Biblia Todo Logo
Bib sou entènèt

- Piblisite -




ବିଚାରକର୍ତ୍ତା 10:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ଏନିମନ୍ତେ ଇସ୍ରାଏଲ ବିରୁଦ୍ଧରେ ସଦାପ୍ରଭୁଙ୍କ କ୍ରୋଧ ପ୍ରଜ୍ୱଳିତ ହେଲା, ପୁଣି ସେ ପଲେଷ୍ଟୀୟମାନଙ୍କ ହସ୍ତରେ ଓ ଅମ୍ମୋନ-ସନ୍ତାନମାନଙ୍କ ହସ୍ତରେ ସେମାନଙ୍କୁ ବିକ୍ରୟ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ଏ ନିମନ୍ତେ ଇସ୍ରାଏଲ ପ୍ରତିକୂଳରେ ସଦାପ୍ରଭୁଙ୍କ କ୍ରୋଧ ପ୍ରଜ୍ଵଳିତ ହେଲା, ପୁଣି ସେ ପଲେଷ୍ଟୀୟମାନଙ୍କ ହସ୍ତରେ ଓ ଅମ୍ମୋନ-ସନ୍ତାନମାନଙ୍କ ହସ୍ତରେ ସେମାନଙ୍କୁ ବିକ୍ରୟ କଲେ।

Gade chapit la Kopi

ଓଡିଆ ବାଇବେଲ

7 ଏ ନିମନ୍ତେ ଇସ୍ରାଏଲ ବିରୁଦ୍ଧରେ ସଦାପ୍ରଭୁଙ୍କ କ୍ରୋଧ ପ୍ରଜ୍ୱଳିତ ହେଲା, ପୁଣି ସେ ପଲେଷ୍ଟୀୟମାନଙ୍କ ହସ୍ତରେ ଓ ଅମ୍ମୋନ-ସନ୍ତାନମାନଙ୍କ ହସ୍ତରେ ସେମାନଙ୍କୁ ବିକ୍ରୟ କଲେ।

Gade chapit la Kopi

ପବିତ୍ର ବାଇବଲ

7 ତେଣୁ ସଦାପ୍ରଭୁ ଇସ୍ରାଏଲ ଲୋକମାନଙ୍କ ଉପରେ କୋପଦୃଷ୍ଟି ହେଲେ। ତେଣୁ ସଦାପ୍ରଭୁ ଇସ୍ରାଏଲୀୟଗଣଙ୍କୁ ପଲେଷ୍ଟୀୟ ଓ ଅମ୍ମୋନୀୟମାନଙ୍କ ହସ୍ତରେ ପରାସ୍ତ କରାଇଲେ।

Gade chapit la Kopi




ବିଚାରକର୍ତ୍ତା 10:7
15 Referans Kwoze  

ତହିଁରେ ଇସ୍ରାଏଲ ବିରୁଦ୍ଧରେ ସଦାପ୍ରଭୁଙ୍କ କ୍ରୋଧ ପ୍ରଜ୍ୱଳିତ ହୁଅନ୍ତେ, ସେ ସେମାନଙ୍କୁ ଲୁଟକାରୀମାନଙ୍କ ହସ୍ତରେ ସମର୍ପିଲେ, ତେଣୁ ସେମାନେ ସେମାନଙ୍କୁ ଲୁଟିଲେ; ଆହୁରି ସେ ସେମାନଙ୍କୁ ସେମାନଙ୍କ ଚତୁର୍ଦ୍ଦିଗସ୍ଥିତ ଶତ୍ରୁମାନଙ୍କ ହସ୍ତରେ ବିକ୍ରୟ କଲେ, ତହିଁରେ ସେମାନେ ଆପଣା ଶତ୍ରୁମାନଙ୍କ ସମ୍ମୁଖରେ ଆଉ ଠିଆ ହୋଇ ପାରିଲେ ନାହିଁ।


ତାହାଙ୍କ କ୍ରୋଧ ସମ୍ମୁଖରେ କିଏ ଠିଆ ହୋଇପାରେ? ଓ ତାହାଙ୍କ କ୍ରୋଧର ପ୍ରଚଣ୍ଡତାରେ କିଏ ରହିପାରେ? ତାହାଙ୍କ କୋପ ଅଗ୍ନି ତୁଲ୍ୟ ଢଳାଯାଏ ଓ ତାହାଙ୍କ ଦ୍ୱାରା ଶୈଳସବୁ ବିଦୀର୍ଣ୍ଣ ହୁଏ।


