Biblia Todo Logo
Bib sou entènèt

- Piblisite -




ବିଚାରକର୍ତ୍ତା 11:21 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ତହିଁରେ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ସୀହୋନକୁ ଓ ତାହାର ସମସ୍ତ ଲୋକଙ୍କୁ ଇସ୍ରାଏଲ ହସ୍ତରେ ସମର୍ପଣ କରନ୍ତେ, ସେମାନେ ସେମାନଙ୍କୁ ଆଘାତ କଲେ। ଏହିରୂପେ ଇସ୍ରାଏଲ ସେହି ଦେଶ ନିବାସୀ ଇମୋରୀୟମାନଙ୍କ ସମସ୍ତ ଦେଶ ଅଧିକାର କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

21 ତହିଁରେ ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ସୀହୋନ୍କୁ ଓ ତାହାର ସମସ୍ତ ଲୋକଙ୍କୁ ଇସ୍ରାଏଲ ହସ୍ତରେ ସମର୍ପଣ କରନ୍ତେ, ସେମାନେ ସେମାନଙ୍କୁ ଆଘାତ କଲେ। ଏହିରୂପେ ଇସ୍ରାଏଲ ସେହି ଦେଶ ନିବାସୀ ଇମୋରୀୟ-ମାନଙ୍କ ସମସ୍ତ ଦେଶ ଅଧିକାର କଲେ।

Gade chapit la Kopi

ଓଡିଆ ବାଇବେଲ

21 ତହିଁରେ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ସୀହୋନକୁ ଓ ତାହାର ସମସ୍ତ ଲୋକଙ୍କୁ ଇସ୍ରାଏଲ ହସ୍ତରେ ସମର୍ପଣ କରନ୍ତେ, ସେମାନେ ସେମାନଙ୍କୁ ଆଘାତ କଲେ। ଏହିରୂପେ ଇସ୍ରାଏଲ ସେହି ଦେଶ ନିବାସୀ ଇମୋରୀୟମାନଙ୍କ ସମସ୍ତ ଦେଶ ଅଧିକାର କଲେ।

Gade chapit la Kopi

ପବିତ୍ର ବାଇବଲ

21 କିନ୍ତୁ ସଦାପ୍ରଭୁ ସୀହୋନର ସମସ୍ତ ଲୋକମାନଙ୍କୁ ଇସ୍ରାଏଲ ହସ୍ତରେ ସମର୍ପଣ କରନ୍ତେ, ଇସ୍ରାଏଲ ସେମାନଙ୍କୁ ପରାସ୍ତ କଲେ। ଏହିପରି ଭାବରେ ଇସ୍ରାଏଲ ଇମୋରୀୟମାନଙ୍କ ସମସ୍ତ ଦେଶକୁ ବଳପୂର୍ବକ ଅଧିକାର କଲେ।

Gade chapit la Kopi




ବିଚାରକର୍ତ୍ତା 11:21
8 Referans Kwoze  

ତହିଁରେ ଇସ୍ରାଏଲ ଖଡ୍ଗଧାରରେ ତାଙ୍କୁ ଆଘାତ କରି ଅର୍ଣ୍ଣୋନଠାରୁ ଯବ୍ବୋକ୍‍ ପର୍ଯ୍ୟନ୍ତ, ଅର୍ଥାତ୍‍, ଅମ୍ମୋନ-ସନ୍ତାନଗଣଙ୍କର ସୀମା ପର୍ଯ୍ୟନ୍ତ, ତାହାର ଦେଶ ଅଧିକାର କଲେ; କାରଣ ଅମ୍ମୋନ-ସନ୍ତାନଗଣଙ୍କର ସୀମା ଦୃଢ଼ ଥିଲା।


ସେତେବେଳେ ସୀହୋନ, ସେ ଓ ତାହାର ସମସ୍ତ ପ୍ରଜା ଆମ୍ଭମାନଙ୍କ ବିରୁଦ୍ଧରେ ବାହାରି ଯହସରେ ଯୁଦ୍ଧ କରିବାକୁ ଆସିଲେ।


