Biblia Todo Logo
Bib sou entènèt

- Piblisite -




ବିଚାରକର୍ତ୍ତା 16:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଏଥିଉତ୍ତାରେ ଶାମ୍‍ଶୋନ୍‍ ଘସା ନଗରକୁ ଯାଇ ସେଠାରେ ଏକ ବେଶ୍ୟା ଦେଖି ତାହା ସଙ୍ଗେ ଶୟନ କଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ଅନନ୍ତର ଶାମ୍ଶୋନ୍ ଘସାକୁ ଯାଇ ସେଠାରେ ଏକ ବେଶ୍ୟା ଦେଖି ତାହା କତିକି ଗଲା।

Gade chapit la Kopi

ଓଡିଆ ବାଇବେଲ

1 ଏଥିଉତ୍ତାରେ ଶାମ୍‍ଶୋନ୍‍ ଘସା ନଗରକୁ ଯାଇ ସେଠାରେ ଏକ ବେଶ୍ୟା ଦେଖି ତାହା ସଙ୍ଗେ ଶୟନ କଲା।

Gade chapit la Kopi

ପବିତ୍ର ବାଇବଲ

1 ଦିନେ ଶା‌ମ୍‌ଶୋନ୍ ଘସାରେ ଥିବା ଏକ ବେଶ୍ୟା ପାଖକୁ ଗଲେ। ସେ ତା'ର ସହିତ ରାତ୍ରିଯାପନ କରିବା ପାଇଁ ସେଠାକୁ ଯାଇଥିଲେ।

Gade chapit la Kopi




ବିଚାରକର୍ତ୍ତା 16:1
8 Referans Kwoze  

ଅସ୍ଦୋଦ, ତହିଁର ଉପନଗର ଓ ଗ୍ରାମମାନ; ଘସା, ତହିଁର ଉପନଗର ଓ ଗ୍ରାମମାନ; ମିସର ନଦୀ ଓ ମହାସମୁଦ୍ର ଓ ତହିଁର ଅଞ୍ଚଳ ପର୍ଯ୍ୟନ୍ତ।


ତହିଁରେ ସୀଦୋନଠାରୁ ଗରାର ଦିଗକୁ ଘସା ପର୍ଯ୍ୟନ୍ତ, ପୁଣି, ସଦୋମ ଓ ହମୋରା ଓ ଅଦ୍ମା ଓ ସବୋୟୀମ ଦିଗରେ ଲେଶା ପର୍ଯ୍ୟନ୍ତ କିଣାନୀୟମାନଙ୍କ (ବସତିର) ସୀମା ଥିଲା।


ତହିଁରେ ଶାମ୍‍ଶୋନ୍‍ ଏହି ସ୍ଥାନକୁ ଆସିଅଛି, ଏହି କଥା ଘସାତୀୟ ଲୋକମାନଙ୍କୁ କୁହାଗଲା। ତହୁଁ ସେମାନେ ତାହାକୁ ଘେରି ସମସ୍ତ ରାତ୍ରି ତାହା ପାଇଁ ନଗର-ଦ୍ୱାରରେ ଛକି ବସିଲେ, ପୁଣି ସାରାରାତ୍ରି ତୁନି ରହି କହିଲେ, ସକାଳେ ଆଲୁଅ ହେଲେ ଆମ୍ଭେମାନେ ତାହାକୁ ବଧ କରିବୁ।


ଯିହୁଦା ମଧ୍ୟ ଘସା ଓ ତହିଁର ଅଞ୍ଚଳ, ଅସ୍କିଲୋନ ଓ ତହିଁର ଅଞ୍ଚଳ, ପୁଣି ଇକ୍ରୋଣ ଓ ତହିଁର ଅଞ୍ଚଳ ହସ୍ତଗତ କଲା।


ଏଥିଉତ୍ତାରେ ଶାମ୍‍ଶୋନ୍‍ ତିମ୍ନାକୁ ଯାଇ ସେ ସ୍ଥାନରେ ପଲେଷ୍ଟୀୟମାନଙ୍କ କନ୍ୟାଗଣ ମଧ୍ୟରେ ଗୋଟିଏ ଅବିବାହିତ ସ୍ତ୍ରୀଲୋକକୁ ଦେଖିଲା।


ବ୍ୟଭିଚାରିଣୀର ଗୃହକୋଣ ନିକଟସ୍ଥ ଗଳି ଦେଇ ଯାଉ ଯାଉ ତାହାର ଗୃହକୁ ଯିବା ପଥରେ ଚାଲିଲା।


Swiv nou:

Piblisite


Piblisite