ବିଚାରକର୍ତ୍ତା 16:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ତହୁଁ ପଲେଷ୍ଟୀୟ ଅଧିପତିମାନେ ଅଶୁଷ୍କ ସାତୋଟି କଞ୍ଚା ତନ୍ତ ଆଣି ସେହି ସ୍ତ୍ରୀକୁ ଦେଲେ; ତେଣୁ ସେ ତାହାକୁ ତହିଁରେ ବାନ୍ଧିଲା। Gade chapit laପବିତ୍ର ବାଇବଲ (Re-edited) - (BSI)8 ତହୁଁ ପଲେଷ୍ଟୀୟ ଅଧିପତିମାନେ ଅଶୁଷ୍କ ସାତୁଟା କଞ୍ଚା ତ; ଆଣି ସେହି ସ୍ତ୍ରୀକି ଦେଲେ; ତେଣୁ ସେ ତାହାକୁ ତହିଁରେ ବାନ୍ଧିଲା। Gade chapit laଓଡିଆ ବାଇବେଲ8 ତହୁଁ ପଲେଷ୍ଟୀୟ ଅଧିପତିମାନେ ଅଶୁଷ୍କ ସାତୁଟା କଞ୍ଚା ତନ୍ତ ଆଣି ସେହି ସ୍ତ୍ରୀକୁ ଦେଲେ; ତେଣୁ ସେ ତାହାକୁ ତହିଁରେ ବାନ୍ଧିଲା। Gade chapit laପବିତ୍ର ବାଇବଲ8 ଏହା ପରେ ପଲେଷ୍ଟୀୟ ଅଧିପତିମାନେ ଅଶୁଷ୍କ ସାତୋଟା କଞ୍ଚାତନ୍ତ ଆଣି ସେହି ସ୍ତ୍ରୀଲୋକଟିକୁ ଦେଲେ। ସେଥିରେ ସେ ଶାମ୍ଶୋନଙ୍କୁ ବାନ୍ଧିଲା। Gade chapit la |