Biblia Todo Logo
Bib sou entènèt

- Piblisite -




ବିଚାରକର୍ତ୍ତା 16:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ତହିଁରେ ଶାମ୍‍ଶୋନ୍‍ ତାହାକୁ କହିଲା, “ଯାହା କେବେ ଶୁଷ୍କ ହୋଇ ନାହିଁ, ଏପରି ସାତୋଟି କଞ୍ଚା ତନ୍ତରେ ଯେବେ ସେମାନେ ମୋତେ ବାନ୍ଧିବେ, ତେବେ ମୁଁ ଦୁର୍ବଳ ହୋଇ ଅନ୍ୟ ଲୋକ ପରି ହୋଇଯିବି।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ତହିଁରେ ଶାମ୍ଶୋନ୍ ତାହାକୁ କହିଲା, ଯାହା କେବେ ଶୁଷ୍କ ହୋଇ ନାହିଁ, ଏପରି ସାତୁଟା କଞ୍ଚା ତନ୍ତରେ ଯେବେ ସେମାନେ ମୋତେ ବାନ୍ଧିବେ, ତେବେ ମୁଁ ଦୁର୍ବଳ ହୋଇ ଅନ୍ୟ ଲୋକ ପରି ହୋଇଯିବି।

Gade chapit la Kopi

ଓଡିଆ ବାଇବେଲ

7 ତହିଁରେ ଶାମ୍‍ଶୋନ୍‍ ତାହାକୁ କହିଲା, ଯାହା କେବେ ଶୁଷ୍କ ହୋଇ ନାହିଁ, ଏପରି ସାତୁଟା କଞ୍ଚା ତନ୍ତରେ ଯେବେ ସେମାନେ ମୋତେ ବାନ୍ଧିବେ, ତେବେ ମୁଁ ଦୁର୍ବଳ ହୋଇ ଅନ୍ୟ ଲୋକ ପରି ହୋଇଯିବି।

Gade chapit la Kopi

ପବିତ୍ର ବାଇବଲ

7 ଶା‌ମ୍‌ଶୋନ୍ ଉତ୍ତର ଦେଇ କହିଲେ, “ଯାହା କେବେ ଶୁଷ୍କ ହୋଇ ନାହିଁ। ଏପରି ସାତୋଟା କଞ୍ଚାତନ୍ତୁରେ ଯେବେ ସେମାନେ ମୋତେ ବାନ୍ଧିବେ। ତେବେ ମୁଁ ଦୁର୍ବଳ ହୋଇ ଅନ୍ୟ ଲୋକପରି ହୋଇ ଯିବି।”

Gade chapit la Kopi




ବିଚାରକର୍ତ୍ତା 16:7
12 Referans Kwoze  

ପରସ୍ପର ମିଥ୍ୟା କୁହ ନାହିଁ ତୁମ୍ଭେମାନେ ତ ପୁରାତନ ସ୍ୱଭାବ


ଭ୍ରାନ୍ତ ନ ହୁଅ; ଈଶ୍ବର ବିଦୃପର ପାତ୍ର ନୁହଁନ୍ତି; କାରଣ ମନୁଷ୍ୟ ଯାହା ବୁଣେ, ତାହା ହିଁ କାଟିବ।


ଆଉ, ଭଲ ଫଳ ଫଳିବା ନିମନ୍ତେ ଆସ, ମନ୍ଦ କର୍ମ, ଏହା ଆମ୍ଭେମାନେ କହୁଅଛୁ ବୋଲି ଯେପରି କେହି କେହି ଆମ୍ଭମାନଙ୍କର ଗ୍ଳାନି କରି କହନ୍ତି, ସେପରି ବା କାହିଁକି ନ କରିବା? ଏମାନଙ୍କର ଦଣ୍ଡ ଯଥାର୍ଥ।


