ବିଚାରକର୍ତ୍ତା 13:23 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ମାତ୍ର ତାହାର ଭାର୍ଯ୍ୟା ତାହାକୁ କହିଲା, “ଯେବେ ଆମ୍ଭମାନଙ୍କୁ ବଧ କରିବାକୁ ସଦାପ୍ରଭୁଙ୍କର ସନ୍ତୋଷ ଥାଆନ୍ତା, ତେବେ ସେ ଆମ୍ଭମାନଙ୍କ ହସ୍ତରୁ ହୋମବଳି ଓ ଭକ୍ଷ୍ୟ ନୈବେଦ୍ୟ ଗ୍ରହଣ କରି ନ ଥାଆନ୍ତେ, ଅବା ସେ ଏସବୁ ବିଷୟ ଆମ୍ଭମାନଙ୍କୁ ଦେଖାଇ ନ ଥାଆନ୍ତେ, କିଅବା ଏସମୟରେ ଏପରି କଥା ଶୁଣାଇ ନ ଥାଆନ୍ତେ।” Gade chapit laପବିତ୍ର ବାଇବଲ (Re-edited) - (BSI)23 ମାତ୍ର ତାହାର ଭାର୍ଯ୍ୟା ତାହାକୁ କହିଲା, ଯେବେ ଆମ୍ଭମାନଙ୍କୁ ବଧ କରିବାକୁ ସଦାପ୍ରଭୁଙ୍କର ସନ୍ତୋଷ ଥାʼନ୍ତା, ତେବେ ସେ ଆମ୍ଭମାନଙ୍କ ହସ୍ତରୁ ହୋମବଳି ଓ ଭକ୍ଷ୍ୟ-ନୈବେଦ୍ୟ ଗ୍ରହଣ କରି ନ ଥାʼନ୍ତେ, ଅବା ସେ ଏସବୁ ବିଷୟ ଆମ୍ଭମାନଙ୍କୁ ଦେଖାଇ ନ ଥାʼନ୍ତେ, କିଅବା ଏ ସମୟରେ ଏପରି କଥା ଶୁଣାଇ ନ ଥାʼନ୍ତେ। Gade chapit laଓଡିଆ ବାଇବେଲ23 ମାତ୍ର ତାହାର ଭାର୍ଯ୍ୟା ତାହାକୁ କହିଲା, ଯେବେ ଆମ୍ଭମାନଙ୍କୁ ବଧ କରିବାକୁ ସଦାପ୍ରଭୁଙ୍କର ସନ୍ତୋଷ ଥାଆନ୍ତା, ତେବେ ସେ ଆମ୍ଭମାନଙ୍କ ହସ୍ତରୁ ହୋମବଳି ଓ ଭକ୍ଷ୍ୟ ନୈବେଦ୍ୟ ଗ୍ରହଣ କରି ନ ଥାଆନ୍ତେ, ଅବା ସେ ଏସବୁ ବିଷୟ ଆମ୍ଭମାନଙ୍କୁ ଦେଖାଇ ନ ଥାଆନ୍ତେ, କିଅବା ଏ ସମୟରେ ଏପରି କଥା ଶୁଣାଇ ନ ଥାଆନ୍ତେ। Gade chapit laପବିତ୍ର ବାଇବଲ23 କିନ୍ତୁ ତା'ର ସ୍ତ୍ରୀ ଉତ୍ତର ଦେଲା, “ସଦାପ୍ରଭୁ ଆମ୍ଭକୁ ମାରିବାକୁ ଗ୍ଭହାନ୍ତି ନାହିଁ। ଯଦି ସଦାପ୍ରଭୁ ଆମ୍ଭମାନଙ୍କୁ ମାରିବାକୁ ଗ୍ଭହିଁଥା’ନ୍ତେ, ତେବେ ସେ ଆମ୍ଭର ହୋମବଳି ଓ ଶସ୍ୟ ନୈବେଦ୍ୟ ଗ୍ରହଣ କରି ନ ଥା’ନ୍ତେ। ସେ ଆମ୍ଭକୁ ଏପରି ଆଶ୍ଚର୍ଯ୍ୟ ଦୃଶ୍ୟ ଦେଖାଇ ନ ଥା’ନ୍ତେ ଓ ଏହିସବୁ କଥା କହି ନ ଥା’ନ୍ତେ।” Gade chapit la |