Biblia Todo Logo
Bib sou entènèt

- Piblisite -




ବିଚାରକର୍ତ୍ତା 13:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ତହୁଁ ପରମେଶ୍ୱର ମାନୋହର ରବ ଶୁଣିଲେ; ପୁଣି ସେ ସ୍ତ୍ରୀ କ୍ଷେତ୍ରରେ ବସିଥିବା ବେଳେ ପରମେଶ୍ୱରଙ୍କ ଦୂତ ପୁନର୍ବାର ତାହା ନିକଟକୁ ଆସିଲେ; ମାତ୍ର ତାହାର ସ୍ୱାମୀ ମାନୋହ ତାହା ସଙ୍ଗରେ ନ ଥିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ତହୁଁ ପରମେଶ୍ଵର ମାନୋହର ରବ ଶୁଣିଲେ; ପୁଣି ସେ ସ୍ତ୍ରୀ କ୍ଷେତ୍ରରେ ବସିଥିବା ବେଳେ ପରମେଶ୍ଵରଙ୍କ ଦୂତ ପୁନର୍ବାର ତାହା ନିକଟକୁ ଆସିଲେ; ମାତ୍ର ତାହାର ସ୍ଵାମୀ ମାନୋହ ତାହା ସଙ୍ଗରେ ନ ଥିଲା।

Gade chapit la Kopi

ଓଡିଆ ବାଇବେଲ

9 ତହୁଁ ପରମେଶ୍ୱର ମାନୋହର ରବ ଶୁଣିଲେ; ପୁଣି ସେ ସ୍ତ୍ରୀ କ୍ଷେତ୍ରରେ ବସିଥିବା ବେଳେ ପରମେଶ୍ୱରଙ୍କ ଦୂତ ପୁନର୍ବାର ତାହା ନିକଟକୁ ଆସିଲେ; ମାତ୍ର ତାହାର ସ୍ୱାମୀ ମାନୋହ ତାହା ସଙ୍ଗରେ ନ ଥିଲା।

Gade chapit la Kopi

ପବିତ୍ର ବାଇବଲ

9 ପରମେଶ୍ୱର ମାନୋହର ପ୍ରାର୍ଥନା ଶୁଣିଲେ। ସେହି ସଦାପ୍ରଭୁଙ୍କର ଦୂତ ପୁନ୍ନରାୟ ସେହି ସ୍ତ୍ରୀଲୋକ ପାଖକୁ ଆସିଲେ, ସେହି ସ୍ତ୍ରୀ ଜଣକ ଯେତେବେଳେ କ୍ଷେତରେ ତାଙ୍କ ସ୍ୱାମୀଙ୍କ ବିନା ଏକା ଥିଲେ, ସେହି ସମୟରେ ଦୂତ ତାଙ୍କ ନିକଟକୁ ଆସିଲେ।

Gade chapit la Kopi




ବିଚାରକର୍ତ୍ତା 13:9
4 Referans Kwoze  

ଆହେ, ପ୍ରାର୍ଥନା ଶ୍ରବଣକାରୀ ଯେ ତୁମ୍ଭେ, ତୁମ୍ଭ ନିକଟକୁ ସକଳ ପ୍ରାଣୀ ଆସିବେ।


ତହିଁରେ ମାନୋହ ସଦାପ୍ରଭୁଙ୍କୁ ବିନତି କରି କହିଲା, “ହେ ପ୍ରଭୋ, ବିନୟ କରୁଅଛି, ପରମେଶ୍ୱରଙ୍କ ଯେଉଁ ଲୋକଙ୍କୁ ଆପଣ ପଠାଇଥିଲେ, ସେ ଆମ୍ଭମାନଙ୍କ ନିକଟକୁ ପୁନର୍ବାର ଆସନ୍ତୁ ଓ ଯେଉଁ ବାଳକ ଜନ୍ମିବ, ତାହା ପ୍ରତି ଆମ୍ଭମାନଙ୍କର କି କର୍ତ୍ତବ୍ୟ, ଏହା ଆମ୍ଭମାନଙ୍କୁ ଶିଖାଉନ୍ତୁ।”


ଏଣୁ ସେ ସ୍ତ୍ରୀ ଶୀଘ୍ର ଧାଇଁଯାଇ ଆପଣା ସ୍ୱାମୀକୁ ସମ୍ବାଦ ଦେଇ କହିଲା, “ଦେଖ, ସେଦିନ ଯେଉଁ ଲୋକ ମୋʼ ନିକଟକୁ ଆସିଥିଲେ, ସେ ମୋତେ ଦର୍ଶନ ଦେଇଅଛନ୍ତି।”


Swiv nou:

Piblisite


Piblisite