Biblia Todo Logo
Bib sou entènèt

- Piblisite -




ବିଚାରକର୍ତ୍ତା 13:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ସେହି ସମୟରେ ଦାନୀୟ ଗୋଷ୍ଠୀ ମଧ୍ୟରେ ସରାୟ ନିବାସୀ ଏକ ମନୁଷ୍ୟ ଥିଲା, ତାହାର ନାମ ମାନୋହ; ତାହାର ଭାର୍ଯ୍ୟା ବନ୍ଧ୍ୟା ଓ ପ୍ରସବ କରି ନ ଥିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ସେହି ସମୟରେ ଦାନୀୟ ଗୋଷ୍ଠୀ ମଧ୍ୟରେ ସରୀୟ ନିବାସୀ ଏକ ମନୁଷ୍ୟ ଥିଲା, ତାହାର ନାମ ମାନୋହ; ତାହାର ଭାର୍ଯ୍ୟା ବନ୍ଧ୍ୟା ଓ ପ୍ରସବ କରି ନ ଥିଲା।

Gade chapit la Kopi

ଓଡିଆ ବାଇବେଲ

2 ସେହି ସମୟରେ ଦାନୀୟ ଗୋଷ୍ଠୀ ମଧ୍ୟରେ ସରାୟ ନିବାସୀ ଏକ ମନୁଷ୍ୟ ଥିଲା, ତାହାର ନାମ ମାନୋହ; ତାହାର ଭାର୍ଯ୍ୟା ବନ୍ଧ୍ୟା ଓ ପ୍ରସବ କରି ନ ଥିଲା।

Gade chapit la Kopi

ପବିତ୍ର ବାଇବଲ

2 ଏହା ପରେ ସରିୟନିବାସୀ ଜଣେ ଲୋକ ଯାହାର ନାମ ଥିଲା ମାନୋହ। ତାଙ୍କର ଏକ ସ୍ତ୍ରୀ ଥିଲା କିନ୍ତୁ ସେ ଥିଲା ବନ୍ଧ୍ୟା। କାରଣ ସେ କୌଣସି ପିଲାକୁ ଜନ୍ମ ଦେବାକୁ ଅକ୍ଷମ ଥିଲା।

Gade chapit la Kopi




ବିଚାରକର୍ତ୍ତା 13:2
10 Referans Kwoze  

ସେମାନଙ୍କ ଅଧିକାରର ସୀମା ସରାୟ ଓ ଇଷ୍ଟାୟୋଲ ଓ ଇରଶେମଶ୍‍


କିନ୍ତୁ ସେମାନଙ୍କର ସନ୍ତାନ ନ ଥିଲା, କାରଣ ଏଲୀଶାବେଥ ବନ୍ଧ୍ୟା ଥିଲେ, ପୁଣି, ଉଭୟଙ୍କ ବୟସ ଅଧିକ ହୋଇଯାଇଥିଲା।


ତଳଭୂମିରେ ଇଷ୍ଟାୟୋଲ ଓ ସରାୟ ଓ ଅସ୍‍ନା


ଇସ୍‌ହାକଙ୍କର ସେହି ଭାର୍ଯ୍ୟା ବନ୍ଧ୍ୟା ହେବାରୁ ସେ ତାହା ନିମନ୍ତେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲେ; ତହିଁରେ ସଦାପ୍ରଭୁ ତାଙ୍କର ପ୍ରାର୍ଥନା ଶୁଣନ୍ତେ, ତାହାର ଭାର୍ଯ୍ୟା ରିବିକା ଗର୍ଭବତୀ ହେଲା।


ଅବ୍ରାମଙ୍କର ଭାର୍ଯ୍ୟା ସାରୀ ନିଃସନ୍ତାନା ଥିଲେ, ପୁଣି, ହାଗାର ନାମ୍ନୀ ତାଙ୍କର ଏକ ମିସରୀୟା ଦାସୀ ଥିଲା।


ଏଥିଉତ୍ତାରେ ସଦାପ୍ରଭୁଙ୍କ ଦୂତ ଗିଲ୍‍ଗଲ୍‍ରୁ ବୋଖୀମକୁ ଆସିଲେ, ଆଉ ସେ କହିଲେ, “ଆମ୍ଭେ ତୁମ୍ଭମାନଙ୍କୁ ମିସରରୁ ଆଣିଲୁ ଓ ଯେଉଁ ଦେଶ ଦେବା ପାଇଁ ତୁମ୍ଭମାନଙ୍କ ପୂର୍ବପୁରୁଷମାନଙ୍କ ନିକଟରେ ଶପଥ କରିଥିଲୁ, ସେଠାକୁ ତୁମ୍ଭମାନଙ୍କୁ ଆଣିଅଛୁ; ପୁଣି ଆମ୍ଭେ କହିଲୁ, ‘ଆମ୍ଭେ ତୁମ୍ଭମାନଙ୍କ ସହିତ ଆପଣା ନିୟମ ଅନନ୍ତକାଳ ପର୍ଯ୍ୟନ୍ତ ଲଙ୍ଘନ କରିବା ନାହିଁ।


ସେହି ସାରୀ ବନ୍ଧ୍ୟା ଥିଲେ, ତାଙ୍କର କୌଣସି ସନ୍ତାନ ନ ଥିଲା।


ଦାନ୍ ଇସ୍ରାଏଲର ଅନ୍ୟାନ୍ୟ ବଂଶ ତୁଲ୍ୟ ହୋଇ ଆପଣା ଲୋକମାନଙ୍କର ବିଚାର କରିବ।


ଆଉ କିରୀୟଥ୍‍-ଯିୟାରୀମ୍‍ର ଗୋଷ୍ଠୀ; ଯିତ୍ରୀୟ, ପୂଥୀୟ, ଶୂମାଥୀୟ ଓ ମିଶ୍ରାୟୀୟମାନେ; ଏମାନଙ୍କଠାରୁ ସରାୟୀୟ ଓ ଇଷ୍ଟାୟୋଲୀୟମାନେ ଉତ୍ପନ୍ନ ହେଲେ।


Swiv nou:

Piblisite


Piblisite