Biblia Todo Logo
Bib sou entènèt

- Piblisite -




ବିଚାରକର୍ତ୍ତା 14:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ତହୁଁ ସେ ଆସି ଆପଣା ପିତା ଓ ମାତାକୁ କହିଲା, “ମୁଁ ତିମ୍ନାରେ ପଲେଷ୍ଟୀୟମାନଙ୍କ କନ୍ୟାଗଣ ମଧ୍ୟରେ ଗୋଟିଏ ସ୍ତ୍ରୀଲୋକ ଦେଖିଅଛି; ଏଣୁ ତୁମ୍ଭେମାନେ ଏବେ ତାହାକୁ ଆଣି ମୋତେ ବିବାହ ଦିଅ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ତହୁଁ ସେ ଆସି ଆପଣା ପିତା ଓ ମାତାକୁ କହିଲା, ମୁଁ ତିମ୍ନାରେ ପଲେଷ୍ଟୀୟମାନଙ୍କ କନ୍ୟାଗଣ ମଧ୍ୟରେ ଗୋଟିଏ ସ୍ତ୍ରୀଲୋକ ଦେଖିଅଛି; ଏଣୁ ତୁମ୍ଭେମାନେ ଏବେ ତାହାକୁ ଆଣି ମୋତେ ବିବାହ ଦିଅ।

Gade chapit la Kopi

ଓଡିଆ ବାଇବେଲ

2 ତହୁଁ ସେ ଆସି ଆପଣା ପିତା ଓ ମାତାକୁ କହିଲା, ମୁଁ ତିମ୍ନାରେ ପଲେଷ୍ଟୀୟମାନଙ୍କ କନ୍ୟାଗଣ ମଧ୍ୟରେ ଗୋଟିଏ ସ୍ତ୍ରୀଲୋକ ଦେଖିଅଛି; ଏଣୁ ତୁମ୍ଭେମାନେ ଏବେ ତାହାକୁ ଆଣି ମୋତେ ବିବାହ ଦିଅ।

Gade chapit la Kopi

ପବିତ୍ର ବାଇବଲ

2 ସେ ଗୃହକୁ ଫେରି ତାଙ୍କର ପିତାମାତାଙ୍କୁ ଏ କଥା କହିଲେ, “ମୁଁ ତିମ୍ନାରେ ପଲେଷ୍ଟୀୟ କନ୍ୟା ଦେଖିଅଛି। ମୁଁ ତାଙ୍କୁ ବିବାହ କରିବାକୁ ଗ୍ଭହେଁ।”

Gade chapit la Kopi




ବିଚାରକର୍ତ୍ତା 14:2
8 Referans Kwoze  

ଏଥିଉତ୍ତାରେ ଶିଖିମ ଆପଣା ପିତା ହମୋରକୁ କହିଲା, “ତୁମ୍ଭେ ଏହି ଯୁବତୀ ସଙ୍ଗେ ମୋତେ ବିବାହ କରିଦିଅ।”


ସେ ପାରଣ ନାମକ ପ୍ରାନ୍ତରରେ ବସତି କଲା; ତହିଁ ଉତ୍ତାରେ ତାହାର ମାତା ଏକ ମିସର ଦେଶୀୟା କନ୍ୟା ସଙ୍ଗେ ତାହାର ବିବାହ କଲା।


ତହିଁରେ ଇସ୍ରାଏଲର ରାଜା ଯୋୟାଶ୍‍ ଯିହୁଦାର ରାଜା ଅମତ୍‍ସୀୟଙ୍କ ନିକଟକୁ ଲୋକ ପଠାଇ କହିଲେ, “ଲିବାନୋନର କଣ୍ଟକଲତା ଲିବାନୋନର ଏରସ ବୃକ୍ଷ ନିକଟକୁ କହି ପଠାଇଲା, ‘ତୁମ୍ଭ କନ୍ୟାକୁ ଆମ୍ଭ ପୁତ୍ର ସଙ୍ଗେ ବିବାହ ଦିଅ,’ ଏଥିମଧ୍ୟରେ ଲିବାନୋନର ଏକ ବନ୍ୟ ପଶୁ ନିକଟ ଦେଇ ଯାଉ ଯାଉ ସେହି କଣ୍ଟକଲତାକୁ ଦଳି ପକାଇଲା।


ଏଥିଉତ୍ତାରେ ଯିହୁଦା ତାମର ନାମ୍ନୀ ଏକ କନ୍ୟା ଆଣି ଆପଣା ଜ୍ୟେଷ୍ଠ ପୁତ୍ର ଏର ସହିତ ତାହାକୁ ବିବାହ ଦେଲା।


ଏଥିଉତ୍ତାରେ ଶାମ୍‍ଶୋନ୍‍ ତିମ୍ନାକୁ ଯାଇ ସେ ସ୍ଥାନରେ ପଲେଷ୍ଟୀୟମାନଙ୍କ କନ୍ୟାଗଣ ମଧ୍ୟରେ ଗୋଟିଏ ଅବିବାହିତ ସ୍ତ୍ରୀଲୋକକୁ ଦେଖିଲା।


ତେବେ ତାହାର ପିତା ଓ ମାତା ତାହାକୁ କହିଲେ, “ତୁମ୍ଭ ଭ୍ରାତୃଗଣର ଅବା ଆମ୍ଭ ସମୁଦାୟ ଲୋକଙ୍କର କନ୍ୟାଗଣ ମଧ୍ୟରେ କି ଜଣେ ସ୍ତ୍ରୀ ନାହିଁ, ଯେ ତୁମ୍ଭେ ଅସୁନ୍ନତ ପଲେଷ୍ଟୀୟମାନଙ୍କ ମଧ୍ୟରୁ ଭାର୍ଯ୍ୟା ଗ୍ରହଣ କରିବାକୁ ଯିବ?” ତହିଁରେ ଶାମ୍‍ଶୋନ୍‍ ଆପଣା ପିତାକୁ କହିଲା, “ତାହାକୁ ମୋʼ ପାଇଁ ଆଣ; ସେ ମୋʼ ଦୃଷ୍ଟିରେ ପସନ୍ଦ।”


ତୁମ୍ଭେମାନେ ଭାର୍ଯ୍ୟା ଗ୍ରହଣ କରି ପୁତ୍ରକନ୍ୟା ଜାତ କର, ଆଉ ତୁମ୍ଭମାନଙ୍କର ପୁତ୍ରଗଣକୁ ଭାର୍ଯ୍ୟା ଗ୍ରହଣ କରାଅ ଓ ତୁମ୍ଭମାନଙ୍କର କନ୍ୟାଗଣଙ୍କୁ ସ୍ୱାମୀ ଗ୍ରହଣ କରାଅ, ସେମାନେ ପୁତ୍ରକନ୍ୟା ଜାତ କରନ୍ତୁ; ଆଉ, ତୁମ୍ଭେମାନେ ସେଠାରେ ବର୍ଦ୍ଧିତ ହୋଇ ଊଣା ହୁଅ ନାହିଁ।


Swiv nou:

Piblisite


Piblisite