍ଭମାନଙ୍କୁ ଉଦ୍ଧାର କଲୁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ଆହୁରି ସୀଦୋନୀୟମାନେ ଓ ଅମାଲେକୀୟମାନେ ଓ ମାୟୋନୀୟମାନେ ତୁମ୍ଭମାନଙ୍କ ପ୍ରତି ଉପଦ୍ରବ କଲେ ; ତହିଁରେ ତୁମ୍ଭେମାନେ ଆମ୍ଭ ନିକଟରେ କ୍ରନ୍ଦନ କରନ୍ତେ, ଆମ୍ଭେ ସେମାନଙ୍କ ହସ୍ତରୁ ତୁମ୍ଭମାନଙ୍କୁ ଉଦ୍ଧାର କଲୁ।

Gade chapit la Kopi

ଓଡିଆ ବାଇବେଲ

12 ଆହୁରି ସୀଦୋନୀୟମାନେ ଓ ଅମାଲେକୀୟମାନେ ଓ ମାୟୋନୀୟମାନେ ତୁମ୍ଭମାନଙ୍କ ପ୍ରତି ଉପଦ୍ରବ କଲେ; ତହିଁରେ ତୁମ୍ଭେମାନେ ଆମ୍ଭ ନିକଟରେ କ୍ରନ୍ଦନ କରନ୍ତେ, ଆମ୍ଭେ ସେମାନଙ୍କ ହସ୍ତରୁ ତୁମ୍ଭମାନଙ୍କୁ ଉଦ୍ଧାର କଲୁ।

Gade chapit la Kopi

ପବିତ୍ର ବାଇବଲ

12 ତୁମ୍ଭେମାନେ ମୋ’ ପାଖରେ କ୍ରନ୍ଦନ କଲ ଯେତେବେଳେ, ସୀଦୋନୀୟମାନେ, ଆମାଲେକୀୟମାନେ ଓ ମାୟୋନୀୟମାନେ ତୁମ୍ଭମାନଙ୍କୁ ଅତ୍ୟାଗ୍ଭର କଲେ। ମୁଁ ମଧ୍ୟ ସେମାନଙ୍କଠାରୁ ତୁମ୍ଭମାନଙ୍କୁ ରକ୍ଷା କରିଥିଲି।

Gade chapit la Kopi




ବିଚାରକର୍ତ୍ତା 10:12
7 Referans Kwoze  

ତହୁଁ ଏହିପରି ହେଲା ଯେ, ଇସ୍ରାଏଲୀୟମାନେ ବୀଜ ବୁଣିଲେ ମିଦୀୟନୀୟ ଓ ଅମାଲେକୀୟ ଓ ପୂର୍ବଦେଶୀୟ ଲୋକମାନେ ସେମାନଙ୍କ ବିରୁଦ୍ଧରେ ଚଢ଼ି ଆସନ୍ତି; ସେମାନେ ସେମାନଙ୍କ ବିରୁଦ୍ଧରେ ଚଢ଼ି ଆସି


ପୁଣି, ସେମାନେ ସେହି ସ୍ଥାନରୁ ବାହୁଡ଼ି ଐଣ୍‍ମିସ୍‍ପଟ୍‍, ଅର୍ଥାତ୍‍, କାଦେଶକୁ ଯାଇ ଅମାଲେକୀୟ ଲୋକମାନଙ୍କର ସମସ୍ତ ଦେଶ ଓ ହତ୍‍-ସସୋନ୍‍-ତାମର ନିବାସୀ ଇମୋରୀୟ ଲୋକମାନଙ୍କୁ ପରାସ୍ତ କଲେ।


ତହୁଁ ସେ ଅମ୍ମୋନ ଓ ଅମାଲେକ-ସନ୍ତାନଗଣକୁ ଆପଣା ନିକଟରେ ଏକତ୍ର କଲା ଓ ସେ ଯାଇ ଇସ୍ରାଏଲକୁ ଆଘାତ କରି ଖର୍ଜ୍ଜୁରପୁର ଅଧିକାର କଲା।


ପୁଣି, ଏହି ଯେଉଁ ବ୍ୟକ୍ତିମାନଙ୍କ ନାମ ଲିଖିତ ହେଲା, ସେମାନେ ଯିହୁଦାର ରାଜା ହିଜକୀୟର ସମୟରେ ଆସି ସେହି ଲୋକମାନଙ୍କ ତମ୍ବୁ ଓ ସେଠାରେ ପ୍ରାପ୍ତ ମିୟନୀୟମାନଙ୍କୁ ଆଘାତ କରି ସମ୍ପୂର୍ଣ୍ଣ ରୂପେ ବିନାଶ କଲେ, (ତାହା ଆଜି ପର୍ଯ୍ୟନ୍ତ ସେପରି ଅଛି), ଆଉ ସେମାନଙ୍କ ବଦଳେ ବାସ କଲେ; କାରଣ ସେଠାରେ ସେମାନଙ୍କ ପଶୁପଲ ପାଇଁ ଚରାସ୍ଥାନ ଥିଲା।


Swiv nou:

Piblisite


Piblisite