Biblia Todo Logo
Bib sou entènèt

- Piblisite -




ବିଚାରକର୍ତ୍ତା 13:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ଏଣୁ ସେ ସ୍ତ୍ରୀ ଶୀଘ୍ର ଧାଇଁଯାଇ ଆପଣା ସ୍ୱାମୀକୁ ସମ୍ବାଦ ଦେଇ କହିଲା, “ଦେଖ, ସେଦିନ ଯେଉଁ ଲୋକ ମୋʼ ନିକଟକୁ ଆସିଥିଲେ, ସେ ମୋତେ ଦର୍ଶନ ଦେଇଅଛନ୍ତି।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ଏଣୁ ସେ ସ୍ତ୍ରୀ ଶୀଘ୍ର ଧାଇଁଯାଇ ଆପଣା ସ୍ଵାମୀକି ସମ୍ଵାଦ ଦେଇ କହିଲା, ଦେଖ, ସେଦିନ ଯେଉଁ ଲୋକ ମୋʼ ନିକଟକୁ ଆସିଥିଲେ, ସେ ମୋତେ ଦର୍ଶନ ଦେଇଅଛନ୍ତି।

Gade chapit la Kopi

ଓଡିଆ ବାଇବେଲ

10 ଏଣୁ ସେ ସ୍ତ୍ରୀ ଶୀଘ୍ର ଧାଇଁଯାଇ ଆପଣା ସ୍ୱାମୀକି ସମ୍ବାଦ ଦେଇ କହିଲା, ଦେଖ, ସେଦିନ ଯେଉଁ ଲୋକ ମୋ’ ନିକଟକୁ ଆସିଥିଲେ, ସେ ମୋତେ ଦର୍ଶନ ଦେଇଅଛନ୍ତି।

Gade chapit la Kopi

ପବିତ୍ର ବାଇବଲ

10 ତେଣୁ ସ୍ତ୍ରୀଲୋକଟି ତାଙ୍କ ସ୍ୱାମୀ ନିକଟକୁ ଶୀଘ୍ର ଦୌଡ଼ି ଗଲା ଓ କହିଲା, “ସେଦିନ ଯେଉଁ ଲୋକ ମୋ’ ନିକଟକୁ ଆସିଥିଲେ ସେ ଲୋକ ପୁନର୍ବାର ଦେଖା ଦେଲେ।”

Gade chapit la Kopi




ବିଚାରକର୍ତ୍ତା 13:10
4 Referans Kwoze  

ଏଉତ୍ତାରେ ସେହି ସ୍ତ୍ରୀ ଆସି ଆପଣା ସ୍ୱାମୀକୁ କହିଲା, “ପରମେଶ୍ୱରଙ୍କର ଏକ ଲୋକ ମୋʼ ନିକଟକୁ ଆସିଲେ। ତାହାଙ୍କ ରୂପ ପରମେଶ୍ୱରଙ୍କ ଦୂତଙ୍କ ରୂପ ତୁଲ୍ୟ ଅତି ଭୟଙ୍କର; ମାତ୍ର ସେ କେଉଁଠାରୁ ଆସିଲେ, ଏହା ମୁଁ ତାହାଙ୍କୁ ପଚାରିଲି ନାହିଁ, କିଅବା ସେ ଆପଣା ନାମ ମୋତେ କହିଲେ ନାହିଁ;


ତହୁଁ ପରମେଶ୍ୱର ମାନୋହର ରବ ଶୁଣିଲେ; ପୁଣି ସେ ସ୍ତ୍ରୀ କ୍ଷେତ୍ରରେ ବସିଥିବା ବେଳେ ପରମେଶ୍ୱରଙ୍କ ଦୂତ ପୁନର୍ବାର ତାହା ନିକଟକୁ ଆସିଲେ; ମାତ୍ର ତାହାର ସ୍ୱାମୀ ମାନୋହ ତାହା ସଙ୍ଗରେ ନ ଥିଲା।


Swiv nou:

Piblisite


Piblisite