ମାତ୍ର ସୀହୋନ ଆପଣା ସୀମା ଦେଇ ଯିବା ପାଇଁ ଇସ୍ରାଏଲକୁ ବିଶ୍ୱାସ କରୁ ନ ଥିବାରୁ ଅନୁମତି ଦେଲା ନାହିଁ; ପୁଣି ସୀହୋନ ଆପଣାର ସମସ୍ତ ଲୋକଙ୍କୁ ଏକତ୍ର କରି ଯହସରେ ଛାଉଣି ସ୍ଥାପନ କରି ଇସ୍ରାଏଲ ସଙ୍ଗେ ଯୁଦ୍ଧ କଲା।


ପୁଣି, ଆମ୍ଭେ ସୂଫ ସାଗରଠାରୁ ପଲେଷ୍ଟୀୟମାନଙ୍କର ସମୁଦ୍ର ପର୍ଯ୍ୟନ୍ତ ଓ ପ୍ରାନ୍ତରଠାରୁ ଫରାତ୍‍ ନଦୀ ପର୍ଯ୍ୟନ୍ତ ତୁମ୍ଭର ସୀମା ନିରୂପଣ କରିବା; କାରଣ ଆମ୍ଭେ ସେହି ଦେଶ ନିବାସୀମାନଙ୍କୁ ତୁମ୍ଭ ହସ୍ତରେ ସମର୍ପଣ କରିବା; ତହିଁରେ ତୁମ୍ଭେ ଆପଣା ସମ୍ମୁଖରୁ ସେମାନଙ୍କୁ ଘଉଡ଼ାଇ ଦେବ।


ତହୁଁ ସଦାପ୍ରଭୁ ଯିହୋଶୂୟଙ୍କୁ କହିଲେ, “ଦେଖ, ଆମ୍ଭେ ତୁମ୍ଭ ହସ୍ତରେ ଯିରୀହୋ ନଗର ଓ ତହିଁର ରାଜା ଓ ମହାବିକ୍ରମଶାଳୀ ଲୋକମାନଙ୍କୁ ସମର୍ପଣ କଲୁ।


ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଯେ ଲବଣର ନିୟମ ଦ୍ୱାର ଇସ୍ରାଏଲର ରାଜତ୍ୱ ଚିରକାଳ ନିମନ୍ତେ ଦାଉଦଙ୍କୁ, ଅର୍ଥାତ୍‍, ତାଙ୍କୁ ଓ ତାଙ୍କ ସନ୍ତାନଗଣକୁ ଦେଇଅଛନ୍ତି, ଏହା କʼଣ ତୁମ୍ଭମାନଙ୍କର ଜାଣିବା ଉଚିତ ନୁହେଁ?


ତହିଁରେ ଇସ୍ରାଏଲ-ସନ୍ତାନଗଣ ଯିହୁଦା ସମ୍ମୁଖରୁ ପଳାଇଲେ ଓ ପରମେଶ୍ୱର ସେମାନଙ୍କୁ ସେମାନଙ୍କ ହସ୍ତରେ ସମର୍ପଣ କଲେ।


ତଥାପି ଏରସ ବୃକ୍ଷ ତୁଲ୍ୟ ଦୀର୍ଘ ଓ ଅଲୋନ ବୃକ୍ଷ ତୁଲ୍ୟ ବଳିଷ୍ଠ ଇମୋରୀୟକୁ ଆମ୍ଭେ ସେମାନଙ୍କ ସମ୍ମୁଖରେ ବିନାଶ କଲୁ; ଆଉ, ଉପରେ ତାହାର ଫଳ ଓ ତଳେ ତାହାର ମୂଳ ନଷ୍ଟ କଲୁ।


Swiv nou:

Piblisite


Piblisite