ସଦାପ୍ରଭୁ (ସ୍ୱଗୌରବ ରକ୍ଷଣେ) ଉଦ୍‍ଯୋଗୀ ପରମେଶ୍ୱର ଓ ପ୍ରତିଫଳଦାତା ଅଟନ୍ତି; ସଦାପ୍ରଭୁ ପ୍ରତିଫଳଦାତା ଓ କ୍ରୋଧପୂର୍ଣ୍ଣ ଅଟନ୍ତି; ସଦାପ୍ରଭୁ ଆପଣା ବିପକ୍ଷଗଣକୁ ପ୍ରତିଫଳ ଦିଅନ୍ତି ଓ ଆପଣା ଶତ୍ରୁଗଣ ନିମନ୍ତେ କୋପ ସଞ୍ଚୟ କରନ୍ତି।


ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭେ ଯେଉଁ ପତ୍ର ଦ୍ୱାରା ତୁମ୍ଭମାନଙ୍କ ମାତାକୁ ତ୍ୟାଗ କରିଅଛୁ, ତାହାର ସେହି ଛାଡ଼ପତ୍ର କାହିଁ? ଅଥବା ଆମ୍ଭ ବ୍ୟବସାୟୀମାନଙ୍କ ମଧ୍ୟରୁ କାହା ନିକଟରେ ତୁମ୍ଭମାନଙ୍କୁ ବିକ୍ରୟ କରିଅଛୁ?” “ଦେଖ, ତୁମ୍ଭେମାନେ ନିଜ ଅପରାଧ ସକାଶୁ ବିକ୍ରୀତ ହୋଇଥିଲ ଓ ତୁମ୍ଭମାନଙ୍କ ଅଧର୍ମ ସକାଶୁ ତୁମ୍ଭମାନଙ୍କର ମାତା ତ୍ୟକ୍ତା ହୋଇଥିଲା।


ହେ ପରମେଶ୍ୱର, ତୁମ୍ଭେ କାହିଁକି ଆମ୍ଭମାନଙ୍କୁ ସଦାକାଳ ପରିତ୍ୟାଗ କରିଅଛ? ତୁମ୍ଭ ଚରାସ୍ଥାନର ମେଷଗଣ ବିରୁଦ୍ଧରେ କାହିଁକି ତୁମ୍ଭ କ୍ରୋଧାନଳର ଧୂମ ଉଠୁଅଛି?


ତୁମ୍ଭେ ଆପଣା ଲୋକମାନଙ୍କୁ ବିନାମୂଲ୍ୟରେ ବିକ୍ରୟ କରୁଅଛ ଓ ସେମାନଙ୍କ ମୂଲ୍ୟ ଦ୍ୱାରା ଆପଣା ଧନ ବୃଦ୍ଧି କରି ନାହଁ।


ତହିଁରେ ସଦାପ୍ରଭୁ ହାସୋରରେ ରାଜତ୍ୱକାରୀ କିଣାନୀୟ ରାଜା ଯାବୀନ୍‍ର ହସ୍ତରେ ସେମାନଙ୍କୁ ବିକ୍ରୟ କଲେ; ଅନ୍ୟ ଦେଶୀୟମାନଙ୍କ ହରୋଶୋତ୍‍-ନିବାସୀ ସୀଷରା ତାହାର ସେନାପତି ଥିଲା।


ତହିଁରେ ସେମାନେ ସେହି ବର୍ଷ ଇସ୍ରାଏଲ-ସନ୍ତାନଗଣକୁ ଚୂର୍ଣ୍ଣଶୀର୍ଣ୍ଣ କଲେ; ସେମାନେ ଅଠର ବର୍ଷ ପର୍ଯ୍ୟନ୍ତ ଯର୍ଦ୍ଦନପାରିସ୍ଥ ଗିଲୀୟଦର ଅନ୍ତର୍ଗତ ଇମୋରୀୟ ଦେଶ ନିବାସୀ ସମସ୍ତ ଇସ୍ରାଏଲ ସନ୍ତାନ ପ୍ରତି (ଏପରି କଲେ)।


ଏଥିଉତ୍ତାରେ ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ମନ୍ଦ, ଇସ୍ରାଏଲ-ସନ୍ତାନଗଣ ତାହା କଲେ; ତହୁଁ ସଦାପ୍ରଭୁ ସେମାନଙ୍କୁ ସାତ ବର୍ଷ ପର୍ଯ୍ୟନ୍ତ ମିଦୀୟନୀୟମାନଙ୍କ ହସ୍ତରେ ସମର୍ପଣ କଲେ।


ଏଥିଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ମନ୍ଦ, ତାହା ପୁନର୍ବାର କଲେ; ତହିଁରେ ସଦାପ୍ରଭୁ ଚାଳିଶ ବର୍ଷ ଯାଏ ସେମାନଙ୍କୁ ପଲେଷ୍ଟୀୟମାନଙ୍କ ହସ୍ତରେ ସମର୍ପଣ କଲେ।


Swiv nou:

Piblisite


Piblisite