Biblia Todo Logo
Bib sou entènèt

- Piblisite -




ବିଚାରକର୍ତ୍ତା 12:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ଏଥିଉତ୍ତାରେ ସବୂଲୂନୀୟ ଏଲୋନ୍‍ ମଲେ ଓ ସବୂଲୂନ ଦେଶସ୍ଥ ଅୟାଲୋନ୍‍ରେ କବର ପାଇଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ଏ ଉତ୍ତାରେ ସବୂଲୂନୀୟ ଏଲୋନ୍ ମଲେ ଓ ସବୂଲୂନ ଦେଶସ୍ଥ ଅୟାଲୋନରେ କବର ପାଇଲେ।

Gade chapit la Kopi

ଓଡିଆ ବାଇବେଲ

12 ଏଥିଉତ୍ତାରେ ସବୂଲୂନୀୟ ଏଲୋନ୍‍ ମଲେ ଓ ସବୂଲୂନ ଦେଶସ୍ଥ ଅୟାଲୋନରେ କବର ପାଇଲେ।

Gade chapit la Kopi

ପବିତ୍ର ବାଇବଲ

12 ଏହା ପରେ ଏଲୋନ୍ ମୃତ୍ୟୁବରଣ କରିବାରୁ ତାଙ୍କୁ ସବୂଲୁନ୍ ପରିବାରବର୍ଗର ଅୟାଲୋନରେ କବର ଦିଆଗଲା।

Gade chapit la Kopi




ବିଚାରକର୍ତ୍ତା 12:12
6 Referans Kwoze  

ବରୀୟ ଓ ଶେମା, ଏମାନେ ଅୟାଲୋନ୍‍ ନିବାସୀମାନଙ୍କର ପିତୃବଂଶର ପ୍ରଧାନ ଥିଲେ, ଆଉ ଏମାନେ ଗାଥ୍‍ ନିବାସୀମାନଙ୍କୁ ତଡ଼ି ଦେଇଥିଲେ।


ତଳିଭୂମି ସହିତ ଅୟାଲୋନ୍‍ ଓ ତଳିଭୂମି ସହିତ ଗାଥ୍‍-ରିମ୍ମୋନ;


ଓ ଶାଲବୀନ୍ ଓ ଅୟାଲୋନ୍‍ ଓ ଯିତ୍ଲା


ସଦାପ୍ରଭୁ ଇସ୍ରାଏଲ-ସନ୍ତାନଗଣ ସମ୍ମୁଖରେ ଇମୋରୀୟମାନଙ୍କୁ ସମର୍ପଣ କରିବା ଦିନ ଯିହୋଶୂୟ ସଦାପ୍ରଭୁଙ୍କୁ କହିଲେ; ପୁଣି ସେ ଇସ୍ରାଏଲଙ୍କ ସାକ୍ଷାତରେ କହିଲେ, “ସୂର୍ଯ୍ୟ, ଗିବୀୟୋନ୍‍ ଉପରେ ତୁମ୍ଭେ ସ୍ତବ୍ଧ ହୁଅ; ଆଉ ଚନ୍ଦ୍ର, ତୁମ୍ଭେ ଅୟାଲୋନ୍‍ର ତଳଭୂମିରେ (ସ୍ତବ୍ଧ ହୁଅ)।”


ତାହା ଉତ୍ତାରେ ସବୂଲୂନୀୟ ଏଲୋନ୍‍ ଇସ୍ରାଏଲର ବିଚାର କଲେ ଓ ସେ ଦଶ ବର୍ଷ ଇସ୍ରାଏଲର ବିଚାର କଲେ।


ତାହା ଉତ୍ତାରେ ପିରୀୟାଥୋନୀୟ ହିଲ୍ଲେଲର ପୁତ୍ର ଅବ୍‍ଦୋନ୍‍ ଇସ୍ରାଏଲର ବିଚାର କଲେ।


Swiv nou:

Piblisite


Piblisite