Biblia Todo Logo
Bib sou entènèt

- Piblisite -




ବିଚାରକର୍ତ୍ତା 11:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ଆଉ ସେମାନେ ଯିପ୍ତହଙ୍କୁ କହିଲେ, “ଆମ୍ଭେମାନେ ଅମ୍ମୋନ-ସନ୍ତାନଗଣ ସହିତ ଯେପରି ଯୁଦ୍ଧ କରିବା, ଏଥିପାଇଁ ତୁମ୍ଭେ ଆସି ଆମ୍ଭମାନଙ୍କର ଶାସନକର୍ତ୍ତା ହୁଅ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ଆଉ ସେମାନେ ଯିପ୍ତହଙ୍କୁ କହିଲେ, ଆମ୍ଭେମାନେ ଅମ୍ମୋନ-ସନ୍ତାନଗଣ ସହିତ ଯେପରି ଯୁଦ୍ଧ କରିବା, ଏଥିପାଇଁ ତୁମ୍ଭେ ଆସି ଆମ୍ଭମାନଙ୍କର ଶାସନକର୍ତ୍ତା ହୁଅ।

Gade chapit la Kopi

ଓଡିଆ ବାଇବେଲ

6 ଆଉ ସେମାନେ ଯିପ୍ତହଙ୍କୁ କହିଲେ, ଆମ୍ଭେମାନେ ଅମ୍ମୋନ-ସନ୍ତାନଗଣ ସହିତ ଯେପରି ଯୁଦ୍ଧ କରିବା, ଏଥିପାଇଁ ତୁମ୍ଭେ ଆସି ଆମ୍ଭମାନଙ୍କର ଶାସନକର୍ତ୍ତା ହୁଅ।

Gade chapit la Kopi

ପବିତ୍ର ବାଇବଲ

6 ସେମାନେ ଯିପ୍ତହଙ୍କୁ କହିଲେ, “ଆମ୍ଭେମାନେ ଅମ୍ମୋନ ସନ୍ତାନଗଣ ସହିତ ଯେମନ୍ତ ଯୁଦ୍ଧ କରିବାକୁ ଗ୍ଭହୁଁଛୁ, ଏଥିପାଇଁ ତୁମ୍ଭେ ଆସି ଆମ୍ଭମାନଙ୍କର ଶାସନକର୍ତ୍ତା ହୁଅ।”

Gade chapit la Kopi




ବିଚାରକର୍ତ୍ତା 11:6
4 Referans Kwoze  

ପୁଣି ଅମ୍ମୋନ-ସନ୍ତାନଗଣ ଯେତେବେଳେ ଇସ୍ରାଏଲ ସହିତ ଯୁଦ୍ଧ କଲେ, ସେତେବେଳେ ଗିଲୀୟଦର ପ୍ରାଚୀନବର୍ଗ ଯିପ୍ତହଙ୍କୁ ଟୋବ ଦେଶରୁ ଆଣିବାକୁ ଗଲେ।


ତହିଁରେ ଯିପ୍ତହ ଗିଲୀୟଦର ପ୍ରାଚୀନବର୍ଗଙ୍କୁ କହିଲେ, “ତୁମ୍ଭେମାନେ କି ମୋତେ ଘୃଣା କରି ମୋହର ପିତୃଗୃହରୁ ମୋତେ ତଡ଼ିଦେଇ ନାହଁ? ପୁଣି ଏବେ ଦୁର୍ଦ୍ଦଶାରେ ପଡ଼ିଅଛ ବୋଲି ମୋର ନିକଟକୁ କାହିଁକି ଆସିଅଛ?”


ସେସମୟରେ ଅମ୍ମୋନ-ସନ୍ତାନଗଣ ଏକତ୍ରିତ ହୋଇ ଗିଲୀୟଦରେ ଛାଉଣି ସ୍ଥାପନ କରିଥିଲେ। ପୁଣି ଇସ୍ରାଏଲ ସନ୍ତାନମାନେ ଏକତ୍ରିତ ହୋଇ ମିସ୍ପାରେ ଛାଉଣି ସ୍ଥାପନ କରିଥିଲେ।


କେହି କେହି ଆପଣା ଭ୍ରାତାକୁ ତାହାର ପିତୃଗୃହରେ ଧରି କହିବେ, “ତୁମ୍ଭର ବସ୍ତ୍ର ଅଛି, ତୁମ୍ଭେ ଆମ୍ଭମାନଙ୍କର ଶାସନକର୍ତ୍ତା ହୁଅ, ପୁଣି, ଏହି ନିପତିତ (ରାଜ୍ୟ) ତୁମ୍ଭ ହସ୍ତାଧୀନ ହେଉ;”


Swiv nou:

Piblisite


Piblisite