ବାକ୍‍ପଟୁ ଓଷ୍ଠ ମୂଢ଼ର ଅନୁପଯୁକ୍ତ, ମିଥ୍ୟାବାଦୀ ଓଷ୍ଠାଧର କୁଳୀନର ଅଧିକ ଅନୁପଯୁକ୍ତ।


ସତ୍ୟବାଦୀ ଓଷ୍ଠ ନିତ୍ୟସ୍ଥାୟୀ ହେବ; ମାତ୍ର ମିଥ୍ୟାବାଦୀ ଜିହ୍ୱା ପଲକ ମାତ୍ର।


ଏଥିରେ “ଆଜି ତୁମ୍ଭେମାନେ କେଉଁ ସ୍ଥାନ ଆକ୍ରମଣ କଲ” ବୋଲି ଆଖୀଶ୍‍ ପଚାରନ୍ତେ, ଦାଉଦ କହନ୍ତି, “ଯିହୁଦାର ଦକ୍ଷିଣାଞ୍ଚଳ ଓ ଯିରହମେଲୀୟମାନଙ୍କ ଦକ୍ଷିଣାଞ୍ଚଳ ଓ କେନୀୟମାନଙ୍କ ଦକ୍ଷିଣାଞ୍ଚଳ।”


ଏଣୁ ଶାଉଲ ମୀଖଲକୁ କହିଲେ, “ତୁମ୍ଭେ କାହିଁକି ମୋତେ ଏରୂପ ପ୍ରବଞ୍ଚନା କଲ ଓ ମୋʼ ଶତ୍ରୁକୁ ଛାଡ଼ିଦେଲ ଯେ, ସେ ପଳାଇଗଲା?” ତହିଁରେ ମୀଖଲ ଶାଉଲଙ୍କୁ ଉତ୍ତର କଲା, “ସେ ମୋତେ କହିଲେ, ‘ମୋତେ ଛାଡ଼ିଦିଅ; ମୁଁ କାହିଁକି ତୁମ୍ଭକୁ ବଧ କରିବି?’”


ଏଥିଉତ୍ତାରେ ଦଲୀଲା ଶାମ୍‍ଶୋନ୍‍କୁ କହିଲା, “ତୁମ୍ଭେ ମୋତେ ଉପହାସ କଲ ଓ ତୁମ୍ଭେ ମୋତେ ମିଥ୍ୟା କହିଲ; ଏବେ ତୁମ୍ଭେ କାହିଁରେ ବନ୍ଧା ଯାଇପାର, ତାହା ମୋତେ କୁହ?”


ତହୁଁ ଦଲୀଲା ଶାମ୍‍ଶୋନ୍‍କୁ କହିଲା, “ବିନୟ କରୁଅଛି, କାହିଁରେ ତୁମ୍ଭର ମହାବଳ ଥାଏ ଓ ତୁମ୍ଭର କ୍ଳେଶାର୍ଥେ ତୁମ୍ଭେ କାହିଁରେ ବନ୍ଧା ଯାଇପାର, ଏହା ମୋତେ କୁହ?”


ତହୁଁ ପଲେଷ୍ଟୀୟ ଅଧିପତିମାନେ ଅଶୁଷ୍କ ସାତୋଟି କଞ୍ଚା ତନ୍ତ ଆଣି ସେହି ସ୍ତ୍ରୀକୁ ଦେଲେ; ତେଣୁ ସେ ତାହାକୁ ତହିଁରେ ବାନ୍ଧିଲା।


ସେସମୟରେ ତାହାର ଅନ୍ତଃପୁରରେ ଲୋକମାନେ ଛକି ବସିଲେ। ଏଥିରେ ସେ ତାହାକୁ କହିଲା, “ଶାମ୍‍ଶୋନ୍‍, ପଲେଷ୍ଟୀୟମାନେ ତୁମ୍ଭକୁ ଧରିଲେ।” ତହିଁରେ ଅଗ୍ନି ବାସନା ବାଜିଲେ ଯେପରି ଛଣପଟ ସୁତୁଲି ଛିଣ୍ଡିଯାଏ, ସେପରି ସେ ସବୁ ତନ୍ତ ଛିଣ୍ଡାଇ ପକାଇଲା। ଏହିରୂପେ ତାହାର ବଳର ରହସ୍ୟ ଜଣାଗଲା ନାହିଁ।


Swiv nou:

Piblisite


Piblisite