ବିଚାରକର୍ତ୍ତା 11:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ତହିଁରେ ଗିଲୀୟଦର ପ୍ରାଚୀନବର୍ଗ ଯିପ୍ତହଙ୍କୁ କହିଲେ, “ସଦାପ୍ରଭୁ ଆମ୍ଭମାନଙ୍କ ମଧ୍ୟରେ କଥା ଶୁଣୁଅଛନ୍ତି; ନିଶ୍ଚୟ ଆମ୍ଭେମାନେ ତୁମ୍ଭ ବାକ୍ୟାନୁସାରେ କରିବୁ।” Gade chapit laପବିତ୍ର ବାଇବଲ (Re-edited) - (BSI)10 ତହିଁରେ ଗିଲୀୟଦର ପ୍ରାଚୀନବର୍ଗ ଯିପ୍ତହଙ୍କୁ କହିଲେ, ସଦାପ୍ରଭୁ ଆମ୍ଭମାନଙ୍କ ମଧ୍ୟରେ କଥା ଶୁଣୁଅଛନ୍ତି; ନିଶ୍ଚୟ ଆମ୍ଭେମାନେ ତୁମ୍ଭ ବାକ୍ୟାନୁସାରେ କରିବୁ। Gade chapit laଓଡିଆ ବାଇବେଲ10 ତହିଁରେ ଗିଲୀୟଦର ପ୍ରାଚୀନବର୍ଗ ଯିପ୍ତହଙ୍କୁ କହିଲେ, ସଦାପ୍ରଭୁ ଆମ୍ଭମାନଙ୍କ ମଧ୍ୟରେ କଥା ଶୁଣୁଅଛନ୍ତି; ନିଶ୍ଚୟ ଆମ୍ଭେମାନେ ତୁମ୍ଭ ବାକ୍ୟାନୁସାରେ କରିବୁ। Gade chapit laପବିତ୍ର ବାଇବଲ10 ଗିଲିୟଦର ପ୍ରାଚୀନ ନେତୃବର୍ଗ ଯିପ୍ତହକୁ କହିଲେ, “ଆମ୍ଭେ କହିଥିବା ସମସ୍ତ କଥା ସଦାପ୍ରଭୁ ଶୁଣିଛନ୍ତି। ଆମ୍ଭେମାନେ ଆପଣଙ୍କୁ କଥା ଦେଉଛୁ ଯେ, ତୁମ୍ଭେ ଯାହାସବୁ କହିବ, ଆମ୍ଭେମାନେ କରିବୁ।” Gade chapit la |
“ପୁଣି, ଆମ୍ଭେ ବିଚାର କରିବା ପାଇଁ ତୁମ୍ଭମାନଙ୍କ ନିକଟକୁ ଆସିବା ଆଉ, ତାନ୍ତ୍ରିକ ଓ ବ୍ୟଭିଚାରୀ ଓ ମିଥ୍ୟା ଶପଥକାରୀମାନଙ୍କ ବିରୁଦ୍ଧରେ ଓ ଯେଉଁମାନେ ବେତନଜୀବୀର ବେତନ ବିଷୟରେ, ବିଧବା ଓ ପିତୃହୀନ ପ୍ରତି ଅତ୍ୟାଚାର କରନ୍ତି, ଆଉ ବିଦେଶୀର ପ୍ରତି ଅନ୍ୟାୟ କରନ୍ତି ଓ ଆମ୍ଭଙ୍କୁ ଭୟ ନ କରନ୍ତି, ସେମାନଙ୍କ ବିରୁଦ୍ଧରେ ଆମ୍ଭେ ଶୀଘ୍ର ସାକ୍ଷୀ ହେବା,” ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।