Biblia Todo Logo
Bib sou entènèt

- Piblisite -




ବିଚାରକର୍ତ୍ତା 13:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ତହିଁରେ ସଦାପ୍ରଭୁଙ୍କ ଦୂତ ମାନୋହକୁ କହିଲେ, “ଆମ୍ଭେ ସେହି ସ୍ତ୍ରୀକୁ ଯାହା ଯାହା କହିଅଛୁ, ତାହାସବୁ ସେ ମାନୁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ତହିଁରେ ସଦାପ୍ରଭୁଙ୍କ ଦୂତ ମାନୋହକୁ କହିଲେ, ଆମ୍ଭେ ସେହି ସ୍ତ୍ରୀକୁ ଯାହା ଯାହା କହିଅଛୁ, ତାହାସବୁ ସେ ମାନୁ।

Gade chapit la Kopi

ଓଡିଆ ବାଇବେଲ

13 ତହିଁରେ ସଦାପ୍ରଭୁଙ୍କ ଦୂତ ମାନୋହକୁ କହିଲେ, ଆମ୍ଭେ ସେହି ସ୍ତ୍ରୀକୁ ଯାହା ଯାହା କହିଅଛୁ, ତାହାସବୁ ସେ ମାନୁ।

Gade chapit la Kopi

ପବିତ୍ର ବାଇବଲ

13 ସଦାପ୍ରଭୁଙ୍କର ଦୂତ ମାନୋହକୁ କହିଲେ, “ମୁଁ ଯାହା କହିଲି, ତୁମ୍ଭର ସ୍ତ୍ରୀ ସମସ୍ତ ପାଳନ କରିବା ଉଚିତ୍।

Gade chapit la Kopi




ବିଚାରକର୍ତ୍ତା 13:13
4 Referans Kwoze  

ଏଥିରେ ଗୋଟିଏ ବୁଦା ମଧ୍ୟରୁ ଅଗ୍ନିଶିଖାରେ ସଦାପ୍ରଭୁଙ୍କ ଦୂତ ତାଙ୍କୁ ଦର୍ଶନ ଦେଲେ; ତହୁଁ ସେ ଅନାଇଲେ, ଆଉ ଦେଖ, ବୁଦା ଅଗ୍ନିରେ ପ୍ରଜ୍ୱଳିତ ହେଉଅଛି, ତଥାପି ବୁଦା ନଷ୍ଟ ହେଉ ନାହିଁ।


ଏହେତୁ ଏବେ ଏହା କର ଓ ତୁମ୍ଭେ ସାବଧାନ ହୁଅ, ଦ୍ରାକ୍ଷାରସ କି ମଦ୍ୟ ପାନ କର ନାହିଁ ଓ କୌଣସି ଅଶୁଚି ଦ୍ରବ୍ୟ ଭୋଜନ କର ନାହିଁ;


ତହିଁରେ ମାନୋହ ଉଠି ଆପଣା ଭାର୍ଯ୍ୟାର ପଛେ ପଛେ ଗଲା ଓ ସେହି ଲୋକଙ୍କ ନିକଟକୁ ଆସି ତାହାଙ୍କୁ କହିଲା, “ଏହି ସ୍ତ୍ରୀ ସଙ୍ଗରେ ଯେ କଥା କହିଥିଲେ, ସେ କି ଆପଣ?” ସେ କହିଲେ, “ହଁ, ମୁଁ ସେହି।”


ତହୁଁ ମାନୋହ କହିଲା, “ଆପଣଙ୍କ ବାକ୍ୟ ସଫଳ ହେଉ; ବାଳକ ପ୍ରତି କି ବିଧି ଓ ତାହାର କି କାର୍ଯ୍ୟ ହେବ?”


Swiv nou:

Piblisite


Piblisite