Biblia Todo Logo
Bib sou entènèt

- Piblisite -




ବିଚାରକର୍ତ୍ତା 10:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ତହିଁରେ ଗିଲୀୟଦୀୟ ଲୋକମାନେ, ଅର୍ଥାତ୍‍, ଅଧିପତିମାନେ ଏକକୁ ଆରେକ କହିଲେ, “ଅମ୍ମୋନ-ସନ୍ତାନମାନଙ୍କ ସଙ୍ଗରେ କିଏ ଯୁଦ୍ଧ ଆରମ୍ଭ କରିବ? ସେ ଗିଲୀୟଦ ନିବାସୀ ସମସ୍ତ ଲୋକଙ୍କର ମସ୍ତକ ସ୍ୱରୂପ ହେବ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

18 ତହିଁରେ ଗିଲୀୟଦୀୟ ଲୋକମାନେ, ଅର୍ଥାତ୍, ଅଧିପତିମାନେ ଏକକୁ ଆରେକ କହିଲେ, ଅମ୍ମୋନ-ସନ୍ତାନମାନଙ୍କ ସଙ୍ଗରେ କିଏ ଯୁଦ୍ଧ ଆରମ୍ଭ କରିବ? ସେ ଗିଲୀୟଦ ନିବାସୀ ସମସ୍ତ ଲୋକଙ୍କର ମସ୍ତକ ସ୍ଵରୂପ ହେବ।

Gade chapit la Kopi

ଓଡିଆ ବାଇବେଲ

18 ତହିଁରେ ଗିଲୀୟଦୀୟ ଲୋକମାନେ, ଅର୍ଥାତ୍‍, ଅଧିପତିମାନେ ଏକକୁ ଆରେକ କହିଲେ, ଅମ୍ମୋନ ସନ୍ତାନମାନଙ୍କ ସଙ୍ଗରେ କିଏ ଯୁଦ୍ଧ ଆରମ୍ଭ କରିବ ? ସେ ଗିଲୀୟଦ ନିବାସୀ ସମସ୍ତ ଲୋକଙ୍କର ମସ୍ତକ ସ୍ୱରୂପ ହେବ।

Gade chapit la Kopi

ପବିତ୍ର ବାଇବଲ

18 ତା'ପରେ ଗିଲିୟଦୀୟର ଲୋକମାନଙ୍କର ଅଧିପତିମାନେ କହିଲେ, “ଅମ୍ମୋନ ସନ୍ତାନଗଣଙ୍କ ଉପରେ ଯିଏ ଆକ୍ରମଣ କରିବାକୁ ନେତୃତ୍ୱ ନେବ। ସେ ଗିଲିୟଦରେ ବାସ କରୁଥିବା ଲୋକମାନଙ୍କ ଉପରେ ରାଜତ୍ୱ କରିବ।”

Gade chapit la Kopi




ବିଚାରକର୍ତ୍ତା 10:18
10 Referans Kwoze  

ଏଥିରେ ଯିପ୍ତହ ଗିଲୀୟଦର ପ୍ରାଚୀନବର୍ଗ ସହିତ ଗଲେ, ଆଉ ଲୋକମାନେ ତାଙ୍କୁ ଆପଣାମାନଙ୍କର ମସ୍ତକ ସ୍ୱରୂପ ଓ ଶାସନକର୍ତ୍ତା କଲେ; ପୁଣି ଯିପ୍ତହ ମିସ୍ପାରେ ସଦାପ୍ରଭୁଙ୍କ ସମ୍ମୁଖରେ ଆପଣାର ସମସ୍ତ କଥା କହିଲେ।


ସେମାନେ ତହିଁର କୁଳୀନମାନଙ୍କୁ ରାଜତ୍ୱ କରିବାକୁ ଡାକିବେ; ମାତ୍ର କେହି ସେଠାରେ ନ ଥିବେ ଓ ତହିଁର ଅଧିପତି ସମସ୍ତେ ଲୁପ୍ତ ହେବେ।


ତହୁଁ ଇସ୍ରାଏଲ ଲୋକମାନେ କହିଲେ, “ଏହି ଯେ ଲୋକ ଉଠି ଆସିଅଛି, ଏହାକୁ କʼଣ ତୁମ୍ଭେମାନେ ଦେଖିଲ? ନିଶ୍ଚୟ ଇସ୍ରାଏଲକୁ ତୁଚ୍ଛ କରିବା ପାଇଁ ସେ ଉଠି ଆସିଅଛି; ପୁଣି, ଏହାକୁ ଯେଉଁ ଲୋକ ବଧ କରିବ, ରାଜା ତାହାକୁ ବହୁତ ଧନରେ ଧନବାନ କରିବେ ଓ ତାହାକୁ ଆପଣା କନ୍ୟା ଦେବେ, ଆଉ ଇସ୍ରାଏଲ ମଧ୍ୟରେ ତାହାର ପିତୃଗୃହକୁ କରମୁକ୍ତ କରିବେ।”


ଯିପ୍ତହ ଛଅ ବର୍ଷ ଇସ୍ରାଏଲର ବିଚାର କଲେ। ଏଥିଉତ୍ତାରେ ଗିଲୀୟଦୀୟ ଯିପ୍ତହ ମଲେ ଓ ଗିଲୀୟଦୀୟ ଏକ ନଗରରେ କବର ପାଇଲେ।


ଯିହୋଶୂୟଙ୍କର ମୃତ୍ୟୁୁ ପରେ ଇସ୍ରାଏଲ-ସନ୍ତାନଗଣ ସଦାପ୍ରଭୁଙ୍କୁ ପଚାରିଲେ, “କିଣାନୀୟମାନଙ୍କ ବିରୁଦ୍ଧରେ ଆମ୍ଭମାନଙ୍କ ପାଇଁ ଯୁଦ୍ଧ କରିବାକୁ କିଏ ପ୍ରଥମେ ଯିବ?”


ସେସମୟରେ ଅମ୍ମୋନ-ସନ୍ତାନଗଣ ଏକତ୍ରିତ ହୋଇ ଗିଲୀୟଦରେ ଛାଉଣି ସ୍ଥାପନ କରିଥିଲେ। ପୁଣି ଇସ୍ରାଏଲ ସନ୍ତାନମାନେ ଏକତ୍ରିତ ହୋଇ ମିସ୍ପାରେ ଛାଉଣି ସ୍ଥାପନ କରିଥିଲେ।


ଗିଲୀୟଦୀୟ ଯିପ୍ତହ ନାମରେ ଏକ ମହାବିକ୍ରମଶାଳୀ ପୁରୁଷ ଥିଲେ, ସେ ଏକ ବେଶ୍ୟାର ପୁତ୍ର; ଗିଲୀୟଦ ଯିପ୍ତହଙ୍କୁ ଜାତ କରିଥିଲା।


କିଛି ଦିନ ପରେ ଅମ୍ମୋନ-ସନ୍ତାନଗଣ ଇସ୍ରାଏଲ ସହିତ ଯୁଦ୍ଧ କରିବାକୁ ଲାଗିଲେ।


Swiv nou:

Piblisite


Piblisite