Biblia Todo Logo
Bib sou entènèt

- Piblisite -




ବିଚାରକର୍ତ୍ତା 14:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଏଥିଉତ୍ତାରେ ଶାମ୍‍ଶୋନ୍‍ ତିମ୍ନାକୁ ଯାଇ ସେ ସ୍ଥାନରେ ପଲେଷ୍ଟୀୟମାନଙ୍କ କନ୍ୟାଗଣ ମଧ୍ୟରେ ଗୋଟିଏ ଅବିବାହିତ ସ୍ତ୍ରୀଲୋକକୁ ଦେଖିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ଅନନ୍ତର ଶାମ୍ଶୋନ୍ ତିମ୍ନାକୁ ଯାଇ ସେ ସ୍ଥାନରେ ପଲେଷ୍ଟୀୟମାନଙ୍କ କନ୍ୟାଗଣ ମଧ୍ୟରେ ଗୋଟିଏ ସ୍ତ୍ରୀଲୋକକୁ ଦେଖିଲା।

Gade chapit la Kopi

ଓଡିଆ ବାଇବେଲ

1 ଏଥିଉତ୍ତାରେ ଶାମ୍‍ଶୋନ୍‍ ତିମ୍ନାକୁ ଯାଇ ସେ ସ୍ଥାନରେ ପଲେଷ୍ଟୀୟମାନଙ୍କ କନ୍ୟାଗଣ ମଧ୍ୟରେ ଗୋଟିଏ ଅବିବାହିତ ସ୍ତ୍ରୀ ଲୋକକୁ ଦେଖିଲା।

Gade chapit la Kopi

ପବିତ୍ର ବାଇବଲ

1 ଶା‌ମ୍‌ଶୋନ୍ ତିମ୍ନାକୁ ଯାଇ ସେ ସ୍ଥାନରେ ପଲେଷ୍ଟୀୟମାନଙ୍କ କନ୍ୟାଗଣ ମଧ୍ୟରେ ଗୋଟିଏ ସ୍ତ୍ରୀକୁ ଦେଖିଲେ।

Gade chapit la Kopi




ବିଚାରକର୍ତ୍ତା 14:1
12 Referans Kwoze  

ଓ ଏଲୋନ ଓ ତିମ୍ନାଥା ଓ ଇକ୍ରୋଣ


ତହୁଁ ସେ ସୀମା ବାଲାଠାରୁ ସେୟୀର ପର୍ବତ ପର୍ଯ୍ୟନ୍ତ ପଶ୍ଚିମ ଦିଗରେ ବୁଲିକରି ବସାଲୋନ ନାମରେ ପ୍ରସିଦ୍ଧ ଯିୟାରୀମ ପର୍ବତର ଉତ୍ତର ପାର୍ଶ୍ୱ ପର୍ଯ୍ୟନ୍ତ ଗଲା; ତହୁଁ ତାହା ବେଥ୍-ଶେମଶରେ ପଡ଼ି ତିମ୍ନା ପର୍ଯ୍ୟନ୍ତ ଗଲା।


କାରଣ ଶାରୀରିକ ଅଭିଳାଷ, ଚକ୍ଷୁର ଅଭିଳାଷ ଓ ଲୌକିକ ଗର୍ବ, ସଂସାରରେ ଥିବା ଏହି ସମସ୍ତ ବିଷୟ ପିତାଙ୍କଠାରୁ ନୁହେଁ, ମାତ୍ର ସଂସାରରୁ ଉତ୍ପନ୍ନ ହୋଇଥାଏ।


ଅସାର ଦର୍ଶନରୁ ମୋହର ଚକ୍ଷୁ ଫେରାଅ ଓ ତୁମ୍ଭ ପଥରେ ମୋତେ ସଚେତ କର।


ମୁଁ ଆପଣା ଚକ୍ଷୁ ସଙ୍ଗେ ନିୟମ କଲି; ତେବେ ମୁଁ ଯୁବତୀ ପ୍ରତି କିପରି ଅନାଇବି?


ଦିନେ ସନ୍ଧ୍ୟା ସମୟରେ ଦାଉଦ ଆପଣା ଶଯ୍ୟାରୁ ଉଠି ରାଜଗୃହର ଛାତ ଉପରେ ବୁଲୁଥିଲେ; ପୁଣି ସେହି ଛାତ ଉପରୁ ସେ ଏକ ସ୍ତ୍ରୀକୁ ସ୍ନାନ କରୁଥିବା ଦେଖିଲେ; ସେହି ସ୍ତ୍ରୀ ଦେଖିବାକୁ ଅତି ସୁନ୍ଦରୀ ଥିଲା।


ସେତେବେଳେ ପରମେଶ୍ୱରଙ୍କ ପୁତ୍ରଗଣ ମନୁଷ୍ୟମାନଙ୍କ କନ୍ୟାଗଣକୁ ରୂପବତୀ ଦେଖି, ସେମାନେ ଯେଉଁମାନଙ୍କୁ ପସନ୍ଦ କଲେ, ସେ ସମସ୍ତଙ୍କ ମଧ୍ୟରୁ ବିବାହ କରିବାକୁ ଲାଗିଲେ।


ପୁଣି ସଦାପ୍ରଭୁଙ୍କ ଆତ୍ମା ସରାୟ ଓ ଇଷ୍ଟାୟୋଲ ମଧ୍ୟବର୍ତ୍ତୀ ମହନୀ-ଦାନରେ ତାହାକୁ ଚଳାଇବାକୁ ଲାଗିଲେ।


ତହୁଁ ସେ ଆସି ଆପଣା ପିତା ଓ ମାତାକୁ କହିଲା, “ମୁଁ ତିମ୍ନାରେ ପଲେଷ୍ଟୀୟମାନଙ୍କ କନ୍ୟାଗଣ ମଧ୍ୟରେ ଗୋଟିଏ ସ୍ତ୍ରୀଲୋକ ଦେଖିଅଛି; ଏଣୁ ତୁମ୍ଭେମାନେ ଏବେ ତାହାକୁ ଆଣି ମୋତେ ବିବାହ ଦିଅ।”


ଏଥିଉତ୍ତାରେ ଶାମ୍‍ଶୋନ୍‍ ଘସା ନଗରକୁ ଯାଇ ସେଠାରେ ଏକ ବେଶ୍ୟା ଦେଖି ତାହା ସଙ୍ଗେ ଶୟନ କଲା।


Swiv nou:

Piblisite


Piblisite