Biblia Todo Logo
Bib sou entènèt

- Piblisite -




ବିଚାରକର୍ତ୍ତା 14:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ପୁଣି କିଛି ଦିନ ଉତ୍ତାରେ ସେ ସେହି ସ୍ତ୍ରୀକୁ ଗ୍ରହଣ କରିବା ପାଇଁ ପୁନର୍ବାର ଗଲା, ସେତେବେଳେ ସେ ସେହି ସିଂହର ଶବ ଦେଖିବାକୁ ବାଟ ବୁଲି ଯାଆନ୍ତେ, ଦେଖ, ସେହି ସିଂହ ଦେହରେ ମହୁମାଛିର ଦଳ ଓ ମହୁ ଅଛି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ପୁଣି କିଛିଦିନ ଉତ୍ତାରେ ସେ ସେହି ସ୍ତ୍ରୀକି ଗ୍ରହଣ କରିବା ପାଇଁ ପୁନର୍ବାର ଗଲା, ସେତେବେଳେ ସେ ସେହି ସିଂହର ଶବ ଦେଖିବାକୁ ବାଟ ବୁଲି ଯାʼନ୍ତେ, ଦେଖ, ସେହି ସିଂହ ଦେହରେ ମହୁମାଛିର ଝାଙ୍କ ଓ ମହୁ ଅଛି।

Gade chapit la Kopi

ଓଡିଆ ବାଇବେଲ

8 ପୁଣି କିଛି ଦିନ ଉତ୍ତାରେ ସେ ସେହି ସ୍ତ୍ରୀକୁ ଗ୍ରହଣ କରିବା ପାଇଁ ପୁନର୍ବାର ଗଲା, ସେତେବେଳେ ସେ ସେହି ସିଂହର ଶବ ଦେଖିବାକୁ ବାଟ ବୁଲି ଯାଆନ୍ତେ, ଦେଖ, ସେହି ସିଂହ ଦେହରେ ମହୁମାଛିର ଦଳ ଓ ମହୁ ଅଛି।

Gade chapit la Kopi

ପବିତ୍ର ବାଇବଲ

8 କିଛି ଦିନ ପରେ, ସେ ସେହି ସ୍ତ୍ରୀଲୋକଟିକୁ ବିବାହ କରିବାକୁ ଆସିଲେ। ସେହି ରାସ୍ତାରେ ସେ ସେହି ମୃତ ସିଂହର ଶରୀରକୁ ଦେଖିଲେ। ସେ ଦେଖିଲେ ଯେ, କିଛି ମହୁମାଛି ସେଥିରେ ମହୁ ଫେଣା ତିଆରି କରିଛନ୍ତି।

Gade chapit la Kopi




ବିଚାରକର୍ତ୍ତା 14:8
5 Referans Kwoze  

କିନ୍ତୁ ସେ ଏହା ମନସ୍ଥ କଲା ପରେ, ଦେଖ, ପ୍ରଭୁଙ୍କର ଜଣେ ଦୂତ ସ୍ୱପ୍ନରେ ତାହାଙ୍କୁ ଦର୍ଶନ ଦେଇ କହିଲେ, “ହେ ଦାଉଦଙ୍କ ସନ୍ତାନ ଯୋଷେଫ, ତୁମ୍ଭର ଭାର୍ଯ୍ୟା ମରୀୟମଙ୍କୁ ଗ୍ରହଣ କରିବାକୁ ଭୟ କର ନାହିଁ, କାରଣ ତାହାଙ୍କର ଗର୍ଭ ପବିତ୍ର ଆତ୍ମାଙ୍କ ଦ୍ୱାରା ହୋଇଅଛି।


ଏଥିଉତ୍ତାରେ ଯାକୁବ ଲାବନକୁ କହିଲା, “ମୋହର ନିୟମିତ କାଳ ସମ୍ପୂର୍ଣ୍ଣ ହେଲା, ଏବେ ମୋʼ ଭାର୍ଯ୍ୟା ମୋତେ ଦିଅ, ମୁଁ ତାହାର ସହବାସ କରିବି।”


ଏଥିଉତ୍ତାରେ ଶାମ୍‍ଶୋନ୍‍ ଯାଇ ସେହି ସ୍ତ୍ରୀ ସଙ୍ଗରେ କଥାବାର୍ତ୍ତା କଲା ଓ ସେ ସ୍ତ୍ରୀ ଦୃଷ୍ଟିରେ ପସନ୍ଦ ହେଲା।


ତେଣୁ ସେ ହାତରେ କିଛି ନେଇ ତାହା ଖାଇ ଖାଇ ଆପଣା ପିତାମାତାଙ୍କ ନିକଟକୁ ଗଲା ଓ ସେ ସେମାନଙ୍କୁ ଦିଅନ୍ତେ, ସେମାନେ ଖାଇଲେ। ମାତ୍ର ସେ ଯେ ସିଂହ ଦେହରୁ ସେହି ମହୁ ନେଇଥିଲା, ଏହା ସେମାନଙ୍କୁ ଜଣାଇଲା ନାହିଁ।


ତୁମ୍ଭେ କି ମଧୁ ପାଇଅଛ? ତୁମ୍ଭର ଯେତିକି ଯଥେଷ୍ଟ, ସେତିକି ଖାଅ; ବହୁତ ଖାଇଲେ ତୁମ୍ଭେ ତାହା ଉଦ୍ଗାର କରି ପକାଇବ।


Swiv nou:

Piblisite


Piblisite