Biblia Todo Logo
Bib sou entènèt

- Piblisite -




ବିଚାରକର୍ତ୍ତା 14:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ଏଥିଉତ୍ତାରେ ତାହାର ପିତା ସେହି ସ୍ତ୍ରୀ ନିକଟକୁ ଗଲା। ପୁଣି ଶାମ୍‍ଶୋନ୍‍ ତିମ୍ନାରେ ଗୋଟିଏ ଭୋଜି କଲା; କାରଣ ଯୁବାମାନଙ୍କର ସେପରି କରିବାର ରୀତି ଥିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ଏ ଉତ୍ତାରେ ତାହାର ପିତା ସେହି ସ୍ତ୍ରୀ ନିକଟକୁ ଗଲା। ପୁଣି ଶାମ୍ଶୋନ୍ ସେଠାରେ ଗୋଟିଏ ଭୋଜି କଲା; କାରଣ ଯୁବାମାନଙ୍କର ସେପରି କରିବାର ରୀତି ଥିଲା।

Gade chapit la Kopi

ଓଡିଆ ବାଇବେଲ

10 ଏଥିଉତ୍ତାରେ ତାହାର ପିତା ସେହି ସ୍ତ୍ରୀ ନିକଟକୁ ଗଲା। ପୁଣି ଶାମ୍‍ଶୋନ୍‍ ତିମ୍ନାରେ ଗୋଟିଏ ଭୋଜି କଲା; କାରଣ ଯୁବାମାନଙ୍କର ସେପରି କରିବାର ରୀତି ଥିଲା।

Gade chapit la Kopi

ପବିତ୍ର ବାଇବଲ

10 ଶା‌ମ୍‌ଶୋ‌ନଙ୍କର ପିତା ସେହି ପଲେଷ୍ଟୀୟ ସ୍ତ୍ରୀଲୋକଟିକୁ ଦେଖିବାକୁ ଗଲେ। ଏପରି ପ୍ରଥା ଥିଲା ଯେ ଯେଉଁଥିପାଇଁ ସେମାନେ ସେଠାରେ ଏକ ଭୋଜି ଦେଲେ।

Gade chapit la Kopi




ବିଚାରକର୍ତ୍ତା 14:10
8 Referans Kwoze  

ସେତେବେଳେ ସେ ମୋତେ କହିଲେ, “ଲେଖ, ଯେଉଁମାନେ ମେଷଶାବକଙ୍କ ବିବାହଭୋଜକୁ ନିମନ୍ତ୍ରିତ, ସେମାନେ ଧନ୍ୟ। ଆଉ ସେ ମୋତେ କହିଲେ, ଏହିସବୁ ଈଶ୍ବରଙ୍କ ସତ୍ୟ ବାକ୍ୟ।”


ହାସ୍ୟ ନିମନ୍ତେ ଭୋଜ ପ୍ରସ୍ତୁତ ହୁଏ, ପୁଣି ଦ୍ରାକ୍ଷାରସ ଜୀବନ ଆନନ୍ଦିତ କରେ; ଧନସବୁ କାର୍ଯ୍ୟରେ ଆସେ।


ତହିଁରେ ଲାବନ ସେହି ସ୍ଥାନର ସମସ୍ତ ଲୋକଙ୍କୁ ଏକତ୍ର କରି ଭୋଜ ପ୍ରସ୍ତୁତ କଲା।


ଭୋଜର ଅଧ୍ୟକ୍ଷ ଦ୍ରାକ୍ଷାରସରେ ପରିବର୍ତ୍ତନ ହୋଇଥିବା ସେହି ପାଣିକୁ ଚାଖି ତାହା କେଉଁଠାରୁ ଆସିଲା, ଏହା ଜାଣି ନ ଥିବାରୁ (କିନ୍ତୁ ଯେଉଁ ପରିଚାରକମାନେ ପାଣି କାଢ଼ିଥିଲେ, ସେମାନେ ଜାଣିଥିଲେ) ବରଙ୍କୁ ଡାକି କହିଲେ,


ତେଣୁ ସେ ହାତରେ କିଛି ନେଇ ତାହା ଖାଇ ଖାଇ ଆପଣା ପିତାମାତାଙ୍କ ନିକଟକୁ ଗଲା ଓ ସେ ସେମାନଙ୍କୁ ଦିଅନ୍ତେ, ସେମାନେ ଖାଇଲେ। ମାତ୍ର ସେ ଯେ ସିଂହ ଦେହରୁ ସେହି ମହୁ ନେଇଥିଲା, ଏହା ସେମାନଙ୍କୁ ଜଣାଇଲା ନାହିଁ।


ପୁଣି ସେମାନେ ତାହାକୁ ଦେଖନ୍ତେ, ତାହା ସଙ୍ଗେ ରହିବା ପାଇଁ ତିରିଶ ଜଣ ମିତ୍ର ଆଣିଲେ।


Swiv nou:

Piblisite


Piblisite