Biblia Todo Logo
Bib sou entènèt

- Piblisite -




ବିଚାରକର୍ତ୍ତା 10:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ତହିଁରେ ସେମାନେ ସେହି ବର୍ଷ ଇସ୍ରାଏଲ-ସନ୍ତାନଗଣକୁ ଚୂର୍ଣ୍ଣଶୀର୍ଣ୍ଣ କଲେ; ସେମାନେ ଅଠର ବର୍ଷ ପର୍ଯ୍ୟନ୍ତ ଯର୍ଦ୍ଦନପାରିସ୍ଥ ଗିଲୀୟଦର ଅନ୍ତର୍ଗତ ଇମୋରୀୟ ଦେଶ ନିବାସୀ ସମସ୍ତ ଇସ୍ରାଏଲ ସନ୍ତାନ ପ୍ରତି (ଏପରି କଲେ)।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ତହିଁରେ ସେମାନେ ସେହି ବର୍ଷ ଇସ୍ରାଏଲ-ସନ୍ତାନଗଣକୁ ଚୂର୍ଣ୍ଣଶୀର୍ଣ୍ଣ କଲେ; ସେମାନେ ଅଠର ବର୍ଷ ପର୍ଯ୍ୟନ୍ତ ଯର୍ଦ୍ଦନପାରିସ୍ଥ ଗିଲୀୟଦର ଅନ୍ତର୍ଗତ ଇମୋରୀୟ ଦେଶ ନିବାସୀ ସମସ୍ତ ଇସ୍ରାଏଲ-ସନ୍ତାନ ପ୍ରତି (ଏପରି କଲେ)।

Gade chapit la Kopi

ଓଡିଆ ବାଇବେଲ

8 ତହିଁରେ ସେମାନେ ସେହି ବର୍ଷ ଇସ୍ରାଏଲ ସନ୍ତାନଗଣକୁ ଚୂର୍ଣ୍ଣଶୀର୍ଣ୍ଣ କଲେ; ସେମାନେ ଅଠର ବର୍ଷ ପର୍ଯ୍ୟନ୍ତ ଯର୍ଦ୍ଦନପାରିସ୍ଥ ଗିଲୀୟଦର ଅନ୍ତର୍ଗତ ଇମୋରୀୟ ଦେଶ ନିବାସୀ ସମସ୍ତ ଇସ୍ରାଏଲ ସନ୍ତାନ ପ୍ରତି (ଏପରି କଲେ)।

Gade chapit la Kopi

ପବିତ୍ର ବାଇବଲ

8 ସେହିବର୍ଷ ସେମାନେ ଇସ୍ରାଏଲୀୟଙ୍କୁ ବିନାଶ ଓ ଅତ୍ୟାଗ୍ଭର କଲେ। ଅଠର ବର୍ଷ ପର୍ଯ୍ୟନ୍ତ, ଇସ୍ରାଏଲୀୟମାନେ ଯେଉଁମାନେ କି ଯର୍ଦ୍ଦନ ନଦୀର ଅନ୍ୟ ପାର୍ଶ୍ୱରେ ଗିଲିୟଦର ଅଞ୍ଚଳରେ ବାସ କଲେ ଏବଂ ସେମାନଙ୍କ ସକାଶେ କଷ୍ଟ ଭୋଗ କଲେ। ସେହି ଦେଶ ଯେଉଁଠାରେ ଅମୋରୀତ୍ ବାସ କରୁଥିଲେ।

Gade chapit la Kopi




ବିଚାରକର୍ତ୍ତା 10:8
7 Referans Kwoze  

ଯେତେବେଳେ ଲୋକେ ଶାନ୍ତି ଓ ନିରାପଦ ବୋଲି କହୁଥିବେ, ସେତେବେଳେ ଗର୍ଭବତୀର ପ୍ରସବବେଦନା ତୁଲ୍ୟ ହଠାତ୍‍ ସେମାନଙ୍କ ବିନାଶ ଉପସ୍ଥିତ ହେବ, ଆଉ ସେମାନେ କୌଣସି ପ୍ରକାରେ ରକ୍ଷା ପାଇ ପାରିବେ ନାହିଁ।


ଏଥିପାଇଁ ଉଚ୍ଚ ଭିତ୍ତିର ପତନଶୀଳ ଯେଉଁ ଟୋଲା ଫାଟ, ହଠାତ୍‍ ଏକାବେଳେ ଭାଙ୍ଗି ପଡ଼େ, ତାହାରି ତୁଲ୍ୟ ଏହି ଅପରାଧ ତୁମ୍ଭମାନଙ୍କ ପ୍ରତି ହେବ।


ଏଉତ୍ତାରେ ଯାୟୀର ମଲେ ଓ କାମୋନରେ କବର ପାଇଲେ।


ଏନିମନ୍ତେ ଇସ୍ରାଏଲ ବିରୁଦ୍ଧରେ ସଦାପ୍ରଭୁଙ୍କ କ୍ରୋଧ ପ୍ରଜ୍ୱଳିତ ହେଲା, ପୁଣି ସେ ପଲେଷ୍ଟୀୟମାନଙ୍କ ହସ୍ତରେ ଓ ଅମ୍ମୋନ-ସନ୍ତାନମାନଙ୍କ ହସ୍ତରେ ସେମାନଙ୍କୁ ବିକ୍ରୟ କଲେ।


ଆହୁରି ଅମ୍ମୋନ-ସନ୍ତାନମାନେ ଯିହୁଦା ବିରୁଦ୍ଧରେ, ବିନ୍ୟାମୀନ୍ ବିରୁଦ୍ଧରେ, ଇଫ୍ରୟିମ ବଂଶ ବିରୁଦ୍ଧରେ ଯୁଦ୍ଧ କରିବା ପାଇଁ ଯର୍ଦ୍ଦନ ପାର ହୋଇଗଲେ; ତହିଁରେ ଇସ୍ରାଏଲ ଅତିଶୟ କ୍ଲେଶ ପାଇଲେ।


ପୁଣି, ମନଃଶିର ପୁତ୍ର ମାଖୀରର ସନ୍ତାନଗଣ ଗିଲୀୟଦକୁ ଯାଇ ତାହା ଆକ୍ରମଣ କଲେ ଓ ତନ୍ନିବାସୀ ଇମୋରୀୟମାନଙ୍କୁ ଅଧିକାରଚ୍ୟୁତ କଲେ।


ତେଣୁ ମିଦୀୟନୀୟମାନଙ୍କ ହସ୍ତ ଇସ୍ରାଏଲ ବିରୁଦ୍ଧରେ ପ୍ରବଳ ହେଲା; ପୁଣି ମିଦୀୟନୀୟମାନଙ୍କ ସକାଶୁ ଇସ୍ରାଏଲ-ସନ୍ତାନଗଣ ପର୍ବତସ୍ଥ ଗୋହିରୀ ଓ ଗୁମ୍ଫା ଓ ଦୁର୍ଗମ ସ୍ଥାନମାନଙ୍କରେ ବସା କଲେ।


Swiv nou:

Piblisite


Piblisite