ବିଚାରକର୍ତ୍ତା 11:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ମାତ୍ର ଇସ୍ରାଏଲ ମିସରରୁ ଆସିବା ବେଳେ ଇସ୍ରାଏଲ ସୂଫ ସାଗର ପର୍ଯ୍ୟନ୍ତ ପ୍ରାନ୍ତରରେ ଭ୍ରମଣ କଲା ଉତ୍ତାରେ କାଦେଶରେ ଉପସ୍ଥିତ ହେଲେ। Gade chapit laପବିତ୍ର ବାଇବଲ (Re-edited) - (BSI)16 ମାତ୍ର ଇସ୍ରାଏଲ ମିସରରୁ ଆସିବା ବେଳେ ଇସ୍ରାଏଲ ସୂଫ ସାଗର ପର୍ଯ୍ୟନ୍ତ ପ୍ରାନ୍ତରରେ ଭ୍ରମଣ କଲା ଉତ୍ତାରେ କାଦେଶ୍ରେ ଉପସ୍ଥିତ ହେଲେ। Gade chapit laଓଡିଆ ବାଇବେଲ16 ମାତ୍ର ଇସ୍ରାଏଲ ମିସରରୁ ଆସିବା ବେଳେ ଇସ୍ରାଏଲ ସୂଫ ସାଗର ପର୍ଯ୍ୟନ୍ତ ପ୍ରାନ୍ତରରେ ଭ୍ରମଣ କଲା ଉତ୍ତାରେ କାଦେଶରେ ଉପସ୍ଥିତ ହେଲେ। Gade chapit laପବିତ୍ର ବାଇବଲ16 ଯେତେବେଳେ ଇସ୍ରାଏଲର ଲୋକମାନେ ମିଶର ପରିତ୍ୟାଗ କଲେ, ସେମାନେ ମରୁଭୂମିକୁ ଗଲେ। ଇସ୍ରାଏଲୀୟମାନେ ସୂଫସାଗରକୁ ଗଲେ ଓ ତା'ପରେ କାଦେଶକୁ ଗଲେ। Gade chapit la |
ମିସରରୁ ନିର୍ଗତ ସମସ୍ତ ଗୋଷ୍ଠୀୟ ଲୋକ, ଯୋଦ୍ଧା ମନୁଷ୍ୟମାନେ, ସଦାପ୍ରଭୁଙ୍କ ରବ ନ ଶୁଣିବା ସକାଶୁ ସେସମସ୍ତଙ୍କ ସଂହାର ପର୍ଯ୍ୟନ୍ତ ଇସ୍ରାଏଲ-ସନ୍ତାନଗଣ ଚାଳିଶ ବର୍ଷ ପ୍ରାନ୍ତରରେ ଭ୍ରମଣ କଲେ; କାରଣ ସଦାପ୍ରଭୁ ଆମ୍ଭମାନଙ୍କୁ ଯେଉଁ ଦେଶ ଦେବା ବିଷୟରେ ସେମାନଙ୍କ ପୂର୍ବପୁରୁଷଗଣ ନିକଟରେ ଶପଥ କରିଥିଲେ, ସଦାପ୍ରଭୁ ସେମାନଙ୍କୁ ସେହି ଦୁଗ୍ଧ ଓ ମଧୁ ପ୍ରବାହୀ ଦେଶ ଦେଖିବାକୁ ଦେବେ ନାହିଁ ବୋଲି ଶପଥ କଲେ।