ବିଚାରକର୍ତ୍ତା 13:21 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ଏଥିଉତ୍ତାରେ ସଦାପ୍ରଭୁଙ୍କ ଦୂତ ମାନୋହକୁ ଓ ତାହାର ଭାର୍ଯ୍ୟାକୁ ଆଉ ଦର୍ଶନ ଦେଲେ ନାହିଁ। ତହୁଁ ସେ ସଦାପ୍ରଭୁଙ୍କ ଦୂତ ବୋଲି ମାନୋହ ଜାଣିଲା। Gade chapit laପବିତ୍ର ବାଇବଲ (Re-edited) - (BSI)21 ଏ ଉତ୍ତାରେ ସଦାପ୍ରଭୁଙ୍କ ଦୂତ ମାନୋହକୁ ଓ ତାହାର ଭାର୍ଯ୍ୟାକୁ ଆଉ ଦର୍ଶନ ଦେଲେ ନାହିଁ। ତହୁଁ ସେ ସଦାପ୍ରଭୁଙ୍କ ଦୂତ ବୋଲି ମାନୋହ ଜାଣିଲା। Gade chapit laଓଡିଆ ବାଇବେଲ21 ଏଥିଉତ୍ତାରେ ସଦାପ୍ରଭୁଙ୍କ ଦୂତ ମାନୋହକୁ ଓ ତାହାର ଭାର୍ଯ୍ୟାକୁ ଆଉ ଦର୍ଶନ ଦେଲେ ନାହିଁ। ତହୁଁ ସେ ସଦାପ୍ରଭୁଙ୍କ ଦୂତ ବୋଲି ମାନୋହ ଜାଣିଲା। Gade chapit laପବିତ୍ର ବାଇବଲ21 ବାସ୍ତବରେ ମାନୋହ ବୁଝିପାରିଲେ ଯେ ସେ ହେଉଛନ୍ତି ସଦାପ୍ରଭୁଙ୍କର ଦୂତ। ଏହା ପରେ ସଦାପ୍ରଭୁଙ୍କର ଦୂତ ଆଉ ମାନୋହ ଓ ତାଙ୍କର ସ୍ତ୍ରୀକୁ କେବେ ପୁଣି ଦେଖା ଦେଲେ ନାହିଁ। Gade chapit la |