Biblia Todo Logo
Bib sou entènèt

- Piblisite -




ବିଚାରକର୍ତ୍ତା 13:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ତହିଁରେ ମାନୋହ ଉଠି ଆପଣା ଭାର୍ଯ୍ୟାର ପଛେ ପଛେ ଗଲା ଓ ସେହି ଲୋକଙ୍କ ନିକଟକୁ ଆସି ତାହାଙ୍କୁ କହିଲା, “ଏହି ସ୍ତ୍ରୀ ସଙ୍ଗରେ ଯେ କଥା କହିଥିଲେ, ସେ କି ଆପଣ?” ସେ କହିଲେ, “ହଁ, ମୁଁ ସେହି।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ତହିଁରେ ମାନୋହ ଉଠି ଆପଣା ଭାର୍ଯ୍ୟାର ପଛେ ପଛେ ଗଲା ଓ ସେହି ଲୋକଙ୍କ ନିକଟକୁ ଆସି ତାହାଙ୍କୁ କହିଲା, ଏହି ସ୍ତ୍ରୀ ସଙ୍ଗରେ ଯେ କଥା କହିଥିଲେ, ସେ କି ଆପଣ? ସେ କହିଲେ, ଆମ୍ଭେ।

Gade chapit la Kopi

ଓଡିଆ ବାଇବେଲ

11 ତହିଁରେ ମାନୋହ ଉଠି ଆପଣା ଭାର୍ଯ୍ୟାର ପଛେ ପଛେ ଗଲା ଓ ସେହି ଲୋକଙ୍କ ନିକଟକୁ ଆସି ତାହାଙ୍କୁ କହିଲା, ଏହି ସ୍ତ୍ରୀ ସଙ୍ଗରେ ଯେ କଥା କହିଥିଲେ, ସେ କି ଆପଣ ? ସେ କହିଲେ, “ହଁ, ମୁଁ ସେହି।”

Gade chapit la Kopi

ପବିତ୍ର ବାଇବଲ

11 ମାନୋହ ଉଠି ତାଙ୍କ ସ୍ତ୍ରୀଙ୍କ ପଛେ ପଛେ ଗଲା। ଏବଂ ମାନୋହ ତାଙ୍କୁ ପଗ୍ଭରିଲେ, “ଆପଣ କ’ଣ ସେହି ଲୋକ ଯିଏ କି ମୋ’ ସ୍ତ୍ରୀଙ୍କୁ ଆଗରୁ ଦେଖା ଦେଇଥିଲେ?” ଦୂତ ଜଣକ କହିଲେ “ହଁ, ମୁଁ?”

Gade chapit la Kopi




ବିଚାରକର୍ତ୍ତା 13:11
5 Referans Kwoze  

ତହିଁରେ ମାନୋହ ସଦାପ୍ରଭୁଙ୍କୁ ବିନତି କରି କହିଲା, “ହେ ପ୍ରଭୋ, ବିନୟ କରୁଅଛି, ପରମେଶ୍ୱରଙ୍କ ଯେଉଁ ଲୋକଙ୍କୁ ଆପଣ ପଠାଇଥିଲେ, ସେ ଆମ୍ଭମାନଙ୍କ ନିକଟକୁ ପୁନର୍ବାର ଆସନ୍ତୁ ଓ ଯେଉଁ ବାଳକ ଜନ୍ମିବ, ତାହା ପ୍ରତି ଆମ୍ଭମାନଙ୍କର କି କର୍ତ୍ତବ୍ୟ, ଏହା ଆମ୍ଭମାନଙ୍କୁ ଶିଖାଉନ୍ତୁ।”


ତହୁଁ ମାନୋହ କହିଲା, “ଆପଣଙ୍କ ବାକ୍ୟ ସଫଳ ହେଉ; ବାଳକ ପ୍ରତି କି ବିଧି ଓ ତାହାର କି କାର୍ଯ୍ୟ ହେବ?”


ତହିଁରେ ସଦାପ୍ରଭୁଙ୍କ ଦୂତ ମାନୋହକୁ କହିଲେ, “ଆମ୍ଭେ ସେହି ସ୍ତ୍ରୀକୁ ଯାହା ଯାହା କହିଅଛୁ, ତାହାସବୁ ସେ ମାନୁ।


ତୁମ୍ଭେ ଆପଣା ଦାସ ମୋʼ ପିତା ଦାଉଦଙ୍କୁ ଯାହା ପ୍ରତିଜ୍ଞା କରିଥିଲ, ତାହା ପାଳନ କରିଅଛ; ହଁ, ତୁମ୍ଭେ ଆପଣା ମୁଖରେ କହିଥିଲ, ପୁଣି ଆଜି ଆପଣା ହସ୍ତରେ ତାହା ସଫଳ କରିଅଛ।


ପୁଣି ଯିହୋଶୂୟ ଯିରୀହୋ ନିକଟରେ ଥିବା ବେଳେ ଏପରି ହେଲା ଯେ, ସେ ଚକ୍ଷୁ ମେଲାଇ ଅନାଇଲେ, ଆଉ ଦେଖ, ନିଷ୍କୋଷ ଖଡ୍ଗ ହସ୍ତ ଏକ ପୁରୁଷ ତାଙ୍କ ସମ୍ମୁଖରେ ଛିଡ଼ା ହେଲେ; ଏଥିରେ ଯିହୋଶୂୟ ତାଙ୍କ ନିକଟକୁ ଯାଇ ତାଙ୍କୁ ପଚାରିଲେ, “ତୁମ୍ଭେ ଆମ୍ଭମାନଙ୍କ ପକ୍ଷ କି ଆମ୍ଭମାନଙ୍କ ବିପକ୍ଷମାନଙ୍କ ପକ୍ଷ?”


Swiv nou:

Piblisite


Piblisite