ବିଚାରକର୍ତ୍ତା 14:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ତେଣୁ ସେ ହାତରେ କିଛି ନେଇ ତାହା ଖାଇ ଖାଇ ଆପଣା ପିତାମାତାଙ୍କ ନିକଟକୁ ଗଲା ଓ ସେ ସେମାନଙ୍କୁ ଦିଅନ୍ତେ, ସେମାନେ ଖାଇଲେ। ମାତ୍ର ସେ ଯେ ସିଂହ ଦେହରୁ ସେହି ମହୁ ନେଇଥିଲା, ଏହା ସେମାନଙ୍କୁ ଜଣାଇଲା ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)9 ତେଣୁ ସେ ହାତରେ କିଛି ନେଇ ତାହା ଖାଇ ଖାଇ ଆପଣା ପିତାମାତାଙ୍କ ନିକଟକୁ ଗଲା ଓ ସେ ସେମାନଙ୍କୁ ଦିଅନ୍ତେ, ସେମାନେ ଖାଇଲେ। ମାତ୍ର ସେ ଯେ ସିଂହ ଦେହରୁ ସେହି ମହୁ ନେଇଥିଲା, ଏହା ସେମାନଙ୍କୁ ଜଣାଇଲା ନାହିଁ। Gade chapit laଓଡିଆ ବାଇବେଲ9 ତେଣୁ ସେ ହାତରେ କିଛି ନେଇ ତାହା ଖାଇ ଖାଇ ଆପଣା ପିତାମାତାଙ୍କ ନିକଟକୁ ଗଲା ଓ ସେ ସେମାନଙ୍କୁ ଦିଅନ୍ତେ, ସେମାନେ ଖାଇଲେ। ମାତ୍ର ସେ ଯେ ସିଂହ ଦେହରୁ ସେହି ମହୁ ନେଇଥିଲା, ଏହା ସେମାନଙ୍କୁ ଜଣାଇଲା ନାହିଁ। Gade chapit laପବିତ୍ର ବାଇବଲ9 ଶାମ୍ଶୋନ୍ ହାତରେ କିଛି ମହୁ ସେଥିରୁ ଆଣିଲେ। ମହୁ ଖାଇଖାଇ ଯିବା ବାଟରେ ସେ ତାଙ୍କ ପିତାମାତାଙ୍କ ନିକଟରେ ପହଞ୍ଚିବା ପରେ, ତାଙ୍କୁ କିଛି ମହୁ ଖାଇବାକୁ ଦେଲେ। ସେ ଏଥିରୁ ବହୁତ ଖାଇଲେ। କିନ୍ତୁ ଶାମ୍ଶୋନ୍ ଏହି ମହୁ ଏକ ମୃତ ସିଂହର ଶରୀରରୁ ଅଣା ଯାଇଛି ବୋଲି କିଛି କହିଲେ ନାହିଁ। Gade chapit la |