Biblia Todo Logo
Bib sou entènèt

- Piblisite -




ବିଚାରକର୍ତ୍ତା 15:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ପୁଣି ତାହାର ପିତା କହିଲା, “ମୁଁ ନିଶ୍ଚୟ ବୋଧ କଲି ଯେ, ତୁମ୍ଭେ ତାହାକୁ ନିତାନ୍ତ ଘୃଣା କଲ; ଏଣୁ ମୁଁ ତାହାକୁ ତୁମ୍ଭ ମିତ୍ରକୁ ଦେଲି; ତାହାର ସାନ ଭଉଣୀ କି ତାହାଠାରୁ ସୁନ୍ଦରୀ ନୁହେଁ? ବିନୟ କରୁଅଛି, ତାହା ବଦଳେ ତାହାକୁ ଗ୍ରହଣ କର।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ପୁଣି ତାହାର ପିତା କହିଲା, ମୁଁ ନିଶ୍ଚୟ ବୋଧ କଲି ଯେ, ତୁମ୍ଭେ ତାହାକୁ ନିତା; ଘୃଣା କଲ; ଏଣୁ ମୁଁ ତାହାକୁ ତୁମ୍ଭ ମିତ୍ରକୁ ଦେଲି; ତାହାର ସାନ ଭଉଣୀ କି ତାହାଠାରୁ ସୁନ୍ଦରୀ ନୁହେଁ? ବିନୟ କରୁଅଛି, ତାହା ବଦଳେ ତାହାକୁ ଗ୍ରହଣ କର।

Gade chapit la Kopi

ଓଡିଆ ବାଇବେଲ

2 ପୁଣି ତାହାର ପିତା କହିଲା, ମୁଁ ନିଶ୍ଚୟ ବୋଧ କଲି ଯେ, ତୁମ୍ଭେ ତାହାକୁ ନିତାନ୍ତ ଘୃଣା କଲ; ଏଣୁ ମୁଁ ତାହାକୁ ତୁମ୍ଭ ମିତ୍ରକୁ ଦେଲି; ତାହାର ସାନ ଭଉଣୀ କି ତାହାଠାରୁ ସୁନ୍ଦରୀ ନୁହେଁ ? ବିନୟ କରୁଅଛି, ତାହା ବଦଳେ ତାହାକୁ ଗ୍ରହଣ କର।

Gade chapit la Kopi

ପବିତ୍ର ବାଇବଲ

2 ତାଙ୍କର ପିତା ଶା‌ମ୍‌ଶୋ‌ନଙ୍କୁ କହିଲେ, “ମୁଁ ଭାବିଲି ଯେ ତୁମ୍ଭେ ତାଙ୍କୁ ଅତ୍ୟନ୍ତ ଘୃଣା କର। ଏଣୁ ମୁଁ ତାହାକୁ ତୁମ୍ଭ ମିତ୍ରଙ୍କୁ ଦେଲି। ତା'ର ସାନ ଭଉଣୀ ତା'ଠାରୁ ବହୁତ ସୁନ୍ଦର ତାହାକୁ ଗ୍ରହଣ କର।”

Gade chapit la Kopi




ବିଚାରକର୍ତ୍ତା 15:2
5 Referans Kwoze  

ମାତ୍ର ଶାମ୍‍ଶୋନ୍‍ ଯାହାକୁ ଆପଣାର ବନ୍ଧୁ ପରି କରିଥିଲା, ତାହାକୁ ତାହାର ଭାର୍ଯ୍ୟା ଦିଆଗଲା।


ନାଜରିତୀୟ ଯୀଶୁଙ୍କ ନାମ ବିରୁଦ୍ଧରେ ମୋହର ଅନେକ କାର୍ଯ୍ୟ କରିବା ଯେ କର୍ତ୍ତବ୍ୟ ଏହା ମୁଁ ନିଜେ ମନେ କରିଥିଲି।


ତହିଁରେ ଶାମ୍‍ଶୋନ୍‍ର ଭାର୍ଯ୍ୟା ତାହାକୁ ଧରି କାନ୍ଦି କହିଲା, “ତୁମ୍ଭେ କେବଳ ମୋତେ ଘୃଣା କରୁଅଛ, କିଛି ପ୍ରେମ କରୁ ନାହଁ; ତୁମ୍ଭେ ମୋʼ ଲୋକଙ୍କ ସନ୍ତାନମାନଙ୍କୁ ଗୋଟିଏ ପ୍ରହେଳିକା କହିଅଛ, ମାତ୍ର ତାହା ମୋତେ ବୁଝାଇ ଦେଇ ନାହଁ।” ତହିଁରେ ସେ ତାହାକୁ କହିଲା, “ଦେଖ, ମୁଁ ଆପଣା ପିତା କି ମାତାକୁ ବୁଝାଇ ଦେଇ ନାହିଁ, ଆଉ କି ତୁମ୍ଭକୁ ବୁଝାଇଦେବି?”


ତହିଁରେ ତାମର ବିଧବା ବସ୍ତ୍ର ପରିତ୍ୟାଗ କରି ଆବରକ ବସ୍ତ୍ର ପିନ୍ଧି ଆପଣାକୁ ଆଚ୍ଛାଦନ କରି ତିମ୍ନାର ପଥପାର୍ଶ୍ଵସ୍ଥିତ ଐନମର ପ୍ରବେଶ ସ୍ଥାନରେ ବସି ରହିଲା; କାରଣ ସେ ଦେଖିଲା, ଶେଲା ବଡ଼ ହେଲେ ହେଁ ତାହା ସହିତ ଆପଣାର ବିବାହ ହେଲା ନାହିଁ।


ତହିଁରେ ଶାମ୍‍ଶୋନ୍‍ ସେମାନଙ୍କୁ କହିଲା, “ଏଥର ମୁଁ ପଲେଷ୍ଟୀୟମାନଙ୍କ ପ୍ରତି ଅନିଷ୍ଟ ବ୍ୟବହାର କଲେ ହେଁ ସେମାନଙ୍କ ବିଷୟରେ ନିର୍ଦ୍ଦୋଷ ହେବି।”


Swiv nou:

Piblisite


Piblisite