Biblia Todo Logo
Bib sou entènèt

- Piblisite -




ବିଚାରକର୍ତ୍ତା 15:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ତହୁଁ ଶାମ୍‍ଶୋନ୍‍ ଯାଇ ତିନି ଶହ ବିଲୁଆ ଧରି ଓ ଦିହୁଡ଼ି ନେଇ ଲାଙ୍ଗୁଳକୁ ଲାଙ୍ଗୁଳ ବାନ୍ଧିଲା, ଆଉ ଦୁଇ ଦୁଇ ଲାଙ୍ଗୁଳ ମଧ୍ୟରେ ଏକ ଏକ ଦିହୁଡ଼ି ଦେଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ତହୁଁ ଶାମ୍ଶୋନ୍ ଯାଇ ତିନି ଶହ ବିଲୁଆ ଧରି ଓ ଦିହୁଡ଼ି ନେଇ ଲାଙ୍ଗୁଳକୁ ଲାଙ୍ଗୁଳ ବାନ୍ଧିଲା, ଆଉ ଦୁଇ ଦୁଇ ଲାଙ୍ଗୁଳ ମଧ୍ୟରେ ଏକ ଏକ ଦିହୁଡ଼ି ଦେଲା।

Gade chapit la Kopi

ଓଡିଆ ବାଇବେଲ

4 ତହୁଁ ଶାମ୍‍ଶୋନ୍‍ ଯାଇ ତିନି ଶହ ବିଲୁଆ ଧରି ଓ ଦିହୁଡ଼ି ନେଇ ଲାଙ୍ଗୁଳକୁ ଲାଙ୍ଗୁଳ ବାନ୍ଧିଲା, ଆଉ ଦୁଇ ଦୁଇ ଲାଙ୍ଗୁଳ ମଧ୍ୟରେ ଏକ ଏକ ଦିହୁଡ଼ି ଦେଲା।

Gade chapit la Kopi

ପବିତ୍ର ବାଇବଲ

4 ଏହା ପରେ ଶା‌ମ୍‌ଶୋନ୍ 300 ବିଲୁଆ ଧରି ଯୋଡ଼ା ଯୋଡ଼ା କରି ଗୋଟିଏର ଲାଙ୍ଗୁଡ଼କୁ ଅନ୍ୟ ଗୋଟିଏ ଲାଙ୍ଗୁଡ଼ରେ ବାନ୍ଧି ଦେଲେ। ତା'ପରେ ସେ ପ୍ରତ୍ୟେକର ଯୋଡ଼ାଏ ଲାଙ୍ଗୁଡ଼ରେ ଏକ ମଶାଲ ବାନ୍ଧି ଦେଲେ।

Gade chapit la Kopi




ବିଚାରକର୍ତ୍ତା 15:4
8 Referans Kwoze  

କାରଣ ସିୟୋନ ପର୍ବତ ଉଚ୍ଛିନ୍ନ ସ୍ଥାନ ହୋଇଅଛି; କୋକିଶିଆଳିମାନେ ତହିଁ ଉପରେ ଭ୍ରମଣ କରନ୍ତି।


ଆମ୍ଭମାନଙ୍କ ପାଇଁ ଦ୍ରାକ୍ଷାକ୍ଷେତ୍ରନାଶକ ଶୃଗାଳମାନଙ୍କୁ, କ୍ଷୁଦ୍ର ଶୃଗାଳମାନଙ୍କୁ ଧର; କାରଣ ଆମ୍ଭମାନଙ୍କ ଦ୍ରାକ୍ଷାକ୍ଷେତ୍ର ପୁଷ୍ପିତ ହୋଇଅଛି।”


ସେମାନେ ଖଡ୍ଗର ପରାକ୍ରମରେ ସମର୍ପିତ ହେବେ; ସେମାନେ ଶୃଗାଳର ଖାଦ୍ୟ ହେବେ।


ତହିଁରେ ଶାମ୍‍ଶୋନ୍‍ ସେମାନଙ୍କୁ କହିଲା, “ଏଥର ମୁଁ ପଲେଷ୍ଟୀୟମାନଙ୍କ ପ୍ରତି ଅନିଷ୍ଟ ବ୍ୟବହାର କଲେ ହେଁ ସେମାନଙ୍କ ବିଷୟରେ ନିର୍ଦ୍ଦୋଷ ହେବି।”


ତହୁଁ ସେ ଦିହୁଡ଼ି ଜଳାଇ ପଲେଷ୍ଟୀୟମାନଙ୍କ ବଢ଼ନ୍ତା ଦ୍ରାକ୍ଷାକ୍ଷେତ୍ର ମଧ୍ୟକୁ ସେମାନଙ୍କୁ ଛାଡ଼ିଦେଲା, ପୁଣି କଳେଇ ବିଡ଼ା ଓ ବଢ଼ନ୍ତା ଶସ୍ୟ ଉଭୟ ଓ ମଧ୍ୟ ଜୀତକ୍ଷେତ୍ରସବୁ ପୋଡ଼ି ପକାଇଲା।


ଅଗ୍ନିବାଣ, ତୀର ଓ ମୃତ୍ୟୁୁ ନିକ୍ଷେପକାରୀ ବାତୁଳ ଯେପରି;


ଓ ତାହାକୁ କୁହ, ‘ସାବଧାନ ଓ ସୁସ୍ଥିର ହୁଅ; ଏହି ଧୂମମୟ କାଷ୍ଠର ଦୁଇ ଲାଞ୍ଜ, ଅର୍ଥାତ୍‍, ରତ୍ସୀନ, ଅରାମର ଓ ରମଲୀୟର ପୁତ୍ରର ପ୍ରଚଣ୍ଡ କ୍ରୋଧ ସକାଶୁ ଭୀତ ହୁଅ ନାହିଁ, କିଅବା ଆପଣା ହୃଦୟକୁ ନିରାଶ ହେବାକୁ ଦିଅ ନାହିଁ।


ଏହେତୁ ସେ ଆପଣା ଦାସମାନଙ୍କୁ କହିଲା, “ଦେଖ, ଆମ୍ଭ କ୍ଷେତ୍ର ପାଖରେ ଯୋୟାବର କ୍ଷେତ୍ର ଅଛି, ସେ ତହିଁରେ ଯବ କରିଅଛି; ଯାଅ, ତହିଁରେ ନିଆଁ ଲଗାଇ ଦିଅ।” ତହୁଁ ଅବଶାଲୋମର ଦାସମାନେ ସେହି କ୍ଷେତ୍ରରେ ନିଆଁ ଲଗାଇଦେଲେ।


Swiv nou:

Piblisite


Piblisite