ବିଚାରକର୍ତ୍ତା 10:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ଆହୁରି ଅମ୍ମୋନ-ସନ୍ତାନମାନେ ଯିହୁଦା ବିରୁଦ୍ଧରେ, ବିନ୍ୟାମୀନ୍ ବିରୁଦ୍ଧରେ, ଇଫ୍ରୟିମ ବଂଶ ବିରୁଦ୍ଧରେ ଯୁଦ୍ଧ କରିବା ପାଇଁ ଯର୍ଦ୍ଦନ ପାର ହୋଇଗଲେ; ତହିଁରେ ଇସ୍ରାଏଲ ଅତିଶୟ କ୍ଲେଶ ପାଇଲେ। Gade chapit laପବିତ୍ର ବାଇବଲ (Re-edited) - (BSI)9 ଆହୁରି ଅମ୍ମୋନ-ସନ୍ତାନମାନେ ଯିହୁଦା ବିରୁଦ୍ଧରେ, ବିନ୍ୟାମୀନ ବିରୁଦ୍ଧରେ, ଇଫ୍ରୟିମ ବଂଶ ବିରୁଦ୍ଧରେ ଯୁଦ୍ଧ କରିବା ପାଇଁ ଯର୍ଦ୍ଦନ ପାର ହୋଇଗଲେ; ତହିଁରେ ଇସ୍ରାଏଲ ଅତିଶୟ କ୍ଳେଶ ପାଇଲେ। Gade chapit laଓଡିଆ ବାଇବେଲ9 ଆହୁରି ଅମ୍ମୋନ-ସନ୍ତାନମାନେ ଯିହୁଦା ବିରୁଦ୍ଧରେ, ବିନ୍ୟାମୀନ୍ ବିରୁଦ୍ଧରେ, ଇଫ୍ରୟିମ ବଂଶ ବିରୁଦ୍ଧରେ ଯୁଦ୍ଧ କରିବା ପାଇଁ ଯର୍ଦ୍ଦନ ପାର ହୋଇଗଲେ; ତହିଁରେ ଇସ୍ରାଏଲ ଅତିଶୟ କ୍ଲେଶ ପାଇଲେ। Gade chapit laପବିତ୍ର ବାଇବଲ9 ଅମ୍ମୋନୀୟମାନେ ଯିହୁଦା, ବିନ୍ୟାମୀନ, ଇଫ୍ରୟିମ ବିରୁଦ୍ଧରେ ଯୁଦ୍ଧ କରିବା ପାଇଁ ଯର୍ଦ୍ଦନ ପାର ହୋଇ ଗଲେ। ଅମ୍ମୋନୀୟମାନେ ଇସ୍ରାଏଲ ଲୋକମାନଙ୍କ ପାଇଁ ବଡ଼ କଷ୍ଟର କାରଣ ହେଲେ। Gade chapit la |
ତହିଁରେ ଶାମୁୟେଲ ଶାଉଲଙ୍କୁ କହିଲେ, “ତୁମ୍ଭେ ମୋତେ ଉଠାଇ ଆଣି କାହିଁକି ବ୍ୟସ୍ତ କଲ?” ତହୁଁ ଶାଉଲ ଉତ୍ତର ଦେଲେ, “ମୁଁ ଅତ୍ୟନ୍ତ ବିପଦଗ୍ରସ୍ତ ହୋଇଅଛି; କାରଣ ପଲେଷ୍ଟୀୟମାନେ ମୋʼ ସଙ୍ଗେ ଯୁଦ୍ଧ କରୁଅଛନ୍ତି ଓ ପରମେଶ୍ୱର ମୋତେ ତ୍ୟାଗ କରିଅଛନ୍ତି, ପୁଣି, ମୋତେ ଆଉ ଉତ୍ତର ଦେଉ ନାହାନ୍ତି, ନା ଭବିଷ୍ୟଦ୍ବକ୍ତାମାନଙ୍କ ହାତରେ, ନା ସ୍ୱପ୍ନରେ (ଉତ୍ତର ଦେଉ ନାହାନ୍ତି); ଏଥିପାଇଁ ମୁଁ କଅଣ କରିବି, ଏହା ମୋତେ ଜଣାଇବା ପାଇଁ ମୁଁ ତୁମ୍ଭକୁ ଡକାଇଲି।”