Biblia Todo Logo
Bib sou entènèt

- Piblisite -




ବିଚାରକର୍ତ୍ତା 12:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ତାହା ଉତ୍ତାରେ ବେଥଲିହିମର ଇବ୍‍ସନ୍‍ ଇସ୍ରାଏଲର ବିଚାର କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ତାହା ଉତ୍ତାରେ ବେଥଲିହିମୀୟ ଇବ୍ସନ୍ ଇସ୍ରାଏଲର ବିଚାର କଲେ।

Gade chapit la Kopi

ଓଡିଆ ବାଇବେଲ

8 ତାହା ଉତ୍ତାରେ ବେଥଲିହିମର ଇବ୍‍ସନ୍‍ ଇସ୍ରାଏଲର ବିଚାର କଲେ।

Gade chapit la Kopi

ପବିତ୍ର ବାଇବଲ

8 ଯିପ୍ତହଙ୍କ ପରେ ଇସ୍ରାଏଲରେ ଅନ୍ୟ ଜଣେ ଲୋକ ବିଗ୍ଭରକ ହେଲେ ତାଙ୍କ ନାମ ଇ‌ବ୍‌ସନ୍। ସେ ଥିଲେ ବୈ‌ଥ୍‌ଲେହମ ସହରର ଲୋକ।

Gade chapit la Kopi




ବିଚାରକର୍ତ୍ତା 12:8
10 Referans Kwoze  

ହେରୋଦ ରାଜାଙ୍କ ସମୟରେ ଯିହୂଦିୟା ପ୍ରଦେଶର ବେଥଲିହିମରେ ଯୀଶୁଙ୍କ ଜନ୍ମ ହେବା ପରେ, ଦେଖ, ପୂର୍ବ ଦିଗରେ ଥିବା ଦେଶରୁ କେତେକ ପଣ୍ଡିତ ଯିରୂଶାଲମ ସହରକୁ ଆସି କହିଲେ,


ମାତ୍ର ହେ ବେଥଲିହିମ-ଇଫ୍ରାଥା, ଯିହୁଦାର ସହସ୍ରଗଣର ମଧ୍ୟରେ କ୍ଷୁଦ୍ର ଯେ ତୁମ୍ଭେ, ତୁମ୍ଭ ମଧ୍ୟରୁ ଇସ୍ରାଏଲର ଶାସନକର୍ତ୍ତା ହେବା ନିମନ୍ତେ ଆମ୍ଭ ଉଦ୍ଦେଶ୍ୟରେ ଏକ ବ୍ୟକ୍ତି ଉତ୍ପନ୍ନ ହେବେ; ପୁରାତନ କାଳରୁ, ଅନାଦିକାଳରୁ ତାହାଙ୍କର ଉତ୍ପତ୍ତି ହୋଇଅଛି।


ଏଥିଉତ୍ତାରେ ସଦାପ୍ରଭୁ ଶାମୁୟେଲଙ୍କୁ କହିଲେ, “ତୁମ୍ଭେ କେତେ କାଳ ଶାଉଲ ପାଇଁ ଶୋକ କରିବ? ଆମ୍ଭେ ତ ତାହାକୁ ଇସ୍ରାଏଲ ଉପରେ ରାଜା ହୋଇଥିବା ପାଇଁ ତୁଚ୍ଛ କଲୁ, ତୁମ୍ଭେ ଆପଣା ଶୃଙ୍ଗ ତୈଳରେ ପୂର୍ଣ୍ଣ କରି ଚାଲ, ଆମ୍ଭେ ତୁମ୍ଭକୁ ବେଥଲିହିମୀୟ ଯିଶୀ ନିକଟକୁ ପଠାଇବା, କାରଣ ତାହାର ପୁତ୍ରମାନଙ୍କ ମଧ୍ୟରେ ଆମ୍ଭେ ଆପଣା ପାଇଁ ଏକ ରାଜା ଦେଖିଅଛୁ।”


ଅର୍ଥାତ୍‍, କେନୀୟ, କନଜୀୟ, କଦ୍‍ମୋନୀୟ,


ଯିପ୍ତହ ଛଅ ବର୍ଷ ଇସ୍ରାଏଲର ବିଚାର କଲେ। ଏଥିଉତ୍ତାରେ ଗିଲୀୟଦୀୟ ଯିପ୍ତହ ମଲେ ଓ ଗିଲୀୟଦୀୟ ଏକ ନଗରରେ କବର ପାଇଲେ।


ତାଙ୍କର ତିରିଶ ପୁତ୍ର ଥିଲେ ଓ ସେ ତିରିଶ କନ୍ୟା ବାହାରେ ଦେଲେ ଓ ଆପଣା ପୁତ୍ରମାନଙ୍କ ପାଇଁ ତିରିଶ କନ୍ୟା ବାହାରୁ ଆଣିଲେ। ପୁଣି ସେ ସାତ ବର୍ଷ ଇସ୍ରାଏଲର ବିଚାର କଲେ।


ପୁଣି କଟତ୍‍ ଓ ନହଲୋଲ୍‍ ଓ ଶିମ୍ରୋଣ ଓ ଯିଦାଲା ଓ ବେଥଲିହିମ; ଗ୍ରାମ ସମେତ ଏହି ବାର ନଗର।


ଅବୀମେଲକ୍‍ର ମରଣ ଉତ୍ତାରେ ଇଷାଖର ବଂଶୀୟ ଦୋଦୟର ପୌତ୍ର, ପୂୟାର ପୁତ୍ର ତୋଲୟ ଇସ୍ରାଏଲର ଉଦ୍ଧାର ନିମନ୍ତେ ଉତ୍ପନ୍ନ ହେଲେ; ସେ ଇଫ୍ରୟିମ-ପର୍ବତମୟ ଦେଶସ୍ଥ ଶାମୀରରେ ବାସ କଲେ।


ସେସମୟରେ ଯିହୁଦା ବଂଶୀୟ ବେଥଲିହିମ-ଯିହୁଦାର ଏକ ଲେବୀୟ ଯୁବା ଲୋକ ସେଠାରେ ପ୍ରବାସ କରୁଥିଲା।


ଇସ୍ରାଏଲ ମଧ୍ୟରେ ରାଜା ନ ଥିବା ସମୟରେ ଏପରି ଘଟିଲା ଯେ, ଇଫ୍ରୟିମ-ପର୍ବତମୟ ଦେଶର ଅନ୍ତଃପ୍ରଦେଶରେ ପ୍ରବାସୀ ଏକ ଲେବୀୟ ଲୋକ ବେଥଲିହିମ-ଯିହୁଦାରୁ ଏକ ଉପପତ୍ନୀ ଗ୍ରହଣ କଲା।


Swiv nou:

Piblisite


Piblisite