Biblia Todo Logo
Bib sou entènèt

- Piblisite -




ବିଚାରକର୍ତ୍ତା 11:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଗିଲୀୟଦୀୟ ଯିପ୍ତହ ନାମରେ ଏକ ମହାବିକ୍ରମଶାଳୀ ପୁରୁଷ ଥିଲେ, ସେ ଏକ ବେଶ୍ୟାର ପୁତ୍ର; ଗିଲୀୟଦ ଯିପ୍ତହଙ୍କୁ ଜାତ କରିଥିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ଗିଲୀୟଦୀୟ ଯିପ୍ତହ ନାମରେ ଏକ ମହା-ବିକ୍ରମଶାଳୀ ପୁରୁଷ ଥିଲେ, ସେ ଏକ ବେଶ୍ୟାର ପୁତ୍ର; ଗିଲୀୟଦ ଯିପ୍ତହଙ୍କୁ ଜାତ କରିଥିଲା।

Gade chapit la Kopi

ଓଡିଆ ବାଇବେଲ

1 ଗିଲୀୟଦୀୟ ଯିପ୍ତହ ନାମରେ ଏକ ମହା ବିକ୍ରମଶାଳୀ ପୁରୁଷ ଥିଲେ, ସେ ଏକ ବେଶ୍ୟାର ପୁତ୍ର; ଗିଲୀୟଦ ଯିପ୍ତହଙ୍କୁ ଜାତ କରିଥିଲା।

Gade chapit la Kopi

ପବିତ୍ର ବାଇବଲ

1 ଯିପ୍ତହ ନାମକ ଜଣେ ଲୋକ ଗିଲିୟଦର ପରିବାରବର୍ଗର ଜଣେ ସାହସୀ ଯୋଦ୍ଧା ଥିଲେ। କିନ୍ତୁ ସେ ଜଣେ ବେଶ୍ୟାର ପୁତ୍ର ଥିଲେ। ଗିଲିୟଦ ତାଙ୍କର ପିତା ଥିଲେ।

Gade chapit la Kopi




ବିଚାରକର୍ତ୍ତା 11:1
6 Referans Kwoze  

ଆଉ ଅଧିକ କଅଣ କହିବି? ଗିଦିୟୋନ, ବାରକ, ଶାମ୍‍ଶୋନ୍‍, ଯିପ୍ତହ, ଦାଉଦ, ଶାମୁୟେଲ ଓ ଭାବବାଦୀମାନଙ୍କ ବିଷୟ ଯଦି ମୁଁ ବର୍ଣ୍ଣନା କରେ, ତେବେ ସମୟ ଅଣ୍ଟିବ ନାହିଁ;


ଅରାମୀୟ ରାଜାର ନାମାନ୍‍ ନାମକ ସେନାପତି ଆପଣା ପ୍ରଭୁଙ୍କ ଦୃଷ୍ଟିରେ ମହାନ ଓ ସମ୍ଭ୍ରାନ୍ତ ଲୋକ ଥିଲା, କାରଣ ତାହା ଦ୍ୱାରା ସଦାପ୍ରଭୁ ଅରାମୀୟମାନଙ୍କୁ ଜୟ ପ୍ରଦାନ କରିଥିଲେ; ସେ ମଧ୍ୟ ମହାବିକ୍ରମଶାଳୀ ଲୋକ ଥିଲା, ମାତ୍ର ସେ କୁଷ୍ଠୀ।


ତହିଁରେ ସଦାପ୍ରଭୁଙ୍କ ଦୂତ ତାହାକୁ ଦର୍ଶନ ଦେଇ କହିଲେ, “ହେ ମହାବିକ୍ରମଶାଳୀ ଲୋକ, ସଦାପ୍ରଭୁ ତୁମ୍ଭ ସଙ୍ଗେ ଅଛନ୍ତି।”


ତହିଁରେ ଗିଲୀୟଦୀୟ ଲୋକମାନେ, ଅର୍ଥାତ୍‍, ଅଧିପତିମାନେ ଏକକୁ ଆରେକ କହିଲେ, “ଅମ୍ମୋନ-ସନ୍ତାନମାନଙ୍କ ସଙ୍ଗରେ କିଏ ଯୁଦ୍ଧ ଆରମ୍ଭ କରିବ? ସେ ଗିଲୀୟଦ ନିବାସୀ ସମସ୍ତ ଲୋକଙ୍କର ମସ୍ତକ ସ୍ୱରୂପ ହେବ।”


ମାତ୍ର ଗିଲୀୟଦର ଭାର୍ଯ୍ୟା ତାହାର କେତେକ ପୁତ୍ର ପ୍ରସବ କଲା, ପୁଣି ତାହାର ଭାର୍ଯ୍ୟାର ପୁତ୍ରମାନେ ବଢ଼ନ୍ତେ, ସେମାନେ ଯିପ୍ତହଙ୍କୁ ତଡ଼ିଦେଇ କହିଲେ, “ତୁମ୍ଭେ ଆମ୍ଭମାନଙ୍କ ପିତୃଗୃହରେ ଅଧିକାର ପାଇବ ନାହିଁ; କାରଣ ତୁମ୍ଭେ ଅନ୍ୟ ସ୍ତ୍ରୀର ପୁତ୍ର।”


ଏଥିଉତ୍ତାରେ ସଦାପ୍ରଭୁ ଯିରୁବ୍ବାଲ୍‍‍କୁ ଓ ବଦାନକୁ ଓ ଯିପ୍ତହକୁ ଓ ଶାମୁୟେଲଙ୍କୁ ପଠାଇ ତୁମ୍ଭମାନଙ୍କ ଚତୁର୍ଦ୍ଦିଗସ୍ଥିତ ଶତ୍ରୁମାନଙ୍କ ହସ୍ତରୁ ତୁମ୍ଭମାନଙ୍କୁ ରକ୍ଷା କଲେ, ତହିଁରେ ତୁମ୍ଭେମାନେ ନିର୍ଭୟରେ ବାସ କଲ।


Swiv nou:

Piblisite


Piblisite