Biblia Todo Logo
Bib sou entènèt

- Piblisite -




ବିଚାରକର୍ତ୍ତା 16:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ତହିଁରେ ସେ ତାହାକୁ କହିଲା, “ଯେଉଁ ରଜ୍ଜୁରେ କୌଣସି କର୍ମ କରାଯାଇ ନାହିଁ, ଏପରି ନୂତନ ରଜ୍ଜୁରେ ମୋତେ ବାନ୍ଧିଲେ, ମୁଁ ଦୁର୍ବଳ ହୋଇ ଅନ୍ୟ ଲୋକର ସମାନ ହୋଇଯିବି।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ତହିଁରେ ସେ ତାହାକୁ କହିଲା, ଯେଉଁ ରଜ୍ଜୁରେ କୌଣସି କର୍ମ କରାଯାଇ ନାହିଁ, ଏପରି ନୂତନ ରଜ୍ଜୁରେ ମୋତେ ବାନ୍ଧିଲେ, ମୁଁ ଦୁର୍ବଳ; ହୋଇ ଅନ୍ୟ ଲୋକର ସମାନ ହୋଇଯିବି।

Gade chapit la Kopi

ଓଡିଆ ବାଇବେଲ

11 ତହିଁରେ ସେ ତାହାକୁ କହିଲା, ଯେଉଁ ରଜ୍ଜୁରେ କୌଣସି କର୍ମ କରାଯାଇ ନାହିଁ, ଏପରି ନୂତନ ରଜ୍ଜୁରେ ମୋତେ ବାନ୍ଧିଲେ, ମୁଁ ଦୁର୍ବଳ ହୋଇ ଅନ୍ୟ ଲୋକର ସମାନ ହୋଇଯିବି।

Gade chapit la Kopi

ପବିତ୍ର ବାଇବଲ

11 ତହିଁରେ ସେ ତାକୁ କହିଲେ, “ଯେଉଁ ରଜ୍ଜୁରେ କୌଣସି କର୍ମ କରାଯାଇ ନାହିଁ। ଏପରି ନୂତନ ରଜ୍ଜୁରେ ମୋତେ ବାନ୍ଧିଲେ ମୁଁ ଦୁର୍ବଳ ହୋଇ ଅନ୍ୟ ଲୋକଙ୍କ ପରି ହୋଇଯିବି।”

Gade chapit la Kopi




ବିଚାରକର୍ତ୍ତା 16:11
7 Referans Kwoze  

ଅତଏବ ମିଥ୍ୟା ପରିତ୍ୟାଗ କରି ତୁମ୍ଭେମାନେ ପ୍ରତ୍ୟେକ ଜଣ ଆପଣା ପ୍ରତିବାସୀ ସହିତ ସତ୍ୟ ଆଳାପ କର, କାରଣ ଆମ୍ଭେମାନେ ପରସ୍ପରର ଅଙ୍ଗପ୍ରତ୍ୟଙ୍ଗ।


ଲୋକଭୟ ଫାନ୍ଦଜନକ; ମାତ୍ର ସଦାପ୍ରଭୁଙ୍କଠାରେ ଯେ ନିର୍ଭର ରଖେ, ସେ ସୁରକ୍ଷିତ ହେବ।


ଧାର୍ମିକ ଲୋକ ମିଥ୍ୟାକୁ ଘୃଣା କରେ; ମାତ୍ର ଦୁଷ୍ଟ ଲୋକ ଦୁର୍ଗନ୍ଧ ସ୍ୱରୂପ, ଆଉ ସେ ଲଜ୍ଜା ଭୋଗ କରେ।


ଯେଉଁ ଲୋକ ଆପଣା ମୁଖରେ ପ୍ରହରୀ ରଖେ, ସେ ଆପଣା ପ୍ରାଣ ରକ୍ଷା କରେ; ମାତ୍ର ଯେକେହି ଚିନ୍ତା ନ କରି କଥା କହେ, ତାହାର ବିନାଶ ହେବ।


ପୁଣି ସେମାନେ ତାହାକୁ କହିଲେ, “ନା; କିନ୍ତୁ ଆମ୍ଭେମାନେ ତୁମ୍ଭକୁ ଦୃଢ଼ ରୂପେ ବାନ୍ଧି ସେମାନଙ୍କ ହସ୍ତରେ ସମର୍ପଣ କରିବୁ; ମାତ୍ର ଆମ୍ଭେମାନେ କେବେ ତୁମ୍ଭକୁ ବଧ କରିବୁ ନାହିଁ।” ତହୁଁ ସେମାନେ ତାହାକୁ ଦୁଇ ନୂଆ ଦଉଡ଼ିରେ ବାନ୍ଧି ଶୈଳ ଉପରୁ ତାହାକୁ ଆଣିଲେ।


ଏଥିଉତ୍ତାରେ ଦଲୀଲା ଶାମ୍‍ଶୋନ୍‍କୁ କହିଲା, “ତୁମ୍ଭେ ମୋତେ ଉପହାସ କଲ ଓ ତୁମ୍ଭେ ମୋତେ ମିଥ୍ୟା କହିଲ; ଏବେ ତୁମ୍ଭେ କାହିଁରେ ବନ୍ଧା ଯାଇପାର, ତାହା ମୋତେ କୁହ?”


ତହୁଁ ଦଲୀଲା ନୂତନ ରଜ୍ଜୁ ନେଇ ତାହାକୁ ବାନ୍ଧି କହିଲା, “ଶାମ୍‍ଶୋନ୍‍ ପଲେଷ୍ଟୀୟମାନେ ତୁମ୍ଭକୁ ଧରିଲେ।” ସେସମୟରେ ଛକିଥିବା ଲୋକମାନେ ଅନ୍ତଃପୁରରେ ଥିଲେ। ଏଥିରେ ସେ ଖଣ୍ଡେ ସୂତା ପରି ଆପଣା ବାହୁ ଉପରୁ ତାହା ଛିଣ୍ଡାଇ ପକାଇଲା।


Swiv nou:

Piblisite


Piblisite