Biblia Todo Logo
Bib sou entènèt

- Piblisite -




ବିଚାରକର୍ତ୍ତା 13:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ଆହୁରି ମାନୋହ ସଦାପ୍ରଭୁଙ୍କ ଦୂତଙ୍କୁ କହିଲା, “ବିନୟ କରୁଅଛି, ଆପଣଙ୍କ ପାଇଁ ଛେଳି ଛୁଆଟିଏ ପ୍ରସ୍ତୁତ କରିବା ଯାଏ ଆମ୍ଭେମାନେ ଆପଣଙ୍କୁ ଅଟକାଇ ରଖୁ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 ଆହୁରି ମାନୋହ ସଦାପ୍ରଭୁଙ୍କ ଦୂତଙ୍କୁ କହିଲା, ବିନୟ କରୁଅଛି, ଆପଣଙ୍କ ପାଇଁ ଛେଳି ଛୁଆଟିଏ ପ୍ରସ୍ତୁତ କରିବାଯାଏ ଆମ୍ଭେମାନେ ଆପଣଙ୍କୁ ଅଟକାଇ ରଖୁ।

Gade chapit la Kopi

ଓଡିଆ ବାଇବେଲ

15 ଆହୁରି ମାନୋହ ସଦାପ୍ରଭୁଙ୍କ ଦୂତଙ୍କୁ କହିଲା, ବିନୟ କରୁଅଛି, ଆପଣଙ୍କ ପାଇଁ ଛେଳିଛୁଆଟିଏ ପ୍ରସ୍ତୁତ କରିବାଯାଏ ଆମ୍ଭେମାନେ ଆପଣଙ୍କୁ ଅଟକାଇ ରଖୁ।

Gade chapit la Kopi

ପବିତ୍ର ବାଇବଲ

15 ଏହା ପରେ ମାନୋହ ସଦାପ୍ରଭୁଙ୍କ ଦୂତଙ୍କୁ କହିଲା, “ବିନୟ କରୁଅଛୁ, ଆପଣ ଆମ୍ଭ ସହିତ କିଛି ସମୟ ରୁହନ୍ତୁ। ଆମ୍ଭେ ଆପଣଙ୍କ ପାଇଁ ଏକ ଯୁବାଛେଳି ପ୍ରସ୍ତୁତ କରିବୁ।”

Gade chapit la Kopi




ବିଚାରକର୍ତ୍ତା 13:15
4 Referans Kwoze  

ପୁଣି ସଦାପ୍ରଭୁଙ୍କ ଦୂତ ସେହି ସ୍ତ୍ରୀକୁ ଦର୍ଶନ ଦେଇ ତାହାକୁ କହିଲେ, “ଦେଖ, ତୁମ୍ଭେ ବନ୍ଧ୍ୟା ଓ ପ୍ରସବ କରି ନାହଁ; ମାତ୍ର ତୁମ୍ଭେ ଗର୍ଭବତୀ ହୋଇ ପୁତ୍ର ପ୍ରସବ କରିବ।


ତହୁଁ ପରମେଶ୍ୱରଙ୍କ ଦୂତ ତାଙ୍କୁ କହିଲେ, “ଏହି ମାଂସ ଓ ତାଡ଼ିଶୂନ୍ୟ ପିଠାସବୁ ନେଇ ଏହି ଶୈଳ ଉପରେ ରଖ ଓ ତହିଁ ଉପରେ ଝୋଳ ଢାଳ;” ତହୁଁ ସେ ସେପରି କଲେ।


Swiv nou:

Piblisite


Piblisite