ବିଚାରକର୍ତ୍ତା 12:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ପୁଣି ଗିଲୀୟଦୀୟ ଲୋକମାନେ ଇଫ୍ରୟିମୀୟମାନଙ୍କ ନିକଟସ୍ଥ ଯର୍ଦ୍ଦନ ଘାଟ ହସ୍ତଗତ କଲେ; ତହିଁରେ ଇଫ୍ରୟିମର ପଳାତକ କୌଣସି ଲୋକ ଯେତେବେଳେ “ଆମ୍ଭକୁ ପାର ହୋଇ ଯିବାକୁ ଦିଅ” ବୋଲି କହିଲା, ସେତେବେଳେ ଗିଲୀୟଦର ଲୋକମାନେ ତାହାକୁ ପଚାରିଲେ, “ତୁମ୍ଭେ କି ଇଫ୍ରୟିମୀୟ ଲୋକ?” ଯେବେ ସେ କହିଲା, “ନା;” Gade chapit laପବିତ୍ର ବାଇବଲ (Re-edited) - (BSI)5 ପୁଣି ଗିଲୀୟଦୀୟ ଲୋକମାନେ ଇଫ୍ରୟିମୀୟମାନଙ୍କ ନିକଟସ୍ଥ ଯର୍ଦ୍ଦନ ଘାଟ ହସ୍ତଗତ କଲେ; ତହିଁରେ ଇଫ୍ରୟିମର ପଳାତକ କୌଣସି ଲୋକ ଯେତେବେଳେ ଆମ୍ଭକୁ ପାର ହୋଇ ଯିବାକୁ ଦିଅ ବୋଲି କହିଲା, ସେତେବେଳେ ଗିଲୀୟଦର ଲୋକମାନେ ତାହାକୁ ପଚାରିଲେ, ତୁମ୍ଭେ କି ଇଫ୍ରୟିମୀୟ ଲୋକ? ଯେବେ ସେ କହିଲା, ନା; Gade chapit laଓଡିଆ ବାଇବେଲ5 ପୁଣି ଗିଲୀୟଦୀୟ ଲୋକମାନେ ଇଫ୍ରୟିମୀୟମାନଙ୍କ ନିକଟସ୍ଥ ଯର୍ଦ୍ଦନ ଘାଟ ହସ୍ତଗତ କଲେ; ତହିଁରେ ଇଫ୍ରୟିମର ପଳାତକ କୌଣସି ଲୋକ ଯେତେବେଳେ ଆମ୍ଭକୁ ପାର ହୋଇ ଯିବାକୁ ଦିଅ ବୋଲି କହିଲା, ସେତେବେଳେ ଗିଲୀୟଦର ଲୋକମାନେ ତାହାକୁ ପଚାରିଲେ, ତୁମ୍ଭେ କି ଇଫ୍ରୟିମୀୟ ଲୋକ ? ଯେବେ ସେ କହିଲା, ନା; Gade chapit laପବିତ୍ର ବାଇବଲ5 ଗିଲିୟଦର ଲୋକମାନେ ଯର୍ଦ୍ଦନ ନଦୀ ନିକଟସ୍ଥ ସ୍ଥାନକୁ ନିଜ କବଳକୁ ନେଇଗଲେ, ଯେଉଁଠାରେ ଲୋକମାନେ ଯର୍ଦ୍ଦନ ପାର ହୁଅନ୍ତି। ଇଫ୍ରୟିମର କୌଣସି ପଳାତକ ଲୋକ ନଦୀ ପାର ହୋଇଯିବାକୁ କହିଲେ, “ମୋତେ ନଦୀ ପାର ହେବାକୁ ଦିଅ।” ଗିଲିୟଦର ଲୋକମାନେ ସେମାନଙ୍କୁ ପଗ୍ଭରିଲେ, “ତୁମ୍ଭେ କ’ଣ ଇଫ୍ରୟିମ ଲୋକ?” ଯଦି ସେ କହେ “ନାଁ,” Gade chapit la |